Posted inକଟକ

ପରିବା ବ୍ୟବସାୟୀ ଫେରାଇଲେ ମନିପର୍ସ

ବାରଙ୍ଗ,୧ା୪(ଡି.ଏନ୍‌.ଏ)- ତ୍ରିଶୁଳିଆ ବଜାର ଛକରୁ ମଙ୍ଗଳବାର ବିଳମ୍ବିତ ରାତିରେ ପାଇଥିବା ଏକ ମନିପର୍ସକୁ ଫେରାଇଲେ ଜଣେ ପରିବା ବ୍ୟବସୟୀ। ରାତି ସାଢେତିନିଟା ସମୟରେ ମଧୁପୁର ପଞ୍ଚାୟତର ଦେଉଳି ଗ୍ରାମର ପରିବା ବ୍ୟବସାୟୀ ଜିତୁ ସ୍ବାଇଁ ଛତ୍ରବଜାରକୁ ପରିବା ଆଣିବା ପାଇଁ ଯାଉଥିବାବେଳେ ରାସ୍ତାରେ ମନିପର୍ସଟି ପଡିଥିବାର ଦେଖିବାକୁ ପାଇଥିଲେ। ପରେ ମନିପର୍ସଟିକୁ ଉଠାଇ ସେଥିରେ ୨ ହଜାର ଟଙ୍କା, ପରିଚୟପତ୍ର ସହ ଦରକାରୀ କାଗଜପତ୍ର ଥିବାର ଦେଖିଥିଲେ। ଛତ୍ରବଜାରରୁ ଫେରିବାପରେ ଜିତୁ ବୁଧବାର ସକାଳେ ବାରଙ୍ଗ ପ୍ରେସ୍‌ କ୍ଲବର ସଦସ୍ୟମାନଙ୍କ ସହ ପାଇଥିବା ପର୍ସ ବିଷୟରେ ଯୋଗାଯୋଗ କରିଥିଲେ। ପରେ ପର୍ସ ହଜିଥିବା ଲୋକର ପତ୍ତା ମିଳିବା ପରେ ତାଙ୍କୁ ଡକାଯାଇ ପର୍ସଟିକୁ ଫେରାଇଥିଲେ ଜିତୁ। ଜିତୁଙ୍କର ଏହି ମାନବିକତା ପାଇଁ ସମସ୍ତେ ତାଙ୍କୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, କଟକ View All

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ…

ହିମସ୍ଖଳନ ପରେ ଟ୍ରେନ ଦୁର୍ଘଟଣା, ଅନେକେ ଆହତ

ଗପ୍ପେନଷ୍ଟାଇନ,୧୬।୨: ସୋମବାର ଦକ୍ଷିଣ ସ୍ବିଜରଲ୍ୟାଣ୍ଡରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଗପ୍ପେନଷ୍ଟାଇନ ଗାଁ ନିକଟରେ ହିମସ୍ଖଳନ ପରେ ୮୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଯାତ୍ରୀବାହୀ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri