ପଲ୍ଲୀସଭା ବେଳେ ହାତାହାତି

ଭଦ୍ରକ ଅଫିସ,୪।୬: ଭଦ୍ରକ ବ୍ଲକ ଅନ୍ତର୍ଗତ କୋଡ଼ବରୁଆଁ ପଞ୍ଚାୟତର କୋଡ଼ଗମ୍ଭିର ଗ୍ରାମରେ ଗୁରୁବାର ପଲ୍ଲୀସଭା ଆୟୋଜିତ ହୋଇଥିଲା। ସଭା ଚାଲିଥିବା ବେଳେ ତୁମୁଳ କାଣ୍ଡ ଘଟିଥିବା ଦେଖିବାକୁ ମିଳିଛି। ଲକ୍‌ ଡାଉନ୍‌ ସମୟରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ନିୟମିତ ପଲ୍ଲୀସଭା କିପରି କରୁଛନ୍ତି ତାହାକୁ ସରପଞ୍ଚ ଓ ତାଙ୍କ ସମର୍ଥକ ଦୃଢ଼ ବିରୋଧ କରିଥିଲେ। ସରକାରୀ ଗାଇଡଲାଇନ୍‌ ଅନୁଯାୟୀ ଲକ୍‌ଡାଉନ୍‌ ସମୟରେ ଗ୍ରାମବାସୀ କୌଣସି ସଭା ସମିତି କିମ୍ବା ଧାର୍ମିକସ୍ଥଳରେ ଏକତ୍ରିତ ହୋଇପାରିବେ ନାହିଁ ବୋଲି କୁହାଯାଇଥିଲା। ଏହାକୁ ନେଇ ଉଭୟ ପକ୍ଷ ଲୋକେ ହାତାହାତି ହୋଇଛନ୍ତି। ତେବେ ଏହି ଘଟଣାରେ କେତେଜଣ ଆହତ ହୋଇଥିବା ମଧ୍ୟ ଜଣାପଡ଼ିଛି। ଘଟଣାସ୍ଥଳରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri