Posted inଖେଳ

ପାକିସ୍ତାନ ମହିଳା କ୍ରିକେଟରଙ୍କ ଫିଟ୍‌ନେସ୍‌ ଟେଷ୍ଟ

ଲାହୋର, ୧୧ା୫ (ପି.ଟି.)- ସୋମାବରଠାରୁ ପାକିସ୍ତାନର ୩୮ ଜଣ ଏଲିଟ୍‌ ମହିଳା କ୍ରିକେଟରଙ୍କ ଅନ୍‌ଳାଇନରେ ଫିଟ୍‌ନେସ୍‌ ଟେଷ୍ଟ ହେବ। କରୋନାଭାଇରସ୍‌ ଯୋଗୁ ଖେଳାଳିମାନେ ସେମାନଙ୍କ ଫିଟ୍‌ନେସ୍‌ର ମାନ ବଜାୟ ରଖିପାରୁଛନ୍ତି କି ନା ତାହା ଜଣାପଡ଼ିବ। ଟେଷ୍ଟରେ ବିଫଳ ଖେଳାଳିମାନଙ୍କୁ ଦଣ୍ଡିବଧାନ କରାଯିବ ନାହିଁ ବୋଲି ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) କହିଛି। ଖେଳାଳିମାନଙ୍କର ପ୍ରୋନ୍‌ ହୋଲ୍‌ଡ, ବୁଲ୍‌ଗାରିଆନ ସ୍କ୍ବାଟ୍ସ, ଭର୍ଟିକାଲ ଜମ୍ପ୍ସ ଏବଂ ପୁଶ୍‌ ଅପ୍‌ ସହ ବଡି ମାସ୍‌ ଇଣ୍ଡେକ୍ସ ପରୀକ୍ଷା ହେବ। ରମଜାନ ପର୍ବ ଚାଲିଥିବାରୁ ଉପବାସ ସମୟ ବାହାରେ ଏହି ପରୀକ୍ଷା ହେବ। ଏହା ମେ’ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଜାତୀୟ ମହିଳା ସିଲେକ୍ସନ କମିଟି ମୁଖ୍ୟ ଉରୁଜ୍‌ ମମ୍‌ତାଜ କହିଛନ୍ତି ଆଧୁନିକ କ୍ରିକେଟରେ ଖେଳାଳିମାନଙ୍କୁ ସବୁ ସମୟରେ ଫିଟ୍‌ ରହିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଷ୍ଟାର୍‌ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପିତାଙ୍କୁ କାହିଁକି ସାବଧାନ କଲେ ଏହି ପୂର୍ବତନ କ୍ରିକେଟର? ଜାଣନ୍ତୁ କ’ଣ ରହିଛି ବଡ଼ କାରଣ

ନୂଆଦିଲ୍ଲୀ, ୧୨।୬: ଭାରତୀୟ କ୍ରିକେଟରେ ବୈଭବ ସୂର୍ଯ୍ୟବଂଶୀଙ୍କ ନାମ ଆଜିକାଲି କ୍ରମାଗତ ଭାବେ ଚର୍ଚ୍ଚାରେ ରହିଛି । ଅଣ୍ଡର-୧୯ କ୍ରିକେଟ ଏବଂ ଆଇପିଏଲ (IPL) ରେ ଚମତ୍କାର…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

ବିଳମ୍ବ ହୋଇପାରେ ବୈଭବ ସୂର୍ଯ୍ୟବଂଶୀଙ୍କ ଡେବ୍ୟୁ? ଭାରତର ଆୟରଲ୍ୟାଣ୍ଡ ଗସ୍ତକୁ ନେଇ ଲାଗି ରହିଛି ଅନିଶ୍ଚିତତା…

ନୂଆଦିଲ୍ଲୀ,୧୨।୬: ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖରାପ ଖବର ଅଛି। ଏହି ୧୫ ବର୍ଷୀୟ ବିସ୍ଫୋରକ ବ୍ୟାଟସମ୍ୟାନଙ୍କ ଅନ୍ତର୍ଜାତୀୟ ଡେବ୍ୟୁ ପାଇଁ ଯେଉଁମାନେ ଉତ୍ସାହର ସହିତ…

T20 World Cup 2026: ICCର ବଡ଼ ନିଷ୍ପତ୍ତି, ମହିଳା T20 ବିଶ୍ୱକପ ବିଜେତାଙ୍କ ଉପରେ ହେବ ଧନ ବର୍ଷା

ନୂଆଦିଲ୍ଲୀ,୧୨।୬: ମହିଳା କ୍ରିକେଟର ବର୍ଦ୍ଧିତ ବିଶ୍ୱ ଲୋକପ୍ରିୟତା ମଧ୍ୟରେ, ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) 2026 ମହିଳା T20 ବିଶ୍ୱକପ ସମ୍ପର୍କରେ ଏକ ପ୍ରମୁଖ ଏବଂ ଐତିହାସିକ…

ଶକିରାଙ୍କ ନୃତ୍ୟ ଦର୍ଶକଙ୍କ ମନ ମୋହିଲା; ଉଦଘାଟନୀ ଉତ୍ସବରେ ଅନେକ ଆନ୍ତର୍ଜାତୀୟ ତାରକା ଦେଖାଇଲେ ଜଲଓ୍ବା

ମେକ୍ସିକୋ ସିଟି,୧୧।୬: ଫିଫା ବିଶ୍ୱକପ 2026 ର ଉଦଘାଟନୀ ଉତ୍ସବରେ ଅନ୍ତର୍ଜାତୀୟ ତାରକାମାନେ ଦର୍ଶକଙ୍କୁ ମୋହିତ କରିଥିଲେ। ଇତିହାସର ସବୁଠାରୁ ବଡ଼ ଫୁଟବଲ ବିଶ୍ୱକପର ଉଦଘାଟନୀ ଉତ୍ସବ…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

ପୁଣି ହୃଦୟ ଜିତିଲେ ବୈଭବ ସୂର୍ଯବଂଶୀ, କିମ୍ବଦନ୍ତୀ କ୍ରିକେଟରମାନେ ଯାହା କହିଲେ ତାହା ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୧।୬: ୨୦୨୬ ତ୍ରିରାଷ୍ଟ୍ରୀୟ A-ସିରିଜର ଏକ ଦୁର୍ବଳ ଆରମ୍ଭ ପରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଫର୍ମ ଫେରି ପାଇଛନ୍ତି। ଡାମ୍ବୁଲାରେ ଆଫଗାନିସ୍ତାନ A ବିପକ୍ଷରେ ଭାରତ A…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri