ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗ: ୩ ଦିନିଆ ବନ୍ଦ ପାଳନ ଆରମ୍ଭ

ସମ୍ବଲପୁର,୨୮।୧୧(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀ ବେଞ୍ଚ ଦାବି ନେଇ ଆନ୍ଦୋଳନ ଜାରି ରହିଥିବାବେଳେ ଗୁରୁବାର ଠାରୁ ୩ ଦିନିଆ ବନ୍ଦ ପାଳନ ଆରମ୍ଭ ହୋଇଛି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସମସ୍ତ ଅଫିସ ଓ କାର୍ଯ୍ୟାଳୟ, ସେହିପରି ବେସରକାରୀ ଅନୁଷ୍ଠାନ, ବ୍ୟାଙ୍କ ଆଦି ବନ୍ଦ ରହିଛି। କଚେରୀ ଛକରେ ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆନ୍ଦୋଳନ ଚାଲିଛି। କମିଟିର ସଦସ୍ୟମାନେ ବିଚାରପତିମାନଙ୍କୁ କୋର୍ଟ ପରିସରକୁ ନ ଯିବାକୁ ଅନୁରୋଧ ଫେରାଇ ଦେଇଥିଲେ। ସୁରକ୍ଷା ଦୃଷ୍ଟିରୁ ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri