Posted inଜାତୀୟ

ପାକିସ୍ତାନ ବ୍ୟାଟ୍‌ର ଘୃଣ୍ୟ କାର୍ଯ୍ୟ: ଜଣେ ପୋର୍ଟରଙ୍କ ମୁଣ୍ଡ କାଟି ନେଲେ

ଶ୍ରୀନଗର,୧୧।୧: ଜମ୍ମୁ-କଶ୍ମୀର ଭାରତ-ପାକିସ୍ତାନ ନିୟନ୍ତ୍ରଣ ରେଖାଠାରେ ଉତ୍ତେଜନା କମିବାର ନା ଧରୁନି। ଲଗାତାର ପାକିସ୍ତାନ ଅସ୍ତ୍ରବିରତି ଉଲ୍ଲଂଘନ ଜାରି ରଖିଛି। ଏବେ ପାକିସ୍ତାନର ବର୍ଡର ଆକ୍ସନ ଟିମ୍‌(ବ୍ୟାଟ୍‌) ପକ୍ଷରୁ ଆକ୍ରମଣ କରାଯାଇଛି। ପାକିସ୍ତାନ ଆଇଇଡି ବିସ୍ଫୋରଣରେ ୨ ଜଣ ପୋର୍ଟରଙ୍କ ମୃତ୍ୟୁ ଘଟିଛି। ସେମାନଙ୍କୁ ମହମ୍ମଦ୍‌ ଅସଲମ୍‌ ଏବଂ ମହମ୍ମଦ୍‌ ଅଲତାଫ୍‌ ଭାବେ କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୁଣ୍ଡ ପାକିସ୍ତାନୀ ବ୍ୟାଟ୍‌ ନେଇଯାଇଥିବା ଭାରତୀୟ ସେନା ପ୍ରବକ୍ତା ସୂଚନା ଦେଇଛନ୍ତି। ଏହି ଘଟଣାରେ ପୋର୍ଟର ମହମ୍ମଦ୍‌ ଶୌକତ,ମହମ୍ମଦ୍‌ ସଲିମ୍‌ ଏବଂ ନଓ୍ବାଜ ଅହମ୍ମଦ୍‌ ଆହତ ହୋଇଛନ୍ତି। ପୋର୍ଟରମାନେ କୋସଲିୟାଁ ସ୍ଥିତି ଫରଓ୍ବାର୍ଡ ପୋଷ୍ଟ ସୈଦ୍‌ ମାମା ନିକଟରେ ପହଞ୍ଚିଥିବା ସମୟରେ ଏହି ବିସ୍ଫୋରଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri