Posted inଜାତୀୟ

ପାକିସ୍ତାନ ଜେଲରୁ ମୁକୁଳିବେ କି କୁଳଭୂଷଣ, ଆଜି ଆସିବ ରାୟ

ନୂଆଦିଲ୍ଲୀ, ୧୭।୭: ପାକିସ୍ତାନ ଜେଲରେ ବନ୍ଦୀ ଥିବା କୁଳଭୂଷଣ ଯାଦବଙ୍କ ସମ୍ପର୍କିତ ମାମଲାର ଗୁରୁତ୍ୱପୂର୍ଣ୍ଣ ରାୟ ଇଣ୍ଟନ୍ୟାସନାଲ କୋର୍ଟ ଅଫ ଜଷ୍ଟିସ(ଆଇସିଜେ)ରେ ବୁଧବାର ପ୍ରକାଶ ପାଇବ। କୁଳଭୂଷଣଙ୍କୁ ଗୁଇନ୍ଦାଗିରି ଏବଂ ଆତଙ୍କବାଦୀ କାର୍ଯ୍ୟକଳାପରେ ଲିପ୍ତ ଥିବା ଅଭିଯୋଗରେ ପାକିସ୍ତାନ ଗିରଫ କରିବା ପରେ ସେଠାକାର ଏକ ସାମରିକ କୋର୍ଟ ତାଙ୍କୁ ଫାଶୀ ଦଣ୍ଡାଦେଶ ଆଦେଶ ଦେଇଥିଲା। ଭାରତ ସରକାର ଏଥିରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଥିଲେ ଏବଂ ଏହି ଦଣ୍ଡାଦେଶ ବିରୋଧରେ ଆଇସିଜେଙ୍କ ଦ୍ୱାରସ୍ଥ ହୋଇଥିଲେ। ବୁଧବାର ଅପରାହ୍ଣ ୩ଟାରେ ଦି ହେଗସ୍ଥିତ ଆଇସିଜେ ଅଦାଲତରେ ଏହି ମାମଲାର ରାୟ ପ୍ରକାଶ ପାଇବ। ମୁଖ୍ୟ ବିଚାରପତି ଅବଦୁଲକ୍ବାଇ ଅହମ୍ମଦ ୟୁଶୁଫ ରାୟ ଶୁଣାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭାରେ କଂଗ୍ରେସଠାରୁ ଅଲଗା ବସିବ ଡିଏମ୍‌କେ, ମିଳିଲା ସଂସଦୀୟ ସଚିବାଳୟର ମଞ୍ଜୁରୀ

ନୂଆଦିଲ୍ଲୀ,୫।୬(ପି.ଟି.):ଦୀର୍ଘ ଦିନର ସହଯୋଗୀ କଂଗ୍ରେସ ସହ ସମ୍ପର୍କ ଛିନ୍ନ ହେବା ପରେ ଲୋକ ସଭାରେ କଂଗ୍ରେସ ଏମ୍‌ପିମାନଙ୍କଠାରୁ ଅଲଗା ଆସନରେ ବସିବା ପାଇଁ ଡିଏମ୍‌କେକୁ ସଂସଦୀୟ ସଚିବାଳୟ…

ଭାରତକୁ ଧୋକା ଦେଲେ ପୁଟିନ! ପାକିସ୍ତାନକୁ ପ୍ରଶଂସାରେ ପୋତି ପକାଇ କହିଲେ…

ନୂଆଦିଲ୍ଲୀ,୫।୬: ଭାରତ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରିବା ସହିତ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ମଧ୍ୟ ପାକିସ୍ତାନ ସହିତ ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଛତ୍ରପୁର ମହୋତ୍ସବର ଚତୁର୍ଥ ସନ୍ଧ୍ୟା, ବଲିଉଡ କଣ୍ଠଶିଳ୍ପୀ ସଚେତ-ପରମ୍ପରା ଓ ଶୈଳେନ୍ଦ୍ରଙ୍କ ଡ୍ୟାନ୍ସରେ ଦର୍ଶକ ମନ୍ତ୍ରମୁଗ୍ଧ

ଛତ୍ରପୁର,୫।୬(ଦିଲ୍ଲୀପ ସାମଲ): ଛତ୍ରପୁରର ଅଧିଷ୍ଠାତ୍ରୀ ଦେବୀ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା ସହିତ ସ୍ଥାନୀୟ କଳା, ସଂସ୍କୃତି ଓ ପରମ୍ପରାର ଗରିମାମୟ ଐତିହ୍ୟକୁ ଉଦ୍‌ଜୀବିତ କରିବା ଲକ୍ଷ୍ୟ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣା; ଜୀବନ ହାରିଲେ ଛାତ୍ରୀ, ମୃତ୍ୟୁ ପୂର୍ବରୁ ଲେଖିଥିବା ଚିଠିକୁ ନେଇ ଚର୍ଚ୍ଚା

ନାଗପୁର, ୫।୬(ପି.ଟି.): ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇ ଗତ ମେ ୩ ତାରିଖରେ ଅନୁଷ୍ଠିତ ଏନ୍‌ଇଇଟି(ୟୁଜି) ପରୀକ୍ଷା ଦେଇଥିଲେ। ଆଶା ଥିଲା ଭଲ ର଼୍ୟାଙ୍କ…

ଆସିଲା ସାଂଘାତିକ ରିପୋର୍ଟ: ଏହି କାରଣରୁ ୧୫ ଲକ୍ଷ ଶିଶୁଙ୍କ ଘଟୁଛି ମୃତ୍ୟୁ

ଜେନେଭା, ୫ା୬:ଅପମିଶ୍ରିତ ଏବଂ ଦୂଷିତ ଖାଦ୍ୟ ଗ୍ରହଣ କରିବା ଦ୍ୱାରା ସାରା ବିଶ୍ୱରେ ପ୍ରତିବର୍ଷ ପ୍ରାୟ ୧୫ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟୁଛି। ଏହି ସାଙ୍ଘାତିକ ସ୍ଥିତିରେ…

ଏହିସବୁ ଜିଲା-ଉପଖଣ୍ଡର ବଦଳିବ ନାଁ: ଜାଣନ୍ତୁ ଲିଷ୍ଟ୍‌ରେ ଅଛି କେଉଁ ସ୍ଥାନ

ଭୁବନେଶ୍ୱର,୫।୬(ରବିନାରାୟଣ ଜେନା):ରାଜ୍ୟରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦେଇ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲା, ବ୍ଲକ୍‌, ତହସିଲ ଓ ପୌରାଞ୍ଚଳର ତ୍ରୁଟିପୂର୍ଣ୍ଣ ଇଂଲିଶ ବନାନର ସଂଶୋଧନ ପ୍ରକ୍ରିୟା ଆରମ୍ଭ…

ଠିକା ସଂସ୍ଥାର ବେପରୁଆ ନୀତି: ଲାଇଟ ଲଗାଇବା ବାହାନାରେ ଖୋଳିଦେଲେ ରାସ୍ତା

ଗଞ୍ଜାମ,୫।୬(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସିର ୱାର୍ଡ ନମ୍ବର ୫ର ମୁଖ୍ୟ ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ରାସ୍ତାର ଅବସ୍ଥା ଏତେ ଖରାପ ଯେ, ସାଇକେଲ, ବାଇକ ହେଉ…

ଦିଲ୍ଲୀ ୟୁନିଭର୍ସିଟି ପ୍ରଫେସରଙ୍କୁ ହତ୍ୟା, ବାହାର ପଟୁ ତାଲା ଦେଇ….

ନୂଆଦିଲ୍ଲୀ,୫।୬:  ଦିଲ୍ଲୀ ୟୁନିଭର୍ସିଟିର ଜଣେ ପ୍ରଫେସରଙ୍କୁ ସେ ରହୁଥିବା ଏକ ଫ୍ଳାଟ୍‌ରେ ହତ୍ୟା କରାଯାଇଛି । ଦିଲ୍ଲୀ ଶିବାଜୀ କଲେଜରେ ଆସିଷ୍ଟାଣ୍ଟ ପ୍ରଫେସର ଭାବେ କାର୍ଯ୍ୟ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri