ପଲାସାରୁ ଚାଲି ଚାଲି ଫେରୁଥିଲେ: ଅନୁଗୋଳ, ବୌଦ୍ଧର ୧୬ ଶ୍ରମିକଙ୍କୁ ଘରକୁ ପଠାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୩।୫(ଡି.ଏନ୍‌.ଏ.)- ଆନ୍ଧ୍ରପ୍ରଦେଶର ପଲାସାଠାରୁ ୧୬ ଜଣ ଶ୍ରମିକ ନିଜ ନିଜ ଘର ଅନୁଗୋଳ ଓ ବୌଦ୍ଧ ଜିଲାକୁ ଚାଲି ଚାଲି ଯିବାବେଳେ ଗଞ୍ଜାମ ପୋଲିସ ଜ଼ିଲାର ଗାଙ୍ଗପୁର ଥାନା ପୋଲିସ ସେମାନଙ୍କୁ ଠାବ କରିଥିଲେ। ପରେ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟଙ୍କ ନିର୍ଦ୍ଦେଶକ୍ରମେ ସେମାନଙ୍କୁ ଖାଦ୍ୟ ପ୍ରଦାନ କରାଯାଇଥିଲା। ପରେ ଜିଲା ପ୍ରଶାସନର ସହାୟତାରେ ୨ଟି ଗାଡି ଯୋଗେ ଉକ୍ତ ଶ୍ରମିକ ମାନଙ୍କୁ ସେମାନଙ୍କ ଘରକୁ ପଠାଯାଇଥିଲା ଲକ୍‌ଡାଉନ୍‌ ଯୋଗୁ ଏମାନେ ଆନ୍ଧ୍ରପ୍ରଦେଶର ପଲାସାଠାରେ ଫସି ରହିଥିଲେ। ଶେଷରେ କୌଣସି ଉପାୟ ନ ପାଇ ଏମାନେ ଚାଲି ଚାଲି ଘରକୁ ଫେରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ଘର ଦୋହଲିଲା, ଟିଭି ଭାଙ୍ଗିଲା! ଗାଁଲୋକଙ୍କ ଅଭିଯୋଗ ପରେ ବେଆଇନ ପଥର ଖାଦାନ ଉପରେ ଚଢ଼ାଉ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଅନ୍ତର୍ଗତ ଆଙ୍କୋରଡ଼ା ମୌଜା ବଡ଼ଢ଼ିମିରା ପାହାଡ଼ରେ ବେଆଇନ ପଥର ଖନନ ଓ ବ୍ଲାଷ୍ଟିଂ ଅଭିଯୋଗ ହୋଇଛି। ଏପରି…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

ଗାଧୋଇବାକୁ ଯାଇଥିଲେ, ଆଉ ଫେରିଲେନି: ପୋଖରୀରେ ବୁଡ଼ି ୨ ନାବାଳିକା…

କଲ୍ୟାଣସିଂହପୁର, ୭/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପୂଜାରୀଗୁଡ଼ା ପଞ୍ଚାୟତର ବଡ଼ନାୟକଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଶାନ୍ତିନଗର ପୋଖରୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?