ଚମ୍ପୁଆ/ଯୋଡ଼ା, ୧।୧୧(ଡି.ଏନ.ଏ.)-ଆଜକୁ ୫ ବର୍ଷ ତଳେ କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ ଯୋଡ଼ା ଥାନା ଅନ୍ତର୍ଗତ ଲହଣ୍ଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଥିଲା ା ଗୁଣିଗାରେଡ଼ି ସନ୍ଦେହରେ ଗୋଟିଏ ପରିବାରର ୬ଜଣଙ୍କୁ କେତେଜଣ ଲୋକ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି। ଚମ୍ପୁଆ ଅତିରିକ୍ତ ଜିଲା ଦୌରାଜଜ୍ ଦୋଳଗୋବିନ୍ଦ ବାରିକ ୨୪ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ୬ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି ା କୋର୍ଟ ୩୦୨ ଦଫାରେ ଦୋଷୀମାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ମାନା ମୁଣ୍ଡା(୩୦), ବାଗୁନ ମୁଣ୍ଡା(୩୨), ଉମା ମୁଣ୍ଡା(୩୨), ତୁମ୍ବା ମୁଣ୍ଡା(୩୦), ରତ୍ନା ମୁଣ୍ଡା(୩୮) ଓ ଈଶ୍ୱର ମୁଣ୍ଡା(୨୩) ା ଏଥିସହ ଦୋଷୀମାନେ ୧୦ ହଜାର ଟଙ୍କା ଲେଖାଏ ଜରିମାନା ଦେବେ ବୋଲି କୋର୍ଟ କହିଛନ୍ତି ା ସେହିପରି ଜଣେ ମହିଳା ଅପରାଧୀ ପାଣ୍ଡ୍ରି ମୁଣ୍ଡାଙ୍କୁ ଉଇଚ ହଣ୍ଟିଂ ଅପରାଧରେ ୩ ବର୍ଷ କାରାଦଣ୍ଡ ଶହ ୫ ହଜାର ଟଙ୍କା ଜରିମାନା ଦେବାକୁ କୋର୍ଟ ରାୟରେ ଉଲ୍ଲେଖ କରିଛନ୍ତି।
ସୂଚନାଯୋଗ୍ୟ, ତା ୧୩।୭।୨୦୧୫ରିଖରେ ଲହଣ୍ଡା ଗ୍ରାମରେ ଘଟିଥିଲା ଏହି ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଗୁଣିଗାରେଡ଼ି ସନ୍ଦେହରେ ଉଜୁଡିଯାଇଥିଲା ଗୁରା ମୁଣ୍ଡାଙ୍କ ପରିବାର। ସେତେବେଳେ ଏହି ଘଟଣା ରାଜ୍ୟବାସୀଙ୍କୁ ସ୍ତବ୍ଧ କରିଦେଇଥିଲା ା
Posted inଆମ ଜିଲା ଖବର, କେନ୍ଦୁଝର View All
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର
ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...
ଭଟାପଲା, ବିଜାପାଟିରେ ଧାନ କିଣା ଆରମ୍ଭ: ପ୍ରଥମ ଦିନରେ ୧୩ ଚାଷୀଙ୍କ ଉଠିଲା ଧାନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ପ୍ରାଥମିକ କୃଷି ସମବାୟ ସମିତି ଜରିଆରେ ରବିବାର ବୋରପଦର ପଞ୍ଚାୟତର ଭଟାପଲାଠାରେ ଧାନ ମଣ୍ଡି...
ପ୍ରଣବ ବଳବନ୍ତରାୟଙ୍କ ଫାର୍ମ ହାଉସରେ ଭଙ୍ଗାରୁଜା, ଏକାଧିକ ଆହତ ସୂଚନା
ଧର୍ମଶାଳା,୧୪।୧୨(ଶିବପ୍ରସାଦ ମହାନ୍ତି): ଧର୍ମଶାଳାରେ ପୁଣିଥରେ ହିଂସା ଦେଖିବାକୁ ମିଳିଛି । ଧର୍ମଶାଳା ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା କରାଯାଇଥିବା ସୂଚନା ରହିଛି...
Archives


