Posted inଖେଳ

ପହଞ୍ଚିଲା ଦକ୍ଷିଣ ଆଫ୍ରିକା ଦଳ

ନୂଆଦିଲ୍ଲୀ,୭।୯(ପିଟି)- ଉଇକେଟକିପର ବ୍ୟାଟ୍ସମ୍ୟାନ କୁଇଣ୍ଟନ ଡି’କକ୍‌ଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଦଳ ଶନିବାର ଭାରତରେ ପହଞ୍ଚିଛି। ଭାରତ ଫେରି ମୁଁ ଉତ୍ସାହିତ ଅଛି। ପୁଣି କ୍ରିକେଟ ଖେଳିବା ପାଇଁ ଲକ୍ଷ୍ୟ ରଖିଥିବା ଟୁଇଟ୍‌ କରି ଜଣାଇଛନ୍ତି ପେସର କାଗିସୋ ରବାଡା। ଦକ୍ଷିଣ ଆଫ୍ରିକା ଦଳ ଏଠାରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ ପରେ ସମାନ ସଂଖ୍ୟକ ଟେଷ୍ଟ ମ୍ୟାଚ୍‌ ଖେଳିବ। ପ୍ରଥମ ଟି୨୦ ମ୍ୟାଚ୍‌ ଧର୍ମଶାଳାଠାରେ ଖେଳାଯିବ। ପରବର୍ତ୍ତୀ ଦୁଇ ମ୍ୟାଚ୍‌ ୧୮ ଓ ୨୨ ତାରିଖରେ ମୋହାଲି ଓ ବେଙ୍ଗାଲୁରୁଠାରେ ଅନୁଷ୍ଠିତ ହେବ। ଭ୍ରମଣକାରୀ ଦଳ ସୋମବାର ଦିଲ୍ଲୀସ୍ଥିତ ଦକ୍ଷିଣ ଆଫ୍ରିକା ହାଇ କମିଶନରକୁ ଭେଟିବେ। ଏହାପରେ ଦଳ ଧର୍ମଶାଳା ଗସ୍ତ କରିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ଡେଙ୍ଗୁ, ଚିକୁନଗୁନିଆରେ ପୀଡ଼ିତ ଅଛନ୍ତି କ୍ରିକେଟର ଚହଲ

ପୁଣେ,୧୮ା୧୨: ଲେଗ୍‌ ସ୍ପିନର ୟୁଜବେନ୍ଦ୍ର ଚହଲ ଡେଙ୍ଗୁ ଓ ଚିକନଗୁନିଆରେ ପୀଡ଼ିତ ଅଛନ୍ତି। ଏଥିଯୋଗୁ ସେ ଗୁରୁବାର ଝାଡ଼ଖଣ୍ଡ ଓ ହରିୟାଣା ମଧ୍ୟରେ ଖେଳାଯାଇଥିବା ସୟଦ...

ଈଶାନ କିସାନଙ୍କ ଧୂଆଁଧାର ଶତକ: ସୟଦ ମୁସ୍ତାକ ଅଲି ଟ୍ରଫି ଜିତିଲା ଝାଡ଼ଖଣ୍ଡ

ପୁନେ,୧୮ା୧୨: ଅଧିନାୟକ ଇଶାନ କିଶନଙ୍କ ଧୂଆଁଧାର ଶତକ ବଳରେ ଝାଡ଼ଖଣ୍ଡ କ୍ରିକେଟ ଦଳ ଏକ ନୂଆ ଇତିହାସ ରଚିଛି। ଗୁରୁବାର ପୁଣେର MCA ଷ୍ଟାଡିୟମଠାରେ ଅନୁଷ୍ଠିତ...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

IND vs SA 4th T20I: ଭରରତ-ସାଉଥ ଆଫ୍ରିକା ମ୍ୟାଚ ରଦ୍ଦ ହେଲେ ବୁଡ଼ିଯିବ କି ଦର୍ଶକଙ୍କ ଟିକେଟ ଟଙ୍କା? ଜାଣନ୍ତୁ କ’ଣ ରହିଛି BCCIର ନିୟମ

ନୂଆଦିଲ୍ଲୀ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚ ଗୋଟିଏ ବି ବଲ ଖେଳି ନଯାଇ ବାତିଲ କରାଯାଇଥିଲା। ଘନ...

୨୬ ମାର୍ଚ୍ଚରୁ IPL ଆରମ୍ଭ , ଏହି ଦିନ ଖେଳାଯିବ ଫାଇନାଲ; କାର୍ଯ୍ୟସୂଚୀ ଘୋଷଣାରେ ପାକିସ୍ତାନରେ ହଙ୍ଗାମା

ନୂଆଦିଲ୍ଲୀ,୧୮।୧୨: IPL ୨୦୨୬ ମିନି ନିଲାମ ପରେ, ସମସ୍ତ ୧୦ଟି ଦଳର ଦଳ ଚୂଡ଼ାନ୍ତ ହୋଇଛି। ଏହି ସମୟରେ, ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri