ପାକିସ୍ତାନ କୋର୍ଟକୁ ଜଣାଇଲେ ହଫିଜ୍‌: ୨୬/୧୧ ଆକ୍ରମଣରେ ସମ୍ପୃକ୍ତ ନୁହେଁ

ଇସଲାମାବାଦ,୧୩ା୭: ଜମାତ୍‌-ଉଦ୍‌-ଦାଓ୍ବା (ଜେୟୁଡି)ର ମୁଖ୍ୟ ହଫିଜ୍‌ ସୟିଦ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣରେ ସମ୍ପୃକ୍ତ ନୁହଁନ୍ତି ବୋଲି ଶୁକ୍ରବାର ଲାହୋର ହାଇକୋର୍ଟଙ୍କୁ ଜଣାଇଛନ୍ତି। ଆତଙ୍କବାଦୀ ସଂଗଠନକୁ ପାଣ୍ଠି ଯୋଗାଣ ନେଇ ଦାଏର ମାମଲାକୁ ହଫିଜ୍‌ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ହଫିଜ୍‌ ସମେତ ଅମିର ହମ୍‌ଜା, ଅବଦୁର୍‌ ରେହମନ ମକ୍କି, ଏମ୍‌. ୟାହ୍ୟା ଅଜିଜ ଏବଂ ଅନ୍ୟ ୪ ଜଣ ଲାହୋର ହାଇକୋର୍ଟରେ ପିଟିଶନ୍‌ ଦାଏର କରିଛନ୍ତି। ସେମାନଙ୍କ ବିରୋଧରେ ଦାଏର ଏତଲାକୁ ଖାରଜ କରିବା ଲାଗି ପିଟିଶନ୍‌ରେ ଅନୁରୋଧ କରାଯାଇଛି। ବେଆଇନ ଘୋଷିତ ଲଶ୍କର-ଇ-ତୋଇବା ଏବଂ ଅଲ୍‌-କଏଦା କିମ୍ବା ଅନ୍ୟ କୌଣସି ଆତଙ୍କବାଦୀ ସଂଗଠନ ସହ ହଫିଜ୍‌ର ସମ୍ପୃକ୍ତି ନ ଥିବା ପିଟିଶନ୍‌ରେ ଉଲ୍ଲେଖ କରାଯାଇଛି। ହଫିଜକୁ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ବୋଲି ଭାରତ ଅଭିଯୋଗ କରୁଥିବାବେଳେ ଏହା ବାସ୍ତବତା ଉପରେ ଆଧାରିତ ନୁହେଁ ବୋଲି ପିଟିଶନ୍‌ରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଙ୍ଘର୍ଷ: ପି.ପିତାମ୍ବର ଦୋରା, ତାଙ୍କ ସହଯୋଗୀ ମାନଙ୍କୁ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଭୁଡୁକି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗୋଷ୍ଠୀ ସଙ୍ଘର୍ଷ ଘଟିଛି। ଏନେଇ ଉଭୟ ଗୋଷ୍ଠୀ ପାଟପୁର ଥାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri