ପରିବେଶ ବି ଆଣିଥାଏ ଦମ୍ପତିଙ୍କ ମଧ୍ୟରେ ଦୂରତା…

ଦମ୍ପତିଙ୍କ ମଧ୍ୟରେ ସମ୍ପର୍କ ପରିବେଶ ଉପରେ ମଧ୍ୟ ନିର୍ଭର କରିଥାଏ। ଗୋଟିଏ ଋତୁରେ ସେମାନଙ୍କ ମଧ୍ୟରେ ନିବିଡ଼ତା ବଢୁଥିବାବେଳେ ଅନ୍ୟ ଋତୁରେ ସେମାନେ ପରସ୍ପରଠାରୁ ଦୂରେଇ ରହିବାକୁ ପସନ୍ଦ କରନ୍ତି। ଗ୍ରୀଷ୍ମଋତୁରେ ଏଭଳି ଘଟଣା ଅଧିକ ଘଟିଥାଏ ବୋଲି ଟୋକିଓ ବିଶ୍ୱବିଦ୍ୟାଳୟର ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ଅପରପକ୍ଷରେ ଶୀତଦିନେ ଦମ୍ପତିଙ୍କ ମଧ୍ୟରେ ଆନ୍ତରିକତା ବଢୁଥିବାବେଳେ ଗ୍ରୀଷ୍ମଋତୁରେ ଅଧିକାଂଶକ୍ଷେତ୍ରରେ ସେମାନେ ପରସ୍ପରଠାରୁ ଦୂରେଇ ଯାଇଥାନ୍ତି। ଶୀତଋତୁରେ ଥଣ୍ଡା ଯୋଗୁ ଅନେକଙ୍କ ମଧ୍ୟରେ ନୈରାଶବୋଧ ବୃଦ୍ଧି ପାଇଥାଏ। ସେମାନେ ବିଷାଦଗ୍ରସ୍ତ ହୋଇଥାନ୍ତି। ଏହି ସମୟରେ ଅନେକ ଲୋକ ସାଥିଟିଏ ଖୋଜିଥାନ୍ତି। ମାତ୍ର ଗ୍ରୀଷ୍ମଋତୁରେ ସୂର୍ଯ୍ୟାଲୋକ ପରିମାଣ ବଢ଼ିବା ସହିତ ଶରୀରରେ କମ୍‌ ପରିମାଣର ମେଲାଟୋନିନ୍‌ ହରମୋନ୍‌ କ୍ଷରଣ ହୋଇଥାଏ। ଏହାଦ୍ୱାରା ଶରୀର ସତେଜ ଅନୁଭବ କରିଥାଏ। ସେହିପରି ଗ୍ରୀଷ୍ମଋତୁରେ ଅଧିକ ପରିମାଣରେ ସେରୋଟୋନିନ୍‌ ହରମୋନ୍‌ କ୍ଷରଣ ହୋଇଥାଏ। ଏହା ଯୋଗୁ ମନରେ ଖୁସୀ ଭାବ ଜାଗ୍ରତ ହୋଇଥାଏ। ଫଳରେ ମଣିଷ ମୁକ୍ତ ଭାବେ ଘୁରିବୁଲିବାକୁ ଚାହିଁଥାଏ। ଅପରପକ୍ଷରେ ଏହାର ବିପରୀତ ହରମୋନ୍‌ ଶୀତଋତୁରେ କ୍ଷରିତ ହୋଇଥାଏ। ଫଳରେ ମନ ବିଷାଦଗ୍ରସ୍ତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ସୂର୍ଯ୍ୟଙ୍କ ନକ୍ଷତ୍ରରେ ରାଜକୁମାର ବୁଧଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଚମକିବ ଭାଗ୍ୟ; ଆଖି ପିଛୁଳାକେ ମିଳିବ ଧନ…

ବୁଧ ଗ୍ରହଙ୍କର କେବଳ ରାଶି ପରିବର୍ତ୍ତନ ନୁହେଁ, ବରଂ ନକ୍ଷତ୍ର ପରିବର୍ତ୍ତନ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କାରଣ ସେ ବୈଦିକ ଜ୍ୟୋତିଷ ଶାସ୍ତ୍ରର ସବୁଠାରୁ ଶୁଭ ଗ୍ରହମାନଙ୍କ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ପାକିସ୍ତାନ ରାଜନୀତିରେ ହଇଚଇ! ଜେଲରେ ଇମ୍ରାନ ଖାନଙ୍କ ମୃତ୍ୟୁ ନେଇ ସାମ୍ବାଦିକଙ୍କ ଦାବି, ଜାଣନ୍ତୁ ସତ

ଇସଲାମବାଦ,୧୨ା୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ (Imran Khan)ଙ୍କୁ ନେଇ ଏକ ବଡ଼ ଏବଂ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି । ପାକିସ୍ତାନର ଜଣେ ସାମ୍ବାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri