ପଶ୍ଚିମ ନମସ୍କାର ଆସନ

ବ୍ୟାକ ପେନ୍‌ ସମସ୍ୟାରୁ ମୁକ୍ତି ପାଇଁ ଏକ୍ସରସାଇଜ୍‌ କରିବା ନିହାତି ଆବଶ୍ୟକ। ତେବେ ଏକ୍ସରସାଇଜ୍‌ କରିବା ପାଇଁ ଯଦି ସମୟ ନାହିଁ ତା’ହେଲେ ପଶ୍ଚିମ ନମସ୍କାର ନିଶ୍ଚିତ କରନ୍ତୁ…

ପଶ୍ଚିମ ନମସ୍କାରକୁ ଆପଣ ଛିଡ଼ାହୋଇ କିମ୍ବା ବସିକରି କରିପାରିବେ। ଏହି ଆସନରେ ଦୁଇ ହାତକୁ ପଛପଟକୁ ନେଇ ନମସ୍କାର ମୁଦ୍ରା କରିବାକୁ ପଡ଼େ। ଏଥିପାଇଁ ପ୍ରଥମେ କାନ୍ଧକୁ ଢିଲା ରଖି ହାତକୁ ଟିକେ ବୁଲାନ୍ତୁ। ଏହାପରେ ଦୁଇ ହାତକୁ ପଛପଟକୁ ନେଇଯାଆନ୍ତୁ।
ଏହାପରେ ପଛପଟରେ ହାତ ରଖି ଦୁଇ ପାପୁଲିକୁ ଏକାଠି କରି ନମସ୍କାର ମୁଦ୍ରା କରନ୍ତୁ। ଏହାପରେ ହାତକୁ ନମସ୍କାର ମୁଦ୍ରାରେ ଉପରକୁ ଉଠାନ୍ତୁ। ଏହି ଆସନ ମୁଦ୍ରାରେ ରହି କିଛି ସମୟ ନିଃଶ୍ୱାସ ନିଅନ୍ତୁ। ନିଃଶ୍ୱାସ ଛାଡ଼ିବା ଅବସ୍ଥାରେ ଧୀରେ ଧୀରେ ହାତକୁ ତଳକୁ ଆଣନ୍ତୁ। ଏହାପରେ ହାତକୁ ସାମାନ୍ୟ ଅବସ୍ଥାରେ ରଖନ୍ତୁ।
ଲାଭ-
ନିୟମିତ ଏହି ଆସନ କଲେ ପେଟ ସମସ୍ୟାରୁ ମୁକ୍ତି ମିଳେ। ପିଠି ଦରଜ କମିବା ସହିତ କାନ୍ଧ ଏବଂ ଛାତି ମାଂସପେଶୀକୁ ବି ଆରାମ ଲାଗିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଷସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri