ପଲ୍ୟୁସନ ଚେକିଂ କୋହଳ ନିଷ୍ପତ୍ତି: ମାସେ ଯାଏ ହେବନି ଯାଞ୍ଚ, ଲୋକଙ୍କୁ ଅଯଥାରେ ହଇରାଣ ନ କରିବାକୁ ପରାମର୍ଶ

ଭୁବନେଶ୍ୱର,୬।୯(ବ୍ୟୁରୋ): ନୂଆ ମୋଟର ଯାନ ଆଇନ ଲାଗୁ ହେବା ପରେ ସେପ୍ଟେମ୍ବର ୧ରୁ ସାରା ଦେଶରେ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କଠାରୁ ବହୁଗୁଣା ଜରିମାନା ଆଦାୟ କରାଯାଉଛି। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ, ଇନ୍‌ସୁରାନ୍ସ ଏବଂ ପଲ୍ୟୁସନ୍‌ ପ୍ରମାଣପତ୍ର ଆଦିକୁ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଛି। ଏହା ନ ଥିଲେ ଲୋକେ ଜରିମାନା ଦେଉଛନ୍ତି। ତେବେ ଯେଉଁମାନଙ୍କ ପାଖରେ ପଲ୍ୟୁସନ ପ୍ରମାଣପତ୍ର ନାହିଁ ସେମାନଙ୍କ ଲାଗି ଭଲ ଖବର। କାରଣ ଏକ ମାସ ପର୍ଯ୍ୟନ୍ତ ପଲ୍ୟୁସନ ଯାଞ୍ଚ କରାଯିବ ନାହିଁ। ଏହାକୁ କୋହଳ କରାଯାଇଥିବା ନେଇ ଶୁକ୍ରବାର ପରିବହନ ସଚିବ ଜି.ଶ୍ରୀନିବାସ ସୂଚନା ଦେଇଛନ୍ତି। ଏପରିକି ଜନସାଧାରଣଙ୍କୁ ଅଯଥାରେ ହଇରାଣ ନ କରିବାକୁ ସେ ବିଭାଗୀୟ କର୍ମଚାରୀଙ୍କୁ ପରାମର୍ଶ ଦେଇଛନ୍ତି। ନଚେତ ଭୁଲରେ ଜରିମାନା ଆଦାୟ କରୁଥିବା କର୍ମଚାରୀ ଏପରିକି ସେ ଦୁଇଗୁଣା ଜରିମାନା ଦେବେ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ଆଇନ ଲାଗୁ ହେବା ପରେ ଜରିମାନା ଆଦାୟରେ ଓଡ଼ିଶା ଦେଶରେ ସବୁଠାରୁ ଆଗରେ ରହିଛି। ଗତ ୪ ଦିନ ମଧ୍ୟରେ ୪୦୮ଜଣ ଗାଡ଼ି ଚାଳକଙ୍କଠାରୁ ଜରିମାନା ବାବଦରେ ମୋଟ ୮୮ଲକ୍ଷ ୯୦ ହଜାର ୧୦୭ଟଙ୍କା ଆଦାୟ ହୋଇଛି। ଏଥିସହ ୪୬ ଗାଡ଼ିକୁ ସିଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ODI ସିରିଜ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର: ବାଦ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୦।୬: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜ ଜୁନ ୧୩ରୁ ଆରମ୍ଭ ହେବାକୁ ଯାଉଛି। ତଥାପି, ସିରିଜ ପୂର୍ବରୁ ଟିମ ଇଣ୍ଡିଆକୁ…

ଅଧିନାୟକ ପଦ ଛାଡି କ୍ରିକେଟରୁ ବିଦାୟ ଦେବେ ବେନ ଷ୍ଟୋକ୍ସ! ନାଇଟ କ୍ଲବ ଘଟଣା ପରେ କ୍ରିକେଟଙ୍କ ନିଷ୍ପତ୍ତି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି

ନୂଆଦିଲ୍ଲୀ,୧୦।୬: କ୍ରିକେଟ ଇତିହାସର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ ବେନ ଷ୍ଟୋକ୍ସ ଖୁବ ଶୀଘ୍ର ତାଙ୍କର ଅବସର ଘୋଷଣା କରିପାରନ୍ତି। ରିପୋର୍ଟ ଅନୁସାରେ ଷ୍ଟୋକ୍ସ ଟେଷ୍ଟ ଅଧିନାୟକ…

ପ୍ରତିବର୍ଷ ଜଣ୍ଡିସ ବ୍ୟାପୁଛି: ନିୟମିତ ଯାଞ୍ଚ ହେଉନାହିଁ ପାଣି ପାଇପ ଲାଇନ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ରାଜ୍ୟର ସମସ୍ତ ଘରକୁ ସରକାର ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇଦେବା ଲକ୍ଷ୍ୟ ରଖିଛନ୍ତି। ଉକ୍ତ ଲକ୍ଷ୍ୟକୁ ରଖି ରାଜ୍ୟରେ ଅନେକ ବଡ ବଡ…

ନିଶାସେବନରେ ଝଡି ଯାଉଛି ଅମୂଲ୍ୟ ଜୀବନ, ମୁକ୍ତି ପାଇଁ ପଞ୍ଚାୟତ ପକ୍ଷରୁ…

ମହାକାଳପଡ଼ା,୧୦ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ନିଶାପାନ କରି ଯୁବ ସମାଜ ପଥଭ୍ରଷ୍ଟ। ଏହାକୁ ଦୃଢ଼ ଭାବେ ବିରୋଧ ସହ ସମାଜ ପାଇଁ ସଚେତନତା ବାର୍ତ୍ତା ପ୍ରଦାନ ପାଇଁ ମଙ୍ଗଳବାର…

୩୫ ଚୌକା, ୯ ଛକା ସହ ୨୧୦ ରନର ଏକ ଇନିଂସ… ବୈଭବ ସୂର୍ଯ୍ୟବଂଶୀ ନୁହେଁ ଗର୍ଜିଲା ତାଙ୍କ ବନ୍ଧୁଙ୍କ ବ୍ୟାଟ

ନୂଆଦିଲ୍ଲୀ,୧୦।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଆଇପିଏଲ ୨୦୨୬ରେ ତାଙ୍କର ଚମତ୍କାର ବ୍ୟାଟିଂ ପ୍ରଦର୍ଶନ ଦ୍ୱାରା କେବଳ ଲୋକଲୋଚନକୁ ଆସି ନଥିଲେ ବରଂ ଭାରତୀୟ ଜାତୀୟ ଦଳରେ…

୭୫୫ଟି ନୂଆ ପଦବୀ ମଞ୍ଜୁର କଲେ ରାଜ୍ୟ ସରକାର, ଜାଣନ୍ତୁ କେଉଁ ପଦବୀ ପାଇଁ କେତେ…

ଭୁବନେଶ୍ୱର, ୧୦।୬: ରାଜ୍ୟର ସ୍ବାସ୍ଥ୍ୟ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ଜନସାଧାରଣଙ୍କୁ ଉନ୍ନତମାନର ଚିକିତ୍ସା ସେବା ଯୋଗାଇଦେବା ଦିଗରେ ଓଡ଼ିଶା ସରକାର ଆଉ ଏକ ଗୁରୁତ୍ୱପୂର୍ଣ୍ଣ…

‘ସାର୍ବଜନୀନ ସେବା ହେଉଛି ସୁଶାସନର ମାପକାଠି’- ଦୀର୍ଘତମ କାର୍ଯ୍ୟକାଳ ପାଇଁ ରେକର୍ଡ ସ୍ଥାପନ କରିବା ପରେ ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୧୦।୬: ବୁଧବାର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହୋଇଥିଲେ। ସେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ରେକର୍ଡକୁ…

ସୁଧୁରୁନି ପାକିସ୍ତାନ: ଆଫଗାନିସ୍ତାନ ଉପରେ କଲା ବଡ଼ ଆକ୍ରମଣ

ଇସଲାମାବାଦ୍‌,୧୦।୬: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନରେ ବିମାନ ଆକ୍ରମଣ କରିଛି। ଫଳରେ ୧୩ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ୧୪ ଜଣ ଆହତ ହୋଇଛନ୍ତି। ତାଲିବାନର ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri