Posted inଜାତୀୟ

ପଳାତକ ତାଲିକାରେ ୫୧ଜଣଙ୍କ ନାମ: ୧୭ ହଜାର କୋଟିରୁ ଅଧିକ ଟଙ୍କାର ଠକେଇ

ନୂଆଦିଲ୍ଲୀ,୪।୧୨: ଦେଶରେ କୋଟି କୋଟି ଟଙ୍କାର ଠକେଇ କରି ବିଦେଶ ପଳାଇଥିବା ପଳାତକ ତାଲିକାରେ ୫୧ ଜଣଙ୍କ ନାମ ରହିଛି। ସେମାନେ ୧୭ ହଜାର କୋଟିରୁ ଅଧିକ ଟଙ୍କାର ଠକେଇ କରିଥିବା ଅଭିଯୋଗ ହୋଇଛି। ଏନେଇ କେନ୍ଦ୍ରୀୟ ଅର୍ଥ ରାଷ୍ଟ୍ର ମନ୍ତ୍ରୀ ଅନୁରାଗ ସିଂ ଠାକୁର ସୂଚନା ଦେଇଛନ୍ତି। ପଳାତକ ତାଲିକାରେ ବିଜୟ ମାଲ୍ୟା ଏବଂ ନୀରବ ମୋଦିଙ୍କ ନାମ ରହିଥିବା ସେ କହିଛନ୍ତି। ପଳାତକଙ୍କ ନାମରେ ୬୬ଟି ଠକେଇ ମାମଲା ରହିଛି। ସେମାନେ ମୋଟ ୧୭ ହଜାର ୯ ଶହ ୪୭ ଟଙ୍କା ଠକେଇ କରିଛନ୍ତି। ଏନେଇ ଇଡ଼ି ଏବଂ ସିବିଆଇ ପକ୍ଷରୁ ମାମଲା ଦାଏର କରାଯାଇଛି। ସରକାରଙ୍କ ପକ୍ଷରୁ ପଳାତକଙ୍କ ପ୍ରତ୍ୟପଣ ନେଇ ଉଦ୍ୟମ ଜାରି ରହିଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ବିଶା ମାମଲାରେ ହାଇକୋର୍ଟଙ୍କ ପ୍ରମୁଖ ରାୟ: ପୁଣିଥରେ ପୋଷ୍ଟମର୍ଟମ କରିବେ AIIMS ଦିଲ୍ଲୀ ଟିମ୍‌

ଜବଲପୁର,୨୨।୫: ଭୋପାଳରେ ହୋଇଥିବା ବହୁଚର୍ଚ୍ଚିତ ଟ୍ବିଶା ମୃତ୍ୟୁ ମାମଲା ସମ୍ପର୍କରେ ହାଇକୋର୍ଟଙ୍କ ଶୁଣାଣି ସମୟରେ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଶୁଣାଣି ସମୟରେ, ସମର୍ଥ ସିଂହଙ୍କ ପ୍ରତିନିଧିତ୍ୱ କରୁଥିବା…

ଏମିତି ବି ଗାଁ ଅଛି! ସବୁ ଘରେ ଚାଲୁଛି AC-କୁଲର, କିନ୍ତୁ ବିଜୁଳି ବିଲ୍‌ ଦେବାକୁ ପଡୁନି ଗୋଟିଏ ବି ଟଙ୍କା

ଆଜି ମଧ୍ୟ, ଭାରତରେ ଏପରି ଅନେକ ଗାଁ ଅଛି ଯେଉଁଠାରେ ବିଦ୍ୟୁତ ଯୋଗାଣ ଏକ ସ୍ଥାୟୀ ସମସ୍ୟା ହୋଇ ରହିଛି। ଘଣ୍ଟା ଘଣ୍ଟା ଲୋଡ ସେଡିଂ, ଅତ୍ୟଧିକ…

ପ୍ରଧାନମନ୍ତ୍ରୀଙ୍କୁ ଝାଲମୁଢି ଖୁଆଇଥିବା ବ୍ୟକ୍ତିଙ୍କୁ ବୋମାରେ ଉଡାଇ ଦେବାକୁ ମିଳିଲା ଧମକ, ଜାଣନ୍ତୁ କିଏ ଦେଇଛନ୍ତି ଏମିତି ଧମକ

ନୂଆଦିଲ୍ଲୀ,୨୨।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ଝାରଗ୍ରାମ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଦୋକାନରେ ଝାଲମୁଢି ଖାଇବା ପାଇଁ ଅଟକିଥିଲେ, ଏକ ଭିଡିଓରେ କଏଦ…

କକ୍ରୋଚ ଜନତା ପାର୍ଟିକୁ ମିଳିବ ନିର୍ବାଚନୀ ଚିହ୍ନ? ଜାତୀୟ ରାଜନୀତି ହଲଚଲ!

ନୂଆଦିଲ୍‌ଲୀ,୨୨।୫: ଡିଜିଟାଲ ଯୁଗରେ, ସୋସିଆଲ ମିଡିଆରେ କ’ଣ ଭାଇରାଲ ହେବ କିମ୍ୱା କେବେ ହେବ ତାହା କହିହେବ ନାହିଁ। ମାତ୍ର ପାଞ୍ଚ ଦିନ ପୂର୍ୱରୁ, ଇଣ୍ଟରନେଟରେ ଆରମ୍ଭ…

OBC ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ: ଯଦି ମାତାପିତା ଆଇଏଏସ ଅଧିକାରୀ ତେବେ…

ନୂଆଦିଲ୍ଲୀ,୨୨।୫: ସୁପ୍ରିମକୋର୍ଟ ଓବିସି ସଂରକ୍ଷଣ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି କରିଛନ୍ତି। କୋର୍ଟ ଟିପ୍ପଣୀ କରିଛନ୍ତି ଯେ, ଯଦି ମାତାପିତା ଆଇଏଏସ ଅଧିକାରୀ, ତେବେ ସେମାନେ…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

ସାବଧାନ! ବଢ଼ିବାକୁ ଯାଉଛି ଆପଣଙ୍କ ମାସିକ ବଜେଟ; ବଢିଗଲା ପରିବା ଓ ଗ୍ରୋସରି ସାମଗ୍ରୀର ଦାମ!

ନୂଆଦିଲ୍ଲୀ,୨୨।୫: ନିକଟରେ ପେଟ୍ରୋଲ ଏବଂ ଡିଜେଲ ଦରରେ ହୋଇଥିବା ବୃଦ୍ଧି ଏବେ ସାଧାରଣ ଜନତାଙ୍କ ପକେଟ ଉପରେ ଭାରି ପଡ଼ିବାକୁ ଯାଉଛି। ଆପଣଙ୍କର ମାସିକ ଗ୍ରୋସରି (ଖାଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri