ପରିବାର ସହ ମତଦାନ କଲେ ବଲିଉଡ୍‌ ଅଭିନେତ୍ରୀ

ନୂଆଦିଲ୍ଲୀ,୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଶନିବାର ମତଦାନ ଆରମ୍ଭ ହୋଇଛି। ସକାଳୁ ବୁଥ୍‌ଗୁଡ଼ିକରେ ଲୋକମାନେ ଲମ୍ବା ଲାଇନ୍‌ରେ ଠିଆ ହୋଇ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି। ନେତାଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ମଧ୍ୟ ଭୋଟ ଦେଇଛନ୍ତି। ଇତିମଧ୍ୟରେ ବଲିଉଡ୍‌ ଅଭିନେତ୍ରୀ ତାପସୀ ପାନ୍ନୁ ମଧ୍ୟ ଜଣେ ସଚେତନ ନାଗରିକର ପ୍ରମାଣ ଦେଇଛନ୍ତି। ନିଜ ପରିବାରଙ୍କ ସହ ତାପସୀ ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଥିବା ଦେଖିବାକୁ ମିଳିଛି। ଏନେଇ ଏକ ଫଟୋ ତାପସୀ ଟୁଇଟରରେ ଶେୟାର କରିବା ସହ କ୍ୟାପଶନ୍‌ରେ ଲେଖିଛନ୍ତି, ‘ପାନ୍ନୁ ପରିବାର ତ ଭୋଟ ଦେଲେ, ହେଲେ ଆପଣମାନେ ଦେଇଛନ୍ତି କି। ତାଙ୍କର ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ ଅଧ୍ୟକ୍ଷଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ୪୫ ଜଣ ସରପଞ୍ଚ, ସମିତିସଭ୍ୟ ଉପଜିଲାପାଳଙ୍କୁ ଭେଟି…

ନୟାଗଡ,୧୮।୫( ଲୋକନାଥ ମିଶ୍ର): ନୟାଗଡ ବ୍ଲକ ଅଧ୍ୟକ୍ଷ କିଶୋର ସାହୁଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଗତ ପାଇଁ ପ୍ରସ୍ତାବ। ଗତ ୧୧ ତାରିଖରେ ବ୍ୟକ୍ତିଗତ କାରଣ ଦର୍ଶାଇ…

ଭୁବନେଶ୍ୱରରେ ଖୋଲିବ SEBI କାର୍ଯ୍ୟାଳୟ

ଭୁବନେଶ୍ୱର,୧୮।୫: SEBI ଅଧ୍ୟକ୍ଷ ତୁହିନକାନ୍ତ ପାଣ୍ଡେ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ SEBIର ଏକ ବ୍ରାଞ୍ଚ ଅଫିସ ଖୋଲିବା ନେଇ ସେ…

ସରକାରଙ୍କ ବଡ଼ ଘୋଷଣା; ମହିଳାଙ୍କୁ ମାସିକ ୩ ହଜାର, ୭ମ ବେତନ ଆୟୋଗ ଲାଗୁ, ମାଗଣା ବସ୍ ଯାତ୍ରା

କୋଲକାତା,୧୮।୫: ପଶ୍ଚିମବଙ୍ଗର ଶୁଭେନ୍ଦୁ ସରକାର ତାଙ୍କର ଦ୍ୱିତୀୟ କ୍ୟାବିନେଟ୍ ବୈଠକରେ ପାଞ୍ଚଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ଅନୁମୋଦନ କରିଛନ୍ତି । ଏଥିରେ ମହିଳାମାନଙ୍କୁ ମାସିକ ୩ ହଜାର ଆର୍ଥିକ…

ମସ୍କଙ୍କ ବୟାନକୁ ନେଇ ସୋସିଆଲ ମିଡିଆରେ ହଇଚଇ, ଝିଅମାନଙ୍କ…

ନୂଆଦିଲ୍ଲୀ,୧୮।୫: ଏଲନ ମସ୍କ ପୁଣିଥରେ ନିଜ ବୟାନକୁ ନେଇ ଖବରର ଶିରୋନାମା ପାଲଟିଛନ୍ତି । ଏଥର ସେ ଇନଷ୍ଟାଗ୍ରାମକୁ “ଝିଅମାନଙ୍କ ପ୍ଲାଟଫର୍ମ” ବୋଲି କହି ଏକ ନୂତନ…

ଭୁବନେଶ୍ବରରେ ତେଲ ସ୍ଥିତିକୁ ନେଇ ମୁଖ୍ୟ ଶାସନ ସଚିବଙ୍କ ବଡ଼ ସୂଚନା, କାଲିଠୁ….

ଭୁବନେଶ୍ବର,୧୮।୫: ରାଜ୍ୟରେ ତେଲ ସଂକଟ ଭିତରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ବୟାନ ସାମ୍ନାକୁ ଆସିଛି । ତୈଳ ସ୍ଥିତିକୁ ନେଇ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିବା…

ଯୁକ୍ରେନ ଡ୍ରୋନ ମାଡ଼ରେ ମାଧବନ୍ଧର ଓଡ଼ିଆ ଯୁବକ ମୃତ, ଚାକିରି କରିବାକୁ ରୁଷିଆ ଯାଇଥିଲେ ରାମେୟା

ଚିକିଟି,୧୮।୫(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ମାଧବନ୍ଧ ଗ୍ରାମର ଜଣେ ଯୁବକ ଯୁକ୍ରେନର ଡ୍ରୋନ ମାଡ଼ରେ ପ୍ରାଣ ହରାଇଛନ୍ତି । ଶନିବାର ତାଙ୍କର…

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri