Posted inଜାତୀୟ

ପାକିସ୍ତାନକୁ କଡ଼ା ଜବାବ ଦେଲା ଭାରତୀୟ ସେନା: ୪ ପାକ୍‌ ସେନା ନିହତ

ପୁଞ୍ଛ,୨୭।୧୨: ଭାରତ ନିୟନ୍ତ୍ରଣ ରେଖା(ଏଲଓସି)ରେ ପାକିସ୍ତାନ ପକ୍ଷରୁ ଲଗାତର ଅସ୍ତ୍ରବିରତି ଉଲ୍ଲଂଘନ କରାଯାଉଛି। ଏନେଇ ଭାରତୀୟ ସେନା ପକ୍ଷରୁ ପାକିସ୍ତାନକୁ କଡ଼ା ଜବାବ ଦିଆଯାଇଛି। ଏଥିରେ ପାକିସ୍ତାନର ୩ଜଣ ସେନା ନିହତ ହୋଇଥିବା ଜଣାପଡ଼ିଛି। ଗୁରୁବାର ରାତିରେ ପୁଞ୍ଛର ରାଜୌରୀ ସେକ୍ଟର ନିକଟସ୍ଥ ଏଲଓସିରେ ହଠାତ୍‌ ପାକିସ୍ତାନ ସେନା ଗୁଳିଗୋଳା ବର୍ଷଣ କରିଥିଲେ। ଏଥିସହ ଭାରତୀୟ ସେନାଙ୍କ କ୍ୟାମ୍ପ ଉପରେ ମୋର୍ଟାର ମାଡ଼ ମଧ୍ୟ କରିଥିଲେ। ପରେ ଭାରତୀୟ ସେନା ପକ୍ଷରୁ ଏହାର ପାଲଟା ଜବାବ ଦିଆଯାଇଥିଲା। ପାକିସ୍ତାନର କିଛି କ୍ୟାମ୍ପକୁ ଭାରତୀୟ ସେନା ଧ୍ୱଂସବିଧସ୍ତ କରିଥିବା ବେଳେ ସେନାର ଗୁଳିରେ ୩ଜଣ ପାକ୍‌ ସେନା ନିହତ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଚାଞ୍ଚଲ୍ୟ: ଘରୋଇ କଲେଜରୁ ମିଳିଲା ଛାତ୍ରଙ୍କ ଝୁଲନ୍ତା ମୃତଦେହ

କଟକ,୯।୯(ପ୍ରଭୁ କଲ୍ୟାଣ ପାଲ୍‌): କଟକର ସିଡିଏ ଅଞ୍ଚଳରେ ଚାଞ୍ଚଲ୍ୟ। ଏକ ଘରୋଇ କଲେଜରେ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି। ଝୁଲନ୍ତା ଅବସ୍ଥାରେ ମିଳିଛି ଛାତ୍ରଙ୍କ ମୃତଦେହ। ସିଡିଏ…

ଦୁନିଆର ସବୁଠୁ ଧନୀ ପ୍ରଧାନମନ୍ତ୍ରୀ ଜାଣନ୍ତୁ କିଏ? ଟ୍ରମ୍ପଙ୍କଠାରୁ ୭ ଗୁଣ ଅଧିକ ଦରମା

ନୂଆଦିଲ୍ଲୀ, ୯।୯: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗଙ୍କ ଦରମା ଏବେ ପୁଣି ବଢ଼ିବାକୁ ଯାଉଛି। ଏହି ବୃଦ୍ଧି ପରେ ସେ ବିଶ୍ୱର ସର୍ବାଧିକ ଦରମା ପାଉଥିବା ସରକାରୀ…

ସିକନ୍ଦରାବାଦରୁ ଓଡ଼ିଆ ଶ୍ରମିକ ନିଖୋଜ: ସୁପରଫାଷ୍ଟ ଟ୍ରେନରେ ଗାଁକୁ ଫେରୁଥିବାବେଳେ ବାଟରୁ ଉଭାନ୍‌

ଦିଗପହଣ୍ଡି,୯।୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ନନ୍ଦ ଗାଁ ର ସମୀର ଗୌଡ଼(୨୬) ଦାଦନ ଶ୍ରମିକ ଭାବେ ମହାରାଷ୍ଟ୍ରର ପୁଣେ ନିକଟ…

ଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ବଡ଼ ପରିବର୍ତ୍ତନ: ୪ ରାଶି ହେବେ ମାଲାମାଲ, ୪ ରାଶିଙ୍କୁ କରିଦେବେ କାଙ୍ଗାଳ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ମାନ-ସମ୍ମାନ, ଯଶ, ପଦ ଓ ପ୍ରତିଷ୍ଠାର କାରକ ଭାବେ ସୂର୍ଯ୍ୟଙ୍କୁ ବିବେଚନା କରାଯାଏ। ତେଣୁ…

୧୮ ସେପ୍ଟେମ୍ବର ଭିତରେ ଏହି ୩ ରାଶିଙ୍କର ହେବ ବଡ଼ ଚମତ୍କାର: କର୍କଟ ରାଶିରେ ପ୍ରବେଶ କରିବା ପୂର୍ବରୁ ନୂଆ ସୁଯୋଗ ଦେଇଯିବେ ମଙ୍ଗଳ

ଭୁବନେଶ୍ୱର: ବର୍ତ୍ତମାନ ମଙ୍ଗଳ ମିଥୁନ ରାଶିରେ ବିରାଜମାନ ଅଛନ୍ତି। ଖୁବଶୀଘ୍ର ମଙ୍ଗଳ ନିଜ ରାଶି ପରିବର୍ତ୍ତନ କରିବେ। ଜ୍ୟୋତିଷ ଗଣନା ଅନୁଯାୟୀ, ୧୮ ସେପ୍ଟେମ୍ବର ୨୦୨୬, ଶୁକ୍ରବାର…

ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା: ବଢିଲା ଉତ୍ତେଜନା

ନୂଆଦିଲ୍ଲୀ,୯।୯: ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକୀୟ କେନ୍ଦ୍ରୀୟ କମାଣ୍ଡ (CENTCOM) ଅନୁଯାୟୀ, ଇରାନର ଇସଲାମିକ ରିଭଲ୍ୟୁସନାରୀ ଗାର୍ଡ କର୍ପସ…

ଓଭରବ୍ରିଜ ନିର୍ମାଣ ଦାବି: ଗମନାଗମନରେ ଲୋକେ ହେଉଛନ୍ତି ହନ୍ତସନ୍ତ

କେସିଙ୍ଗା,୯।୯(ତୁମେଶ୍ୱର ସାହୁ): ସମ୍ବଲପୁର ରେଳ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଳ ଷ୍ଟେଶନଠାରୁ ପ୍ରାୟ ୩ କିଲୋମିଟର ଦୂରରେ ଥିବା ଡୁମେରମୁଣ୍ଡା ଗ୍ରାମ ଦେଇ କେସିଙ୍ଗା ସହରକୁ ଯାଇଥିବା…

ଧୁରନ୍ଧରକୁ ପଛରେ ପକାଇଲା ଫିଲ୍ମ ‘ହନୁମାନ ଅଂଶ’

ମୁମ୍ବାଇ: ଆଧ୍ୟାତ୍ମିକ ଗୁରୁ ନୀମ କରୋଲି ବାବାଙ୍କ ଜୀବନ ଏବଂ ଶିକ୍ଷା ଉପରେ ଆଧାରିତ ଫିଲ୍ମ ‘ହନୁମାନ ଅଂଶ’ ବକ୍ସ ଅଫିସରେ ୧୫୦ କୋଟିରୁ ଅଧିକ ଟଙ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri