ପର୍ଯ୍ୟଟକଙ୍କ ପାଇଁ ୧୫ରୁ ଖୋଲିବ ଦେବ୍ରିଗଡ଼

ସମ୍ବଲପୁର,୨୮ା୯(ବ୍ୟୁରୋ): ସମ୍ବଲପୁର ଜିଲା ଦେବ୍ରିଗଡ଼ ଅଭୟାରଣ୍ୟ ଅକ୍ଟୋବର ୧୫ରୁ ଖୋଲିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ଷା ଦିନ ପାଇଁ ଏହା ୪ ମାସ ହେବ ବନ୍ଦ ରହିଥିଲା। ଦିନ ସମୟରେ ଆସୁଥିବା ପର୍ଯ୍ୟଟକମାନେ ଏଣିକି ମୁଖ୍ୟ ଗେଟ୍‌ ନିକଟରେ ଟିକେଟ ସୁବିଧା ପାଇପାରିବେ। ଅନ୍‌ଲାଇନ ମାଧ୍ୟମରେ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକମାନେ ରାତ୍ରିଯାପନ କରିପାରିବେ ବୋଲି ହୀରାକୁଦ ବନ୍ୟପ୍ରାଣୀ ଡିଏଫ୍‌ଓ ଟି. ସନତ କୁମାର ସୂଚନା ଦେଇଛନ୍ତି । ଅଭୟାରଣ୍ୟରେ ଚଳିତବର୍ଷଠାରୁ ନୂତନ ନିୟମ ଲାଗୁ ହେବ। ବ୍ୟକ୍ତିଗତ ଗାଡ଼ିଗୁଡିକ ଭିତରକୁ ଯିବା ନେଇ ବାରଣ କରାଯାଇଛି। ପର୍ଯ୍ୟଟକ ବୁଲିବା ପାଇଁ ୨ଟି ସଫାରି ଗାଡି ରହିଛି । ଆବଶ୍ୟକ ପଡିଲେ ଆଉ ଦୁଇଟି ଭଡ଼ାରେ ଅଣାଯିବ ବୋଲି ବିଭାଗ ସୂଚନା ଦେଇଛି। ବର୍ତ୍ତମାନ ଅଭୟାରଣ୍ୟରେ ଚିତାବାଘ, କୋକିଶିଆଳି, ବଣ୍ୟ କୁକୁର, ଭାଲୁ, ବାଇସନ, ଇଣ୍ଡିଆନ୍‌ ସିଭେଟ, ପାଳମ ସିଭେଟ, ଝିଙ୍କ, ହନୁମାଙ୍କଡ, ଅଜଗର ସାପ ଭଳି ୨୩ ପ୍ରକାର ଜୀବଜନ୍ତୁ ଦେଖିବାକୁ ମିଳିବ ।


Enter your email to get our daily news in your inbox.

All Right Reserved By Dharitri.Com

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri