ପଲିଥିନ୍‌ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ

ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍‌ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ କରିଥିଲେ। ଖଣ୍ଡପଡା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଇତିଶ୍ରୀ ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏନଏସି କର୍ମଚାରୀଙ୍କ ସମେତ ଜିଲା ସାନିଟାରୀ ସୁପରଭାଇଜର ବିବେକାନନ୍ଦ ପରିଡା, କେ.ସି. ପରିଡା ପ୍ରମୁଖ ତେଜରାତି ଦୋକାନ, ଜଳଖିଆ ଦୋକାନରେ ଚଢାଉ କରି ୧୦ କେ.ଜି.ରୁ ଊର୍ଦ୍ଧ୍ୱ ପଲିଥିନ୍‌ ଜବତ କରିବା ସହ ଜରିମାନା ବାବଦରେ ୪ହଜାର ୯ଶହ ଟଙ୍କା ଆଦାୟ କରିଛନ୍ତି। ଚଢାଉ ଖବର ପାଇ ଅନେକ ଦୋକାନୀ ରଖିଥିବା ପଲିଥିନ୍‌ ଜରିଗୁଡିକୁ ଅନ୍ୟତ୍ର ଲୁଚାଇ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ ଫୁଟ୍‌ବଲ ସିଧା ପ୍ରସାରଣକୁ ନେଇ ଆସିଲା ବଡ଼ ଅପଡେଟ୍‌, ଭାରତୀୟ ପ୍ରଶଂସକ ଦେଖିବେ ଏହି ଚେନାଲରେ ଜାଣନ୍ତୁ…

ନୂଆଦିଲ୍ଲୀ,୧ା୬: ଜୀ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ୍‌ ଲିମିଟେଡ (ଜୀଲ୍‌) ବିଶ୍ୱ ଫୁଟ୍‌ବଲ ପରିଚାଳନା ସଂସ୍ଥା ଫିଫା ସହ ଏକ ୮ବର୍ଷୀୟା ପାର୍ଟନରଶିପ୍‌ ଚୁକ୍ତି କରଥିବା ସୋମବାର ପ୍ରକାଶ କରିଛି।…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତଙ୍କ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ବଡ଼ ହଲଚଲ! ବୈଠକ ପରେ ଭାଜପାକୁ ବଡ଼ ଧମକ ଦେଲେ ମମତା, ‘ମୋ ସହ ଖେଳିଛନ୍ତି, ସମୟ ଆସିଲେ ମୁଁ….’

କୋଲକାତା,୧।୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଜପା ଉପରେ ବଡ଼ ଅଭିଯୋଗ କରିଛନ୍ତି । ତାଙ୍କ ଦଳକୁ ବିଭାଜିତ କରିବାକୁ ଚେଷ୍ଟା କରୁଥିବା ନେଇ ଆରୋପ…

ଟ୍ରାକ୍ଟର ଉପରେ ଚଢି ଖେଳୁଥିଲେ ମନୁ: ହଠାତ୍‌ ଖସିଗଲା ଗୋଡ଼, ଆଉ ତା’ପରେ…

ଦାରିଙ୍ଗବାଡି, ୧।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଭ୍ରମରବାଡ଼ି ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଟ୍ରାକ୍ଟରରୁ ଖସି ଜଣେ ୪ ବର୍ଷ ଶିଶୁର…

୨୯ ଦିନରେ ପହଞ୍ଚିଲା ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ପଟୁଆରରେ ସହର ପରିକ୍ରମା କଲେ ମା‘

ଛତ୍ରପୁର, ୧।୬ (ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟା ଦେବୀ ମା ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରାକୁ ନେଇ ସାରା ସହର ଉତ୍ସବମୁଖର ହୋଇଉଠିଛି। ସୋମବାର ଯାତ୍ରାର…

ବଡ଼ ଆକ୍ସନ ନେଲେ ମମତା ବାନାର୍ଜୀ: ନିର୍ବାଚନ ହାରିବା ପରେ…

କୋଲକାତା,୧।୬: ନିର୍ବାଚନ ହାରିବା ପରେ ବଡ଼ ଆକ୍ସନ ନେଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ବିଧାୟକ ରୀତାବ୍ରତ ବାନାର୍ଜୀ ଏବଂ ସନ୍ଦିପନ ସାହାଙ୍କୁ ତୃଣମୂଳ କଂଗ୍ରେସରୁ ବହିଷ୍କାର…

ଦୋକାନ ତାଲା ଭାଙ୍ଗି ଟଙ୍କା-ସାମଗ୍ରୀ ଲୁଟିନେଲେ ଦୁର୍ବୃତ୍ତ: ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ୍‌

ଛତ୍ରପୁର,୧।୬(ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ଲୋୟର ବସ ଷ୍ଟାଣ୍ଡଠାରେ ସୋମବାର ଭୋରରୁ ଏକ ଦୋକାନରୁ କିଛି ଦୁର୍ବୃତ୍ତ ଚୋରି କରିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri