ପାକିସ୍ତାନ ବସ୍‌ ଡ୍ରାଇଭର୍‌ଙ୍କ ପୁଅ ହେଲେ ବ୍ରିଟେନର ଅର୍ଥମନ୍ତ୍ରୀ

ଲଣ୍ଡନ,୨୫ା୭: ନୂତନ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନ ପୂର୍ବତନ ଗୃହମନ୍ତ୍ରୀ ସାଜିଦ ଜାଭିଦଙ୍କୁ ଦେଶର ଅର୍ଥମନ୍ତ୍ରୀ କରିବାକୁ ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ପଦ ଲାଗି ଦାବିଦାର ଥିବା ଜାଭିଦଙ୍କୁ କଞ୍ଜରଭେଟିଭ ପାର୍ଟି ଏମ୍‌ପିଙ୍କ ସମର୍ଥନ ନ ମିଳିବାରୁ ବୋରିସ ବାଜି ମାରିନେଇଥିଲେ। ସାଜିଦ୍‌ ପାକିସ୍ତାନ ମୂଳର ବୋଲି ଜଣାପଡିଛି। ତାଙ୍କ ପିତା ଅବଦୁଲ ଗନି ପାକିସ୍ତାନରେ ଜଣେ ବସ୍‌ ଡ୍ରାଇଭର୍‌ ଭାବେ କାର୍ଯ୍ୟ କରୁଥିଲେ। କାମ ଖୋଜିବା ପାଇଁ ସେ ପାକିସ୍ତାନରୁ ବ୍ରିଟେନ୍‌ ଆସିଥିଲେ। ଏଠାରେ ମଧ୍ୟ ସେ ବସ୍‌ ଡ୍ରାଇଭର୍‌ ଭାବେ କାର୍ଯ୍ୟ କରୁଥିଲେ। ୧୯୬୯ରେ ସାଜିଦ୍‌ଙ୍କ ଜନ୍ମ ରକଡେଲ୍‌ ଟାଉନ୍‌ରେ ହୋଇଥିଲା। ୨୦୧୦ରେ ସେ ପ୍ରଥମଥର ପାଇଁ ସେ ଏମ୍‌ପି ହୋଇଥିଲେ। ୨୦୧୮ରେ ସେ ବ୍ରିଟେନ୍‌ର ସ୍ବରାଷ୍ଟ୍ର ମନ୍ତ୍ରୀ ଦାୟିତ୍ୱ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

ଦଶମ ଶ୍ରେଣୀ ଦିବ୍ୟାଙ୍ଗ ଛାତ୍ରଙ୍କ ବୋର୍ଡ ପରୀକ୍ଷାକୁ ନେଇ ଅନିଶ୍ଚିତତା, କର୍ତ୍ତୃପକ୍ଷଙ୍କୁ ଦୃଷ୍ଟି ଦେବାକୁ ଦାବୀ           

ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ସରକାରୀ ହାଇସ୍କୁଲର ୧୦ମ ଶ୍ରେଣୀ ଛାତ୍ର ଗୌତମ ମହାନ୍ତିଙ୍କ ମାଟ୍ରିକ ପରୀକ୍ଷାକୁ ନେଇ ଅନିଶ୍ଚିତତା…

ଇତିହାସ ରଚିଲେ କାନାଡା ଯୁବରାଜ, T20 World Cupରେ କଲେ ଏମିତି ରନ ବର୍ଷା ବନିଗଲେ…

ନୂଆଦିଲ୍ଲୀ,୧୭।୨: କାନାଡାର ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଯୁବରାଜ ସାମରା ୨୦୨୬ ଟି-୨୦ ବିଶ୍ୱକପରେ ଏକ ଐତିହାସିକ ଶତକ ହାସଲ କରିଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଏକ ନିଶ୍ଚିତ ବିଜୟୀ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri