ପଲ୍ଲିଶ୍ରୀ ମେଳା ଉଦ୍‌ଘାଟିତ, ୨୪୦ ଷ୍ଟଲ

ବଅଁରପାଳ,୧୮।୯(ଡି.ଏନ.ଏ.)-ବିଶ୍ୱକର୍ମା ପୂଜା ଅବସରରେ ନାଲ୍‌କୋଠାରେ ଆୟୋଜିତ ଜାତୀୟ ପଲିଶ୍ରୀ ମେଳା ଉଦ୍‌ଘାଟିତ ହୋଇଛି। ଜିଲାପାଳ ମନୋଜ କୁମାର ମହାନ୍ତି ଏଥିରେ ସଭାପତିତ୍ୱ କରିଥିଲେ। ମୁଖ୍ୟଅତିଥି ଭାବେ ଢେଙ୍କାନାଳ ଏମ୍‌ପି ମହେଶ ସାହୁ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଜିଲା ପରିଷଦ ସଭାପତି ବାସନ୍ତି କିଷାନ, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ନାଲକୋ ଇଡି ମନସା ପ୍ରସାଦ ମିଶ୍ର, ପ୍ରକଳ୍ପ ନିର୍ଦ୍ଦେଶକ ଅମୂଲ୍ୟ ଚମ୍ପତିରାୟ ପ୍ରମୁଖ ଯୋଗ ଦେଇଥିଲେ। ଓରମାସ ପକ୍ଷରୁ ଆୟୋଜିତ ଏହି ଜାତୀୟସ୍ତରୀୟ ମେଳାରେ ମୋଟ ୨୪୦ ଟି ଷ୍ଟଲ ପଡିଥିବା ବେଳେ ରାଜ୍ୟ ଓ ରାଜ୍ୟ ବାହାରର ସ୍ବୟଂ ସହାୟକ ଗୋଷ୍ଠୀମାନେ ଭାଗ ନେଇଛନ୍ତି। ଜିଲା ସଂସ୍କୃତି ଅଧିକାରୀଙ୍କ ସହଯୋଗରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଜିଲା ପ୍ରଶାସନ ଓ ନାଲକୋ ସହଯୋଗରେ ଏହି ମେଳା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ରାଜ୍ୟରେ ଭାଜପାର ବିପୁଳ ବିଜୟ: ବାଣ ଫୁଟାଇ, ମିଠା ବାଣ୍ଟି ପରସ୍ପରକୁ ଶୁଭେଚ୍ଛା ଜଣାଇଲେ ଭାଜପାକର୍ମୀ

ଗଞ୍ଜାମ,୪।୫(ଅନାଥ ତରାଇ): ଦେଶର ବିଭିନ୍ନ ରାଜ୍ୟରେ ଅନୁଷ୍ଠିତ ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ଏକତରଫା ଓ ଚିତ୍ତାକର୍ଷକ ବିଜୟକୁ ନେଇ ଆଜି ଗଞ୍ଜାମ ମଣ୍ଡଳ ପକ୍ଷରୁ ଏକ…

ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି: ଏହି ସବୁ ସମସ୍ୟାର ସମାଧାନ ପାଇଁ ଗୁହାରି କଲେ ଲୋକେ

ଦିଗପହଣ୍ଡି,୪।୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ଖମାରିଗାଁ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା ।…

ଖୁସିରେ କହୁ କହୁ ଏମିତି କହିଦେଲେ ପ୍ରଧାନମନ୍ତ୍ରୀ ମୋଦି: ଚାହିଁ ରହିଗଲେ ଶାହା-ନୀତିନ ନବୀନ

ନୂଆଦିଲ୍ଲୀ,୪।୫:ପଶ୍ଚିମବଙ୍ଗ ଏବଂ ଆସାମ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର ବିସ୍ମୟକର ବିଜୟ ପରେ ଦିଲ୍ଲୀର ଦଳୀୟ ମୁଖ୍ୟାଳୟରେ ଉତ୍ସବର ପରିବେଶ ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଆଜି ମୋ ଝିଅକୁ ନ୍ୟାୟ ମିଳିଛି… ଆରଜି କର ପୀଡ଼ିତାଙ୍କ ମା’ଙ୍କ ବଡ଼ ମନ୍ତବ୍ୟ: ଆଗକୁ…

କୋଲକାତା,୪।୫: ଉତ୍ତର ୨୪ ପରଗଣାର ପାଣିହାଟି ବିଧାନସଭା ଆସନ ପଶ୍ଚିମବଙ୍ଗ ନିର୍ବାଚନ ୨୦୨୬ରେ ସବୁଠାରୁ ଅଧିକ ନଜର ରଖାଯାଇଥିବା ଆସନ ମଧ୍ୟରୁ ଗୋଟିଏ ଭାବରେ ଉଭା ହୋଇଛି।…

ଯୌତୁକ ନିର୍ଯାତନା: ସାବିତ୍ରୀ ଅମାବାସ୍ୟା ଦିନ ସ୍ତ୍ରୀଙ୍କୁ ପିଟିଥିଲେ ହାତୁଡିରେ, ଏବେ ଆସିଲା ରାୟ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଆସିଷ୍ଟାଣ୍ଟ ସେସନ ଜଜ୍‌ (ସ୍ବତନ୍ତ୍ର ଟ୍ରାକ କୋର୍ଟ) ସୌଦାମିନୀ ସିଂ ଏକ ଯୌତୁକ ନିର୍ଯାତନା ମାମଲାରେ ଅଭିଯୁକ୍ତ ସ୍ବାମୀଙ୍କୁ ଦୋଷୀ ସାବ୍ୟସ୍ତ…

ଭାଜପାର ପ୍ରଚଣ୍ଡ ବିଜୟକୁ ନେଇ ବଡ଼ କଥା କହିଦେଲେ ରାଘବ ଚଢା: ଏହି ୩ ଜଣଙ୍କ ନାଁ ନେଇ କହିଲେ…

ନୂଆଦିଲ୍ଲୀ,୪।୫: ନିକଟରେ AAP ଛାଡି ଭାଜପାରେ ଯୋଗ ଦେଇଥିବା ରାଜ୍ୟ ସଭା ଏମ୍‌ପି ରାଘବ ଚଢା ବିଧାନସଭା ନିର୍ବାଚନରେ ଭାଜପାକୁ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ…

ରାହୁଲ ଗାନ୍ଧୀଙ୍କ ସହ ବିବାହ ଚର୍ଚ୍ଚାକୁ ନେଇ ମୁହଁ ଖୋଲିଲେ କଙ୍ଗନା: କହୁ କହୁ କହିଦେଲେ…

ଅଭିନେତ୍ରୀ କଙ୍ଗନା ରାଣାୱତ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ନିକଟରେ କଙ୍ଗନା ଏବଂ ରାହୁଲ ଗାନ୍ଧୀଙ୍କ ସମ୍ପର୍କରେ ଏକ ରିପୋର୍ଟ ଭାଇରାଲ ହୋଇଛି। ଏହି ରିପୋର୍ଟ ପଢିବା ପରେ…

ବାହାଘର ଭୋଜି ଖାଇ ଫେରୁଥିଲେ:  ରାସ୍ତାରେ ହେଲା ଭୟଙ୍କର ଦୁର୍ଘଟଣା

ମୋହନା,୪।୫(ମନ୍ମଥ ମିଶ୍ର): ଗଜପତି ଜିଲା ଆର.ଉଦୟଗିରି ବ୍ଲକ ରାମଗିରିସ୍ଥିତ କୃଷି ଉଦ୍ୟାନ କାର୍ଯ୍ୟାଳୟ ସମ୍ମୁଖରେ ଦୁଇ ବାଇକ ମୁହାମୁହିଁ ଧକ୍କାହୋଇ  ଘଟଣାସ୍ଥଳରେ ଜଣେ ମୃତ, ଛଅ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri