Posted inଜାତୀୟ

ପରୀକ୍ଷା ମୂଳକ ଉଡ଼ାଣ ବେଳେ ଡିଆର୍‌ଡିଓର ରୁସ୍ତମ୍‌-୨ୟୁଏବି ଦୁର୍ଘଟଣାଗ୍ରସ୍ତ

ବେଙ୍ଗାଲୁରୁ,୧୭।୯: କର୍ନାଟକରେ ମଙ୍ଗଳବାର ସକାଳ ୬ଟା ସମୟରେ ଡିଆର୍‌ଡିଓର ରୁସ୍ତମ୍‌-୨ ୟୁଏବି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମାନବ ବିହୀନ ବିମାନର ପରୀକ୍ଷାମୂଳକ ଉଡ଼ାଣ କରାଯାଉଥିବା ବେଳେ ଏଭଳି ହୋଇଥିବା କୁହାଯାଉଛି। ଏହା ଚୈଲକେର ଏରୋନୋଟିକାଲ ଟେଷ୍ଟ ରେଞ୍ଜ୍‌ରୁ ଉଡ଼ାଣ ଆରମ୍ଭ କରିଥିଲା। ଖବର ପାଇ ଡିଆର୍‌ଡିଓ ଉଚ୍ଚ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ୍‌ ଆରମ୍ଭ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଚିତ୍ରଦୁର୍ଗ ଥାନା ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍ ଟ୍ରଫି ଖୋଖୋ ଚାମ୍ପିୟନ୍ ହେଲେ ରାଇକିଆ ଛାତ୍ରୀ, ଛୁଟିଲା ଶୁଭେଚ୍ଛା

ରାଇକିଆ,୨୧।୪(ପ୍ରଦୀପ ବେହେରା): କନ୍ଧମାଳ ଜିଲା ଏଥଲେଟିକ୍ସ ଆସୋସିଏସନ୍ ତରଫରୁ ଆୟୋଜିତ ୧୫ବର୍ଷରୁ କମ୍ “ସିଏମ୍ ଟ୍ରଫି ୨.୦” ଜିଲାସ୍ତରୀୟ ଖୋଖୋ ପ୍ରତିଯୋଗୀତାରେ ଚାମ୍ପିୟନ୍ ହୋଇଛନ୍ତି ରାଇକିଆ ସରକାରୀ…

ମୋଦିଙ୍କୁ ‘ଆତଙ୍କବାଦୀ’ କହିଲେ ଖାର୍ଗେ: ବଢିଲା ବିବାଦ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆତଙ୍କବାଦୀ ବୋଲି ଆଖ୍ୟା ଦେଇଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ଏକ…

ନିର୍ବାଚନ କମିଶନରଙ୍କ ନୂଆ ନିୟମ, ରାତିରେ ବାଇକ ଚଳାଇବା ଉପରେ ଲାଗିଲା ବ୍ୟାନ୍

କୋଲକାତା,୨୧।୪: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ଦୁଇଚକିଆ ଯାନ ଉପରେ ନିର୍ବାଚନ କମିଶନର ବ୍ୟାନ କରିଛନ୍ତି । ଏହା ସହିତ ମୁକ୍ତ ଏବଂ ଶାନ୍ତିପୂର୍ଣ୍ଣ ମତଦାନ ସୁନିଶ୍ଚିତ…

CSKକୁ ଲାଗିଲା ବଡ଼ ଝଟକା, ସିଜନରୁ ବାଦ ପଡିଲେ ସର୍ବାଧିକ ସ୍କୋର୍ କରିଥିବା ଖେଳାଳୀ

ନୂଆଦିଲ୍ଲୀ,୨୧।୪: ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ୨୦୨୬ ଆଇପିଏଲ ସିଜିନ୍ ଭଲ ନଥିଲା। ଚଳିତ ସିଜିନ୍ ମଧ୍ୟଭାଗରେ, ଚେନ୍ନାଇ ଦଳ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି…

୩୩ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ: ଯୌତୁକ ପ୍ରଥା ବିରୋଧରେ ବଡ଼ ସାମାଜିକ ବାର୍ତ୍ତା

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ):ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମଙ୍ଗଳବାର ବରଗଡ଼ ଜିଲା ମୁଖ୍ୟାଳୟସ୍ଥିତ ବେହେରା ବଜାର ପ୍ରାଙ୍ଗଣରେ ଜିଲାସ୍ତରୀୟ ସମୂହ ବିବାହ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଛି। କାର୍ଯ୍ୟକ୍ରମରେ ବରଗଡ଼…

‘ଯୁଦ୍ଧବିରତି ଉଲ୍ଲଂଘନ କଲେ ଉପଯୁକ୍ତ ଜବାବ ଦେବୁ..’, ଆମେରିକାକୁ ଇରାନର ଚେତାବନୀ

ତେହରାନ,୨୧।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଇରାନ ଏବଂ ଆମେରିକା ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପୁଣିଥରେ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ଉଭୟ ପକ୍ଷ ଦ୍ୱାରା ଗ୍ରହଣ…

ଟିମ କୁକ୍‌ଙ୍କ ବାର୍ଷିକ ଆୟ ୫୨୫ କୋଟି, ଏବେ ତାଙ୍କର କେତେ ସମ୍ପତ୍ତି? ଶୁଣିଲେ ଆଶ୍ଚର୍ଯ୍ୟ ହେବେ

ଓ୍ବାଶିଂଟନ,୨୧।୪: ବିଶ୍ୱର ସବୁଠାରୁ ମୂଲ୍ୟବାନ କମ୍ପାନୀ ମଧ୍ୟରୁ ଗୋଟିଏ ଆପଲରୁ ଏକ ବଡ଼ ଖବର ଆସିଛି। ଆପଲର ଏକ ଯୁଗ ଶେଷ ହେବାକୁ ଯାଉଛି। ଆପଲର ସିଇଓ…

ବ୍ରିଚ କାଣ୍ଡି ହସ୍ପିଟାଲରେ ଭର୍ତ୍ତି ହେଲେ NCP ଅଧ୍ୟକ୍ଷ

ମୁମ୍ବାଇ,୨୧।୪: ନ୍ୟାସନାଲିଷ୍ଟ କଂଗ୍ରେସ ପାର୍ଟି (NCP)ର ଅଧ୍ୟକ୍ଷ ଏବଂ ରାଜ୍ୟ ସଭା ଏମପି ଶରଦ ପାୱାରଙ୍କୁ ନିୟମିତ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri