ପାକିସ୍ତାନ କ୍ୟାବିନେଟ୍‌ର ନିଷ୍ପତ୍ତି: ପ୍ରତି ଶୁକ୍ରବାର ‘କଶ୍ମୀର ସଂହତି ଦିବସ’

ଇସ୍‌ଲାମାବାଦ, ୨୮ା୮ (ଆଇଏଏନ୍‌ଏସ୍‌): କଶ୍ମୀରକୁ ନେଇ ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନଙ୍କ ମୁଣ୍ଡବ୍ୟଥା ବଢ଼ିବାରେ ଲାଗିଛି। ଏଥିପାଇଁ ସେ ଏହି ପ୍ରସଙ୍ଗରେ କ୍ୟାବିନେଟ ବୈଠକ କରି ନିଜକୁ କଶ୍ମୀରୀମାନଙ୍କର ସ୍ବର ଭାବେ ଅଭିହିତ କରିଛନ୍ତି।
ଇମ୍ରାନ୍‌ କହିଛନ୍ତି, କଶ୍ମୀରୀଙ୍କ ଅଧିକାର ପାଇଁ ସମଗ୍ର ପାକିସ୍ତାନ ରାସ୍ତାକୁ ଓହ୍ଲାଇଛି। ଏହା ହେଉଛି ବିଶ୍ୱର ଅବଶିଷ୍ଟଙ୍କ ପାଇଁ ‘ଅଧିକ କରିବା’ର ସନ୍ଦେଶ। କଶ୍ମୀରୀଙ୍କୁ ସମର୍ଥନ ପ୍ରଦର୍ଶନ କରିବା ପାଇଁ ପାକିସ୍ତାନରେ ପ୍ରତି ସପ୍ତାହରେ ୩୦ ମିନିଟର କାର୍ଯ୍ୟକ୍ରମର ଆୟୋଜନ କରାଯିବ। ପ୍ରତି ଶୁକ୍ରବାରକୁ ‘କଶ୍ମୀର ସଂହତି ଦିବସ ଭାବେ ପାଳନ କରାଯିବ। ତେଣୁ କଶ୍ମୀର ପ୍ରସଙ୍ଗକୁ ସାରା ବିଶ୍ୱରେ ଉଠାଇବା ପାଇଁ ସେ ତାଙ୍କ ସହଯୋଗୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ପ୍ରଧାନମନ୍ତ୍ରୀଙ୍କ ସୂଚନା ସମ୍ପର୍କିତ ସ୍ବତନ୍ତ୍ର ସହଯୋଗୀ ଫିର୍ଦୋସ୍‌ ଆଶିକ୍‌ ଆଓ୍ବାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

ସକାଳୁ ସକାଳୁ ବଡ଼ ଧରଣର ଭୂକମ୍ପ: ଭୟରେ ଲୋକେ…

ଶ୍ରୀନଗର,୧୨।୪: ଜମ୍ମୁ ଓ କଶ୍ମୀରର ଡୋଡା ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬ ମାପ କରାଯାଇଛି। ଭୂକମ୍ପ ଅନୁଭୂତ ହେବାମାତ୍ରେ ଲୋକେ…

ଆମେରିକା ସର୍ତ୍ତ ମାନିଲାନି ଇରାନ: ଇସଲାମାବାଦ୍‌ ଆଲୋଚନା ଫେଲ୍‌

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଅସ୍ତ୍ରବିରତି ଘୋଷଣା ପରେ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଉଭୟ ଦେଶର ପ୍ରତିନିଧିମଣ୍ଡଳୀଙ୍କ ମଧ୍ୟରେ ଅନୁଷ୍ଠିତ ଶାନ୍ତି…

ଧାରଣାକୁ ମାସେ ବିତିଲା, ଶୁଣୁନି ପ୍ରଶାସନ: ଡାଲି, ଚାଉଳ ମାଗି ରୋଷେଇ କରୁଛନ୍ତି ଚାଷୀ

ବରଗଡ଼, ୧୨।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ସରିଯାଇଛି। ଅନ୍ୟପକ୍ଷେ ଆଉ ପ୍ରାୟ ମାସକ ପରେ ଜିଲାରେ ରବି ଧାନ ସଂଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri