ପାକିସ୍ତାନ ଧୂଳିଝଡ଼ ଭାରତ ମୁହାଁ: ଉତ୍ତର ଭାରତରେ ଆଲର୍ଟ ଜାରି

ଇସଲାମାବାଦ୍‌/ନୂଆଦିଲ୍ଲୀ,୧୨।୬: ପାକିସ୍ତାନ ଏବଂ ଆଫଗାନୀସ୍ତାନରୁ ଧୂଳିଝଡ଼ ଭାରତ ମୁହାଁ ହୋଇଛି। ଏହା ବୁଧବାର ଅପରାହ୍ନ ସୁଦ୍ଧା ଉତ୍ତରଭାରତରେ ପହଞ୍ଚିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏନେଇ ଉତ୍ତରଭାରତରେ ଆଲର୍ଟ ଜାରି ହୋଇଛି। ଧୂଳିଝଡ଼ ଯୋଗୁ ଆଗାମୀ ୨-୩ଦିନ ପ୍ରଭାବିତ ଅଞ୍ଚଳର ବାୟୁମଣ୍ଡଳରେ ଧୂଳିକଣା ବୃଦ୍ଧି ପାଇବାରୁ ନିଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବା ଆଶଙ୍କା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଯୁବକଙ୍କୁ ପ୍ରେମ କରୁଥିଲେ ନର୍ସ: ଧରାପଡ଼ିବା ପରେ ନେଲେ ଚରମ ନିଷ୍ପତ୍ତି

ଭୁବନେଶ୍ୱର,୧୫।୭: ତ୍ରିକୋଣୀୟ ପ୍ରେମ ପାଇଁ ସାଜିଲା କାଳ। ଝୁଲି ପଡ଼ିଲେ ଯୁବତୀ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱର। ମୃତ ଯୁବତୀ ଜଣଙ୍କ ପଟିଆର ଏକ…

ସମ୍ପର୍କରେ କଳଙ୍କ: ଦୁଇ ନାବାଳିକା ଝିଅଙ୍କୁ ଭୟଭୀତ କରି ବଳାତ୍କାର କରୁଥିଲେ ବାପା; ମା’ ଜାଣିବା ପରେ…

ବସ୍ତି,୧୫।୭: ଉତ୍ତର ପ୍ରଦେଶର ବସ୍ତି ଜିଲା କଲୱାରୀ ଥାନା ଅଞ୍ଚଳରୁ ଏକ ଅତି ନିନ୍ଦନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ପିତା ନିଜର ଦୁଇ ନାବାଳିକା ଝିଅଙ୍କ…

ଭିଟାମାଟି ଛାଡ଼ି ଯିବା ପରେ ବି ପିଛା ଛାଡ଼ିଲାନି ମୃତ୍ୟୁ, ୧୪ ବର୍ଷ ପରେ ଖୋଜିଖୋଜି ମାରିଲା ହାତୀ, ଲୋମ ଟାଙ୍କୁରି ଉଠିବ ଏହି ଘଟଣା

କାଠମାଣ୍ଡୁ, ୧୫।୭: ମୃତ୍ୟୁମୁଖରୁ ବୋଧହୁଏ କେହି ବର୍ତ୍ତିପାରିବେ ନାହିିଁ। ଏହି କଥାକୁ ସତ ପ୍ରମାଣିତ କରି ଦେଖାଇଛି ନେପାଳର ଏକ ଭୟଙ୍କର ଜଙ୍ଗଲୀ ହାତୀ। ଯାହାର ନାଁ…

୯ ଶ୍ରେଣୀକୁ ୩ ଶିକ୍ଷକ: ପାଠପଢାରେ ବ୍ୟାଘାତ: ସ୍କୁଲ ଭିତରେ ଅଭିଭାବକଙ୍କ ଧାରଣା

ରୁପ୍ରା ରୋଡ, ୧୫।୭(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲା ବ୍ଲକ ଅଧିନସ୍ତ ଅସୁରଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଓ ଶିଶୁବାଟିକାକୁ ମିଶାଇ ମୋଟ…

ଭରଣପୋଷଣ ଟଙ୍କା ଉପରେ ହାଇକୋର୍ଟଙ୍କ ବଡ଼ ରାୟ: ପରିସ୍ଥିତି ଦେଖି ବଦଳିବ ଟଙ୍କା, ସ୍ୱାମୀଙ୍କ ସବୁ ଦରମା ଉପରେ ନାହିଁ ପତ୍ନୀଙ୍କ ହକ୍!

ନୂଆଦିଲ୍ଲୀ, ୧୫।୭: ଭତ୍ତା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ବଡ଼ ନିଷ୍ପତ୍ତି: ସ୍ୱାମୀଙ୍କ ଦରମାର ୨୫% ଦେବା ବାଧ୍ୟତାମୂଳକ ନୁହେଁ, ପରିସ୍ଥିତି ଅନୁସାରେ ବଦଳିପାରେ ରାଶି ଆଲ୍ଲାହାବାଦ ହାଇକୋର୍ଟ…

ଇଂଲଣ୍ଡରୁ ପରାସ୍ତ କରିବା ପରେ ବଡ଼ କଥା କହିଲେ ଶୁବମନ ଗିଲ୍‌

ବର୍ମିଂହାମ,୧୫।୭: ପ୍ରଥମ ଦିନିକିଆରେ ଇଂଲଣ୍ଡ ବିପକ୍ଷରେ ୬ ଉଇକେଟରେ ବିଜୟ ହାସଲ କରିଛି। ଭାରତୀୟ ଅଧିନାୟକ ଶୁବମନ ଗିଲ ମଧ୍ୟକ୍ରମ ବ୍ୟାଟସମ୍ୟାନମାନଙ୍କୁ ପ୍ରଶଂସା କରି କହିଛନ୍ତି, ଚାପ…

ବିପଦରେ ସୋନମ ୱାଙ୍ଗଚୁକଙ୍କ ଜୀବନ: ୮.୫ କିଲୋ କମିଲା ଓଜନ, ଅନଶନ ଭାଙ୍ଗିବାକୁ ଦିଲ୍ଲୀ ହାଇକୋର୍ଟରେ ଆବେଦନ

ନୂଆଦିଲ୍ଲୀ,୧୫।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ବିଶିଷ୍ଟ ଶିକ୍ଷାବିତ୍‌ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ଅର୍ନିଦ୍ଦିଷ୍ଟ କାଳୀନ ଅନଶନ ଏବେ ୧୭ ଦିନରେ ପହଞ୍ଚିଛି। ଦେଶର ଶିକ୍ଷା ବ୍ୟବସ୍ଥାରେ…

NDAରେ ସାମିଲ ହେବେ ଶରଦ ପାୱାର? ଅଧରାତିରେ ହୋଇଗଲା ବଡ଼ ଖେଳ, ରାଜନୀତିରେ ହଇଚଇ

ମୁମ୍ବାଇ,୧୫।୭:ମହାରାଷ୍ଟ୍ର ରାଜନୀତିରେ ‘ଅପରେଶନ ଟାଇଗର୍‌’କୁ ନେଇ ଚର୍ଚ୍ଚା ଏବେ ବି ଶାନ୍ତ ପଡ଼ିନଥିବା ବେଳେ ଏକ ନୂଆ ମୋଡ଼ ସାମ୍ନାକୁ ଆସିଛି। ପ୍ରତିଦିନ ନୂଆ ନୂଆ ଆଶଙ୍କା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri