Posted inଫୁରସତ

ପର୍ସ ଚୋରି ରୋକିବ ୱାଲେଟ୍‌ ବଟ୍‌

ଅଧିକାଂଶ ସମୟରେ ପର୍ସ ଚୋରି ଘଟଣା ଶୁଣିବାକୁ ମିଳିଥାଏ। ଯେତେ ସତର୍କତାର ସହ ରଖିଲେ ମଧ୍ୟ ବସ୍‌ କିମ୍ବା ଟ୍ରେନ୍‌ରେ ଯାତ୍ରା କଲାବେଳେ ପକେଟ୍‌ମାର୍‌ ହୋଇଯାଏ। ଏଭଳି ସ୍ଥିତିରେ ମୁଣ୍ଡ ଆଉଁଶି ଘରକୁ ଫେରିବା ବ୍ୟତୀତ ଅନ୍ୟ କିଛି ଉପାୟ ନଥାଏ। କିନ୍ତୁ ଏଣିକି ଆଉ ଏଭଳି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ ନାହଁି। କାରଣ ବଜାରକୁ ଏକ ପର୍ସ ଆସୁଛି, ଯାହା ହଜିବା ମାତ୍ରକେ ଆପଣଙ୍କ ଫୋନ୍‌କୁ ନୋଟିଫିକେସନ୍‌ ପଠାଇଦେବ, ତା’ସହ ଆଲାର୍ମ ମଧ୍ୟ ବାଜିଉଠିବ। ୱିକନ୍‌ ଟେକ୍ନୋଲଜି ମାଧ୍ୟମରେ ପ୍ରସ୍ତୁତ ଏହି ପର୍ସର ନାମ ରହିଛି ‘ୱାଲେଟ୍‌ ବଟ୍‌’। ଏହି ପର୍ସ କୌଣସି କାରଣରୁ ବ୍ୟକ୍ତି ପାଖରୁ ଚୋରି ହେଲେ ମୋବାଇଲ୍‌କୁ ନୋଟିଫିକେସନ୍‌ ପଠାଇଦିଏ। ଯଦି ମୋବାଇଲ୍‌ ସାଥୀରେ ଆଣିବାକୁ ଭୁଲିଯାଉଥାନ୍ତି, ତେବେ ପର୍ସ ଭିତରେ ଥିବା ଆଲାର୍ମ ଆପଣଙ୍କୁ ସତର୍କ କରାଇଦେବ। ଏହି ପର୍ସ ଆଣ୍ଟି ଥେପ୍ଟ, ଆଣ୍ଟିି ଲଷ୍ଟ୍‌, ବ୍ଲୁଟୁଥ୍‌, ଟ୍ରାକିଂ ସିଷ୍ଟମ୍‌ ଏବଂ ପାୱାର୍‌ ବ୍ୟାଙ୍କ୍‌ ସହ ସଂଯୁକ୍ତ। ଏଥିରେ ୩୦୦୦ ଏମ୍‌ଏଏଚ୍‌ କ୍ଷମତାର ପାୱାର୍‌ ରହିଛି। ଏଥିରେ ପ୍ରଦତ୍ତ ବଟନ୍‌ ଦ୍ୱାରା ମୋବାଇଲ୍‌କୁ ସେଲ୍‌ଫି ମଧ୍ୟ ପଠାଇପାରିବେ। ପର୍ସର କଭର୍‌ ଚମଡ଼ାର ଥିବା ବେଳେ ଏଥିରେ ଫାଷ୍ଟ୍‌ ଚାର୍ଜିଂର ସପୋର୍ଟ ଦିଆଯାଇଛି। ଏହି ଖାସ୍‌ ପର୍ସକୁ ଏରିଷ୍ଟା ଭଲ୍ଟ ନାମକ କମ୍ପାନୀ ତିଆରି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଣ୍ଡେଲରେ ବାହୁଡା ଯାତ୍ରା, ଦ୍ୱିତୀୟ ଦିନରେ ରଥ ଟାଣିଲେ ଶ୍ରଦ୍ଧାଳୁ

କେସିଙ୍ଗା,୨୫ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମ ଆୟୁର୍ବେଦିକ ସେବା ସଦନ ନିକଟରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିରରେ ଶନିବାର ବାହୁଡା ଯାତ୍ରାର ଦ୍ୱିତୀୟ…

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ସୁନାବେଶରେ ଝଲସିଲେ ମହାପ୍ରଭୁ, ଭାବବିହ୍ବଳ ହେଲେ ଭକ୍ତ

ଛତ୍ରପୁର, ୨୫ା୭ (ଦିଲ୍ଲୀପ ସାମଲ): ପବିତ୍ର ସୁନାବେଶର ଦିବ୍ୟ ରୂପରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଝଲସିଛନ୍ତି। ଛତ୍ରପୁର ତାଡେପଲ୍ଲୀ ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ରଥ ଉପରେ…

ସୁନା ବେଶ ଦର୍ଶନ ପାଇଁ ପ୍ରବଳ ଭିଡ଼, ଭୁବନେଶ୍ୱର-ପୁରୀ ରାସ୍ତା ଜାମ୍‌

ଭୁବନେଶ୍ୱର,୨୫।୭: ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥି। ତିନିରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହ ମହଣ ମହଣ ସୁନାରେ ସଜେଇ ହୋଇ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ସୁନାବେଶ ଦର୍ଶନ…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

କିଏ ହେବେ ଦେଶର ନୂଆ ଶିକ୍ଷାମନ୍ତ୍ରୀ? ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ମୋଦୀ କ୍ୟାବିନେରେ ହଲଚଲ, ସାମ୍ନାକୁ ଆସିଲା ବଡ଼ ନାଁ!

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ଏବେ ଚର୍ଚ୍ଚା ହେଉଛି ଯେ ଦେଶର ପରବର୍ତ୍ତୀ ଶିକ୍ଷାମନ୍ତ୍ରୀ କିଏ ହେବେ। ମୋଦୀ କ୍ୟାବିନେଟ୍‌ରେ କେତେକ ନାମକୁ ନେଇ ବିଚାର-ବିମର୍ଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri