ପଳାତକ ଘୋଷିତ ନୀରବ ମୋଦିଙ୍କ ଇମୋସନାଲ୍‌ ଡ୍ରାମା: ଭାରତକୁ ପ୍ରତ୍ୟର୍ପଣ କଲେ କରିବି ଆତ୍ମହତ୍ୟା

ଲଣ୍ଡନ,୭।୧୧: ପଳାତକ ଘୋଷିତ ନୀରବ ମୋଦି ଲଣ୍ଡନରେ କୋର୍ଟରେ ଇମୋସନାଲ୍‌ ଡ୍ରାମା କରିଛନ୍ତି। କୋର୍ଟରେ ତାଙ୍କର ଜାମିନ ଆବେଦନ ଖାରଜ ହେବାପରେ ସେ କହିଛନ୍ତି ଯେ, ଯଦି ମୋତେ ଭାରତକୁ ପ୍ରତ୍ୟର୍ପଣ କରାଯାଏ ତେବେ ମୁଁ ଆତ୍ମହତ୍ୟା କରିବି। ଓ୍ବେଷ୍ଟ ମିନଷ୍ଟର କୋର୍ଟରେ ଜାମିନର ଶୁଣାଣି ସମୟରେ ତାଙ୍କୁ ଜେଲ୍‌ରେ ୩ ଥର ମାଡ଼ ହୋଇଥିବା ସେ ଅଭିଯୋଗ କରିଥିଲେ। ଭାରତରେ ତାଙ୍କ ପ୍ରତି ନିରପେକ୍ଷ ବିଚାର କରାଯିବାର ଆଶା ନ ଥିବା ନୀରବ କହିଛନ୍ତି। ସୂଚନାଯୋଗ୍ୟ, ନୀରବଙ୍କୁ ପିଏନ୍‌ବି ଠକେଇ ମାମଲାରେ ମାର୍ଚ୍ଚ ୧୯ରେ ଗିରଫ କରାଯାଇଥିଲା। ଏବେ ସେ ଲଣ୍ଡନର ଦକ୍ଷିଣ-ପଶ୍ଚିମରେ ଥିବା ଓ୍ବେଣ୍ଡସ୍‌ଓ୍ବର୍ଥ ଜେଲ୍‌ରେ ରହିଛନ୍ତି। ଭାରତ ସରକାରଙ୍କ ଅନୁରୋଧ କ୍ରମେ ପ୍ରତ୍ୟର୍ପଣ ଓ୍ବାରେଣ୍ଟ୍‌ରେ ତାଙ୍କୁ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ଶିମିଳିପାଳରେ ମଣିଷଖିଆ ବାଘ; ଜଙ୍ଗଲକୁ ଯାଇ ଆଉ ଫେରିନଥିଲେ, ସକାଳୁ ମିଳିଲା କ୍ଷତାକ୍ତ ଦୁଇ ଗୋଡ଼ ସହ ଲୁଙ୍ଗି

କରଞ୍ଜିଆ,୧।୬(କବିତା ମହାନ୍ତ): ମଣିଷକୁ ଖାଇଗଲା ମହାବଳ ବାଘ ! କରଞ୍ଜିଆ ବନଖଣ୍ଡ ଦୁଧିଆଣୀ ରେଞ୍ଜ ଅଧୀନ କୁମୁଡାବାଡ଼ି ଗାଁ ରାଜାମ୍ ସାହି ନିକଟ ଜଙ୍ଗଲରୁ ଛାତିଥରା ଘଟଣା…

ଟ୍ରଫିରେ ଏମିତି କ’ଣ ଲେଖାଥିଲା ଯାହାକୁ ଦେଖି ହସି ପକାଇଲେ ବିରୁଷ୍କା? ଜାଣନ୍ତୁ…

ନୂଆଦିଲ୍ଲୀ,୧।୬: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତି ଲଗାତାର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ ହେବାର ଗୌରବ ଅର୍ଜନ କରିଛି। ଗୁଜରାଟ ଟାଇଟନ୍ସ…

ହରିହରପୁର ଗ୍ରାମରେ ପାନୀୟ ଜଳ ସମସ୍ୟା, ରାସ୍ତା ଅବରୋଧ କଲେ ହରିହରପୁର ହରିଜନ ପଡାର ମହିଳା

ଲାଞ୍ଜିଗଡ଼,୧।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଚମ୍ପାଦେଇପୁର ପଞ୍ଚାୟତ ହରିହରପୁର ଗ୍ରାମର ହରିଜନ ପଡାରେ ଜଳସଙ୍କଟ ଦେଖାଦେଇଛି । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ୪୫ ଡିଗ୍ରୀ…

ପ୍ରହରୀ ଦେଖି ଫେରୁଥିବା ବେଳେ ଭାଲୁ ହାବୁଡରେ ପଡ଼ିଗଲେ ୨ ସାଙ୍ଗ, ତାପରେ ଯାହା ଘଟିଲା…

ପାଟଣା,୧।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡବିଟ ବଡ ନୂଆଗାଁ ହୁଡ଼ି ନିକଟରେ ଅଭାବନୀୟ ଘଟଣା ଘଟିଯାଇଛି । ସୋମବାର ସକାଳୁ ଭାଲୁ ଆକ୍ରମଣରେ…

ପାରିବାରିକ କଳହ ହେଲା କାଳ, ସ୍ତ୍ରୀଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସ୍ବାମୀ

ଢେଙ୍କାନାଳ,୧।୬(ରତନ ନାୟାର): ଢ଼େଙ୍କାନାଳ ଜିଲା ସଦରଥାନା ଝାରଗାଡ଼ିଆ ଫାଣ୍ଡି ବଳରାମପୁର ଗ୍ରାମ ଜୁଆଙ୍ଗ ସାହିରୁ ଏକ ଲୋମଟାଙ୍କୁରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି ।ସୋମବାର ଦିନ ସ୍ତ୍ରୀଙ୍କୁ ପିଟିପିଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri