ପାକିସ୍ତାନ ବାୟୁସୀମା ବନ୍ଦ୍‌ର ପ୍ରଭାବ ଏୟାର ଇଣ୍ଡିଆର ଅପରେଟିଂ କ୍ଷତି ୪୬୦୦ କୋଟି

ନୂଆଦିଲ୍ଲୀ,୧୬।୯: ରାଷ୍ଟ୍ରାୟତ୍ତ ବିମାନ କମ୍ପାନୀ ଏୟାର ଇଣ୍ଡିଆର ଚଳିତ ଆର୍ଥିକ ବର୍ଷ ୨୦୧୮-୧୯ରେ ଅପରେଟିଙ୍ଗ୍‌ କ୍ଷତି ୪୬୦୦ କୋଟି ଟଙ୍କା ପହଞ୍ଚତ୍ଛି। ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି, ବୈଦେଶିକ ମୁଦ୍ରା ବିନିମୟରେ ଅସ୍ଥିରତା, ସର୍ବୋପରି ପାକିସ୍ତାନ ବାୟୁ ସୀମା ପ୍ରବେଶ ଉପରେ କଟକଣା ଲାଗୁ ହେବା ଯୋଗୁ ଏୟାର ଇଣ୍ଡିଆର ଅପରେଟିଙ୍ଗ୍‌ କ୍ଷତି ବଢ଼ିଛି। ତେବେ ଋଣରେ ବୁଡ଼ି ରହିଥିବା କମ୍ପାନୀ ୨୦୧୯-୨୦ରେ ଲାଭ କରିବ ବୋଲି ଜଣେ ବରିଷ୍ଠ ଅଧିକାରୀ ଆଶାବ୍ୟକ୍ତ କରିଛନ୍ତି। ସେ କହିଛନ୍ତି ଯେ, କଠିନ ବ୍ୟବସାୟୀକୁ ପରିସ୍ଥିତି କାରଣରୁ ଉକ୍ତ ଏୟାରଲାଇନ କମ୍ପାନୀର ନେଟ୍‌ କ୍ଷତି ୮୪୦୦ କୋଟି ଟଙ୍କା ହୋଇଥିବା ବେଳେ ମୋଟ ରାଜସ୍ବ ଆୟ ୨୬,୪୦୦ କୋଟି ଟଙ୍କା ହୋଇଛି। ଅନ୍ୟ ଜଣେ ଅଧିକାରୀ କହିଛନ୍ତି ଯେ, ୨୦୧୯-୨୦ରେ କମ୍ପାନୀ ୭୦୦ରୁ ୮୦୦ କୋଟି ଟଙ୍କାର ଅପରେଶନାଲ ଲାଭ ହାସଲ କରିବ ବୋଲି ଅନୁମାନ କରାଯାଉଛି। ସେ କହିଛନ୍ତି ଯେ, ବର୍ତ୍ତମାନ ଆର୍ଥିକ ବର୍ଷରେ ଅଶୋଧିତ ତେଲ ଦର ବୃଦ୍ଧି ପାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ଚାଲାଣ ବାକିଥିଲେ କଟିବ ଘର ଲାଇନ୍‌! ସୁପ୍ରିମକୋର୍ଟ କହିଲେ ବଡ଼କଥା

ନୂଆଦିଲ୍ଲୀ,୨୯।୯: ଗାଡ଼ି ଚଳାଉଛନ୍ତି କି? ତେବେ ଆପଣଙ୍କ ପାଇଁ ଆସିଛି ଗୁରୁତ୍ୱପୂର୍ଣ୍ଣ ଖବର। ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରି ଇ-ଚାଲାଣ କଟିବା ପରେ ଦୀର୍ଘଦିନ ଧରି ଜରିମାନା…

ଏସବୁ ରାଜ୍ୟରେ ବଢିଲା DA! ଅକ୍ଟୋବରରେ ବଢିକି ଆସିବ ଦରମା! ପେନସନଭୋଗୀଙ୍କୁ ବି ଦଶହରା ଭେଟି ଦେଲେ ସରକାର

ନୂଆଦିଲ୍ଲୀ,୨୯।୯: ଯଦି ଆପଣ ଜଣେ ସରକାରୀ କର୍ମଚାରୀ କିମ୍ୱା ଘରେ କୌଣସି ବୟସ୍କ ପେନସନଭୋଗୀ ଅଛନ୍ତି, ତେବେ ଏହି ଖବର ଆପଣଙ୍କ ମୁହଁରେ ଏକ ବଡ଼ ହସ…

SBI ଗ୍ରାହକ ସାବଧାନ! ଅକ୍ଟୋବର ୧ରୁ ବଦଳିବ ATM ରୁ ଟଙ୍କା ଉଠାଇବା ନିୟମ, ଦେବାକୁ ପଡିବ ଏକ୍ସର୍ଟା ଚାର୍ଜ…

ନୂଆଦିଲ୍‌ଲୀ,୨୯।୯: ଯଦି ଆପଣ ଦେଶର ସବୁଠାରୁ ବଡ଼ ରାଷ୍ଟ୍ରାୟତ୍ତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇର ଗ୍ରାହକ, ତେବେ ଏହି ଖବର ଆପଣଙ୍କ ପାଇଁ…

ସିସିକ୍ୟୁସିରେ ଓଏମ୍‌ସିର ୧୭ଟି ଟିମ୍‌କୁ ସ୍ବର୍ଣ୍ଣ ପଦକ

ଭୁବନେଶ୍ୱର,୨୯।୯: କ୍ୱାଲିଟି ସର୍କଲ ଫୋରମ ଅଫ୍‌ ଇଣ୍ଡିଆ (କ୍ୟୁସିଏଫ୍‌ଆଇ), ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଆୟୋଜିତ ୮ମ ଚାପ୍ଟର କନ୍‌ଭେନ୍ସନ ଅନ୍‌ କ୍ୱାଲିଟି କନ୍ସେପ୍ଟସ (ସିସିକ୍ୟୁସି)-୨୦୨୬ରେ ଓଡ଼ିଶା ଖଣି…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଶେୟାର ବଜାରରେ ହାହାକାର, ବୁଡ଼ିଗଲା ନିବେଶକଙ୍କ ୮ ଲକ୍ଷ କୋଟି

ମୁମ୍ବାଇ,୨୯।୯: ପଶ୍ଚିମ ଏସିଆ ସ୍ଥିତିକୁ ନେଇ ଉତ୍ପନ୍ନ ଭୂ-ରାଜନୈତିକ ଅସ୍ଥିରତା ଗତ କିଛି ସପ୍ତାହ ଧରି ଶେୟାର ବଜାର ପାଇଁ ନକାରାତ୍ମକ ସ୍ଥିତି ସୃଷ୍ଟି କରିଛି ।…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?