Posted inଜାତୀୟ

ପାଇପ୍‌ ଲାଇନରେ ତେଲ ଯିବ ନେପାଳ

ନୂଆଦିଲ୍ଲୀ,୧୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ମୋତିହାରି-ଅମଲେଖଗଞ୍ଜ(ନେପାଳ) ପେଟ୍ରୋଲିୟମ୍‌ ଉତ୍ପାଦନ ପାଇପ୍‌ ଲାଇନ୍‌ର ଉଦ୍‌ଘାଟନ କରିଛନ୍ତି। ଏହା ଦକ୍ଷିଣ ଏସିଆର ପ୍ରଥମ କ୍ରସ୍‌-ବର୍ଡର ପେଟ୍ରୋଲିୟମ ଉତ୍ପାଦନ ପାଇପ୍‌ ଲାଇନ୍‌ ବୋଲି କୁହାଯାଉଛି। ପ୍ରଧାନମନ୍ତ୍ରୀ ମୋଦି ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କ ସହ ଭିଡିଓ କନଫରେନସିଂ ଜରିଆରେ ଏହାର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୋଦି କହିଥିଲେ ୨୦୧୫ରେ ନେପାଳ ଯେତେବେଳେ ଭୂକମ୍ପ ପରେ ପୁନଃନିର୍ମାଣର କଷ୍ଟ ବହନ କରିଥିଲା ସେତେବେଳେ ପଡୋଶୀ ଭାବେ ଭାରତ ସହଯୋଗର ହାତ ବଢାଇଥିଲା। ଏବେ ଖୁସି ଲାଗୁଛି କି ନେପାଳର ଗୋର୍ଖା ଓ ନୋଓ୍ବାକୋଟ ଜିଲାରେ ଉଭୟଙ୍କ ସହଯୋଗରେ ପୁଣି ଏକ ଘର ନିର୍ମାଣ ହୋଇଛି। ଲାଗୁଛି ସତେ ଯେମିତି ସାଧାରଣ ଜନତାଙ୍କ ମୁଣ୍ଡ ଗୁଞ୍ଜିବାକୁ ଛାତ ତିଆରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରା ପାଇଁ କୁଲାଡ ପ୍ରସ୍ତୁତ: ଜଗନ୍ନାଥ ମନ୍ଦିର ଦାନବାକ୍ସରୁ ମିଳିଲା କେତେ ଟଙ୍କା

ଭଞ୍ଜନଗର, ୧୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ କୁଲାଡ ଶ୍ରୀଜଗନ୍ନାଥ ମନ୍ଦିରର ଦାନବାକ୍ସ ଶୁକ୍ରବାର ଖୋଲାଯାଇଥିଲା। ଦାନବାକ୍ସରୁ ମୋଟ ୬୬,୮୫୫ ଟଙ୍କା ସଂଗ୍ରହ…

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri