Posted inଖେଳ

ପାକିସ୍ତାନ ନାଗରିକତା ପାଇଁ ଆବେଦନ କଲେ ଦୁଇ ଥର ବିଶ୍ୱକପ୍‌ ଚାମ୍ପିୟନ

କରାଚୀ,୨୧।୨- ପାକିସ୍ତାନ ସୁପର ଲିଗ୍‌ (ପିସିବି)ର ୫ମ ସଂସ୍କରଣ ଶୁକ୍ରବାରଠାରୁ ଆରମ୍ଭ ହୋଇଯାଇଛି। ଡିଫେଣ୍ଡିଂ ଚାମ୍ପିୟନ କୁଏଟା ଗ୍ଲାଡିଏଟର୍ସ ୩ ଉଇକେଟରେ ଉଦ୍‌ଘାଟନୀ ମ୍ୟାଚ୍‌କୁ ଜିତି ନେଇଛି। ପ୍ରଥମ ଥର ପାଇଁ ପୂରା ପିଏସ୍‌ଏଲ ପାକିସ୍ତାନରେ ଖେଳାଯାଉଛି। ଲିଗ୍‌ରେ ୩୬ ଜଣ ବିଦେଶୀ ଷ୍ଟାର ଖେଳାଳି ଅଂଶଗ୍ରହଣ କରିଛନ୍ତି। ତାଲିକାରେ ରହିଛନ୍ତି ଦୁଇ ଥର ଟି୨୦ ବିଶ୍ୱକପ୍‌ ଚାମ୍ପିୟନ ଓ୍ବେଷ୍ଟିଣ୍ଡିଜ ଦଳର ଅଧିନାୟକ ଡାରେନ ସାମି। ସେ ଶୀଘ୍ର ପାକିସ୍ତାନ ନାଗରିକତା ଗ୍ରହଣ କରିପାରନ୍ତି। ଏବେ ସେ ଦେଶର ନାଗରିକତା ଲାଗି ଆବେଦନ କରିଛନ୍ତି। ପେଶାଓ୍ବର ଜାଲମି କ୍ଲବ ମାଲିକ ଜାଭେଦ ଆଫ୍ରିଦୀ ଏ ନେଇ ସ୍ପଷ୍ଟ କରିଛନ୍ତି। ତାଙ୍କ ପାଇଁ ଆମେ ଆବେଦନ କରିଛୁ। ଆବେଦନ ପତ୍ର ଏବେ ରାଷ୍ଟ୍ରପତିଙ୍କ ନିକଟରେ ଅଛି। ସାମିଙ୍କ କ୍ଷେତ୍ରରେ ସାହାଯ୍ୟ କରିବାକୁ ପିସିବି ଅଧ୍ୟକ୍ଷଙ୍କୁ ମୁଁ ଅନୁରୋଧ କରୁଛି ବୋଲି ଜାଭେଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

କ୍ରୀଡ଼ା ସାମଗ୍ରୀ କିଣାରେ ଦୁର୍ନୀତି ଘଟଣା: ଅଭିଯୋଗ ପରେ ବି ହେଉନି କାର୍ଯ୍ୟାନୁଷ୍ଠାନ

ଭବାନୀପାଟଣା,୧୧ା୪(ଉତ୍ତମ କୁମାର ଦାଶ):ପୂର୍ବ ସରକାର ପ୍ରତି ବ୍ଲକକୁ କ୍ରୀଡ଼ା ସାମଗ୍ରୀ କିଣିବା ପାଇଁ ଆର୍ଥିକ ସହାୟତା ଯୋଗାଇଥିଲେ। ଗ୍ରାମାଞ୍ଚଳରେ କ୍ରୀଡ଼ା କ୍ଷେତ୍ରରେ ଆଗ୍ରହ ସୃଷ୍ଟି ଏହାର ମୂଳ…

୪୦ ଫୁଟ୍‌ ତଳକୁ ଖସିଲା OSRTC ବସ୍‌: ୨୪ଯାତ୍ରୀ ଆହତ, ଜଣେ ମୃତ

ପଟ୍ଟାଙ୍ଗି , ୧୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ସୁଙ୍କି ଘାଟିରେ OSRTC ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ଯାତ୍ରୀ ଆହତ…

କେମୋଥେରାପିରେ ସୀମିତ କ୍ୟାନ୍‌ସର ଚିକିତ୍ସା: ୧୩୮କୋଟିର ହସ୍ପିଟାଲରେ ମିଳୁନି ସ୍ବାସ୍ଥ୍ୟସେବା

ବରଗଡ଼,୧୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା କ୍ୟାନସର ରୋଗୀଙ୍କ ହବ୍‌ ପାଲଟିଛି। ଏଠାରେ କ୍ୟାନସର ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ଅନ୍ୟପଟେ ଏଠାରେ ଥିବା କ୍ୟାନସର ହସ୍ପିଟାଲରୁ…

ଭାଉଜଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ ଦିଅର, ଗର୍ଭବତୀ ହେବାରୁ…

ପାଟଣା,୧୧ା୪(ବୀରକିଶୋର ଦାଶ):କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ପୋଲିସ ସମ୍ପର୍କୀୟ ବିଧବା ଭାଉଜଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଓ ଭାଉଜ ଗର୍ଭବତୀ ହେବା ପରେ…

ମୁଣ୍ଡିଆ ମାରିଲେ, ମନ୍ଦିରରୁ ସବୁ ଲୁଟିନେଲେ: ମାଷ୍ଟରମାଇଣ୍ଡ୍‌ ଜଣେ ମହିଳା

ଭୁବନେଶ୍ୱର,୧୧।୪(ତ୍ରିନାଥ ମହାନ୍ତି):ଗୋଟିଏ ରାତିରେ ଦୁର୍ବୃତ୍ତମାନେ ୩ ମନ୍ଦିରରେ ପଶି ପୋଛି ନେଇଛନ୍ତି ଲକ୍ଷାଧିକ ଟଙ୍କାର ସୁନା ଗହଣା ଏବଂ ଟଙ୍କା। ଚନ୍ଦ୍ରଶେଖରପୁର ଥାନା ପଟିଆ ଗଁାରେ ଥିବା…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri