Posted inଖେଳ

ପହଞ୍ଚିଲେ ଟିମ୍‌ ଇଣ୍ଡିଆ, ଓ୍ବେଷ୍ଟଇଣ୍ଡିଜ ଖେଳାଳି

ଭୁବେନଶ୍ୱର,୧୯।୧୨- ଘରୋଇ ଭାରତୀୟ ଦଳ ଓ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ୩ୟ ଦିନିକିଆ ମ୍ୟାଚ୍‌ ଆସନ୍ତା ୨୨ ତାରିଖରେ କଟକର ଐତିହାସିକ ବାରବାଟୀ ଷ୍ଟାଡିୟମରେ ଖେଳାଯିବ। ଏଥିନେଇ ଉଭୟ ଦଳର ଖେଳାଳିମାନେ ଗୁରୁବାର ଅପରାହ୍ନ ୧୨.୫୦ରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କୁ ମେ ଫେୟାର ହୋଟେଲକୁ କଡ଼ା ସୁରକ୍ଷା ବଳୟ ଭିତରେ ନିଆଯାଇଛି। ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ପକ୍ଷରୁ ଉଭୟ ଦଳକୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କୁ ପଛରେ ପକାଇଲେ ରୋହିତ! ଟି-୨୦ ଅନ୍ତର୍ଜାତୀୟରେ ଭାରତର ଦ୍ରୁତତମ ଶତକ ଭାବେ ନମ୍ବର-୧, ଜାଣନ୍ତୁ କିଏ କେଉଁ ସ୍ଥାନରେ…

ନୂଆଦିଲ୍ଲୀ,୯।୯: ଗତ ଦୁଇ ଦଶନ୍ଧି ଧରି କ୍ରିକେଟର ସବୁଠୁ ଲୋକପ୍ରିୟ ଫର୍ମାଟ ହେଉଛି ଟି-୨୦। ପ୍ରାୟ ପ୍ରତି ମାସରେ ବିଶ୍ୱର କୌଣସି ନା କୌଣସି ଦେଶରେ ଟି-୨୦…

ବିଚାରପତି ବି ଅସହାୟ

ଭାରତୀୟ ଗଣତନ୍ତ୍ରରେ ବିଧାନପାଳିକା, କାର୍ଯ୍ୟପାଳିକା ଓ ନ୍ୟାୟପାଳିକା ତିନୋଟି ପ୍ରମୁଖ ସ୍ତମ୍ଭ ଭାବେ ଜଣାଶୁଣା। ତନ୍ମଧ୍ୟରୁ ନ୍ୟାୟପାଳିକା ଉପରେ ଜନସାଧାରଣ ନ୍ୟାୟ ପାଇଁ ସବୁଠାରୁ ଅଧିକ ଭରସା…

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri