Posted inଜାତୀୟ

ପାକିସ୍ତାନକୁ ଉଜାଗର ରଖିବାକୁ ବାଧ୍ୟ କରିଛି ଚନ୍ଦ୍ରୟାନ-୨

ନୂଆଦିଲ୍ଲୀ,୭।୯: ଭାରତର ଦ୍ୱିତୀୟ ଚନ୍ଦ୍ର ମିଶନ ଚନ୍ଦ୍ରୟାନ-୨ର ଲ୍ୟାଣ୍ଡର ‘ବିକ୍ରମ’ ଶୁକ୍ରବାର ରାତି ୨ଟା ୧୫ ମିନିଟ ସୁଦ୍ଧା ଚନ୍ଦ୍ରପୃଷ୍ଠରେ ପାଦ ଥାପିବାର ଥିଲା। ହେଲେ ଏହି ମିଶନରେ ସଫଳ ହେଲାନି ଭାରତ। ଏହାକୁ ନେଇ ପାକିସ୍ତାନ ମନ୍ତ୍ରୀ ଫୟାଦ ଚୌଧୁରୀ ଭାରତର ଯେଭଳି ଅପମାନ କଲେ ତାକୁ ନେଇ ଏବେ ସେ ଚର୍ଚ୍ଚାରେ ରହିଛନ୍ତି। ଆଉ ସୋସିଆଲ ମିଡିଆରେ ଗାଳି ଶୁଣିବା ପରେ ଏବେ ଫୟାଦ୍‌ କହୁଛନ୍ତି, ଭାରତୀୟମାନେ ଏମିତି ଭାବେ ମୋତେ ଗାଳି କରୁଛନ୍ତି ସତେ ଯେମିତି ମୁଁ ସେମାନଙ୍କ ମିଶନକୁ ଫେଲ୍‌ କରି ଦେଇଛି। ହେଲେ ସୋସିଆଲ ମିଡିଆର ଜଣେ ୟୁଜର ଲେଖିଛନ୍ତି, ପାକିସ୍ତାନ କେବଳ ମଟନ୍‌ ଓ ଟମାଟୋ କଥା ଚିନ୍ତା କରୁଥିବା ବେଳେ ବାସ୍ତବିକ୍‌ ଭାରତର ଚନ୍ଦ୍ରୟାନ-୨ ମିଶନ ପାକିସ୍ତାନକୁ ଉଜାଗର ରଖିବାକୁ ବାଧ୍ୟ କରିଛି। କେବଳ ଭାରତ କାହିଁକି ପାକିସ୍ତାନର ଜନତା ମଧ୍ୟ ତାଙ୍କ ମନ୍ତ୍ରୀଙ୍କ ଟିପ୍ପଣୀକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେମାନେ କହିଛନ୍ତି ଶତ୍ରୁତା ଅପେକ୍ଷା ବିକଶିତ ରାଷ୍ଟ୍ରରୁ କିଛି ଜ୍ଞାନ ଆହରଣ କରିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ରାଜ୍ୟ ଯୋଜନା ବୋର୍ଡ, ଏହି ନୂଆ ନାମରେ ହେଲା ନାମିତ

ଭୁବନେଶ୍ୱର,୧୮ା୪: ରାଜ୍ୟ ଯୋଜନା ବୋର୍ଡର ନାମ ପରିବର୍ତ୍ତନ କରିଛନ୍ତି ମୋହନ ସରକାର। ନୀତି ଓ ବିକାଶର ଥିଙ୍କ୍‌ ଟ୍ୟାଙ୍କ ପାଲଟିଥିବା ଯୋଜନା ବୋର୍ଡ ଏବେ ଇତିହାସ ପାଲଟିଛି।…

ରାଜସାକ୍ଷୀ ହେବେ ଜାକ୍‌ଲିନ୍‌: ମନିଲଣ୍ଡରିଂ ମାମଲାରେ ନୂଆମୋଡ଼

ନୂଆଦିଲ୍ଲୀ,୧୮ା୪:ଠକ ସୁକେଶ ଚନ୍ଦ୍ରଶେଖରଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ଏକ ନୂଆ ମୋଡ଼ ନେଇଛି। ଅଭିନେତ୍ରୀ ଜାକ୍‌ଲିନ୍‌ ଫର୍ନାଣ୍ଡିଜ୍‌ ମାମଲାରେ ରାଜସାକ୍ଷୀ ହେବା ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ…

ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ର ପଣ୍ଡ: ଓଡ଼ିଶା ସମେତ ଏହି ସବୁ ରାଜ୍ୟରୁ ଧରାପଡିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୮।୪: ଦେଶରେ ଏକ ବଡ଼ ଆତଙ୍କବାଦୀ ଷଡ଼ଯନ୍ତ୍ରକୁ ପଣ୍ଡ କରାଯାଇଛି। ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ଦିଲ୍ଲୀ ପୋଲିସର ସ୍ବତନ୍ତ୍ର ସେଲ୍‌ ଦେଶରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଇଁ ପ୍ରସ୍ତୁତ…

୧୮ ବର୍ଷରେ ପଦାର୍ପଣ କଲା IPL: ଯେଉଁ ମଇଦାନରେ ଖେଳାଯାଇଥିଲା ପ୍ରଥମ ମ୍ୟାଚ, ଆଜି ସେଠି ଲେଖାଯିବ ଇତିହାସ

ନୂଆଦିଲ୍ଲୀ,୧୮।୪: ଇଣ୍ଡିଆନ ପ୍ରିମିୟର ଲିଗ ଆଜି ୧୮ ବର୍ଷ ପୂରଣ କରୁଛି। ଏହି ଲିଗ ଏପ୍ରିଲ ୧୮, ୨୦୦୮ରେ ଆରମ୍ଭ ହୋଇଥିଲା। ଲିଗ୍‌ର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର…

କେନ୍ଦ୍ରୀୟ କର୍ମଚାରୀ, ପେନସନଭୋଗୀଙ୍କ ପାଇଁ ବଡ଼ ଉପହାର: DA ବୃଦ୍ଧିକୁ ମଞ୍ଜୁରୀ ଦେଲେ ସରକାର, ଏଣିକି ଏତେ ବଢିବ ଦରମା

ନୂଆଦିଲ୍ଲୀ,୧୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଆଶ୍ୱସ୍ତି ମିଳିଛି। ସରକାର ମହଙ୍ଗା…

ଘରେ ପଶି ନେଇଥିଲେ ନଗଦ ଟଙ୍କା,ସୁନା ଛାଡ଼ି ନଥିଲେ ବି ଲୁଗା: ଘଟଣାର ୪ ମାସ ପରେ ପର୍ଦ୍ଦାଫାଶ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ଗ୍ରାମର ଏନ. ରାଜିୟା ରେଡ୍ଡୀଙ୍କ ଘରେ ପଶି ନଗଦ ୬୦ ହଜାର ଟଙ୍କା,…

ଅତିରିକ୍ତ ଜିଲାପାଳ ତଦାରଖ କଲେ ଜନଗଣନା କାର୍ଯ୍ୟ: ଘର ଘର ବୁଲି କଲେ…

ଗଞ୍ଜାମ,୧୮।୪(ବିଦ୍ୟାଧର ସାହୁ ): ଜନଗଣନା ଚାଲିଥିବାବେଳେ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳରେ ମଧ୍ୟ ଏହା ଜାରି ରହିଛି l ଏଥିରେ ସ୍କୁଲ ଶିକ୍ଷୟିତ୍ରୀ/ଶିକ୍ଷକମାନେ ନିୟୋଜିତ ଅଛନ୍ତି। ଠିକ ଭାବେ…

ବନ୍ଦ ହୋଇଯିବ ହର୍ମୁଜ ପ୍ରଣାଳୀ? ଫେରିଗଲା ୨୧ ଜାହାଜ, ଇରାନ ଦେଲା ବଡ଼ ଓ୍ବାର୍ଣ୍ଣିଂ

ତେହରାନ,୧୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମୟସୀମା ନିକଟତର ହେବା ସହିତ, ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇବା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri