ପାଇକମାଳ ଅଞ୍ଚଳରେ ମାଓବାଦୀ ପୋଷ୍ଟର

ବରଗଡ଼ ଅଫିସ,୧।୧୨: ବରଗଡ଼ ଜିଲା ପାଇକମାଳ ଅଞ୍ଚଳରେ ଦୀର୍ଘଦିନ ବ୍ୟବଧାନ ପରେ ପୁଣି ମାଓବାଦୀ ଗତିବିଧି ପରିଲକ୍ଷିତ ହୋଇଛି। ରବିବାର ପାଇକମାଳ-ନୂଆପଡ଼ା ରାସ୍ତା ପାଶର୍‌ବରେ ରହିଥିବା ଚେରେଙ୍ଗାଝଞ୍ଜ ବସଷ୍ଟାଣ୍ଡ ପାଖରେ ମାଓବାଦୀ ପୋଷ୍ଟର ଓ ବ୍ୟାନର ଲାଗିଥିବା ଦେଖିବାକୁ ମିଳିଛି। ଉକ୍ତ ବ୍ୟାନର, ପୋଷ୍ଟରରେ ଆସନ୍ତା ୨ ରୁ ୮ ତାରିଖ ପର୍ଯ୍ୟନ୍ତ ପିଏଲ୍‌ଜିଏ ସ୍ଥାପନ ସପ୍ତାହ ପାଳନ କରିବାକୁ ଅନୁରୋଧ କରାଯାଇଛି । ପୋଷ୍ଟର ଓ ବ୍ୟାନର ତଳେ ଭାକପା (ମାଓବାଦୀ) ଗନ୍ଧମାର୍ଦ୍ଦନ-ସରିଆ କମିଟି ଉଲ୍ଲେଖ ରହିଛି ।

 


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ବିସ୍ଫୋରକ ଇନିଂସ, ୬ ବଲରେ ୬ ଛକା

ନୂଆଦିଲ୍ଲୀ, ୩୧ା୫: ନେପାଳର କୁଶାଲ ଭୁର୍ତେଲ ରବିବାର ଚାଇନା ବିପକ୍ଷ ୨୦୨୬ ଏସିଆନ ଗେମ୍ସ ଟି୨୦ଆଇ କ୍ୱାଲିଫାୟର ମ୍ୟାଚ୍‌ରେ ୬ ବଲରେ ୬ ଛକା ମାରିଛନ୍ତି। ସେ…

IPL Final: ୧୫୫ ରନ୍‌ରେ ଅଟକିଲା ଗୁଜରାଟ, ଟାଇଟଲ ଲକ୍ଷ୍ୟରେ ବେଙ୍ଗାଲୁରୁ

ଅହମଦାବାଦ, ୩୧ା୫- ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୯ତମ ସଂସ୍କରଣର ଫାଇନାଲ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି)…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ବିଜୟ ଉତ୍ସବରେ ହିଂସା: ଜାଳି ଦେଲେ ୨୬୪ କାର, ୭୮୦ ଗିରଫ

ପ୍ୟାରିସ,୩୧ା୫: ପ୍ୟାରିସ ସେଣ୍ଟ ଜର୍ମେନ(ପିଏସ୍‌ଜି) ଲଗାତର ଦ୍ୱିତୀୟ ଥର ପାଇଁ ଚାମ୍ପିୟନ୍ସ ଲିଗ୍‌ ଟାଇଟଲ ଜିତିବା ପରେ ପ୍ରଶଂସକଙ୍କ ବିଜୟ ଉତ୍ସବରେ ହିଂସା ପରିଲକ୍ଷିତ ହୋଇଛି। ବିଭିନ୍ନ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri