ନୂଆଦିଲ୍ଲୀ,୧୩।୧୧: ଟି-୨୦ ବିଶ୍ୱକପ ଫାଇନାଲରେ ପାକିସ୍ତାନକୁ ୫ ଉଇକେଟରେ ପରାସ୍ତ କରି ଇଂଲଣ୍ଡ ଟାଇଟଲ ଜିତିଛି। ଭାରତ ସେମିଫାଇନାଲରୁ ବାଦ୍ ପଡିବା ପରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ଅନେକ ବିବୃତ୍ତି ଦେଇ ଭାରତକୁ ଅପମାନିତ କରିଥିଲେ। ଏବେ ଫାଇନାଲରେ ପାକିସ୍ତାନକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଲା। ଦଳ ହାରିବା ପରେ ଶୋଏବ ଅଖତର ଟୁଇଟରରେ ଏକ ହୃଦୟ ଭାଙ୍ଗିଥିବା ଇମୋଜି ପୋଷ୍ଟ କରିଛନ୍ତି। ଏଥିରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମି ତାଙ୍କ ପ୍ରତିକ୍ରିୟା ଦେଇଛନ୍ତି। ସେ ଲେଖିଛନ୍ତି, ଦୁଃଖିତ ଭାଇ .. ଏହାକୁ କୁହନ୍ତି କର୍ମ।
ସୂଚନାଯୋଗ୍ୟ, ଶୋଏବ ଅଖତର ଭାରତ ଉପରେ ଅନେକ ଥର ବିବାଦୀୟ ବିବୃତ୍ତି ଦେଇଛନ୍ତି। ବିଶ୍ୱକପ ଆରମ୍ଭରୁ ସେ କହିଥିଲେ ଯେ ଆସନ୍ତା ସପ୍ତାହରେ ଭାରତ ବିଦାୟ ନେବ। ସେ ମଧ୍ୟ ପାକିସ୍ତାନୀ ବୋଲରଙ୍କୁ ଭାରତୀୟ ବୋଲରଙ୍କ ଅପେକ୍ଷା ଭଲ ବୋଲି କହିଥିଲେ। କେବଳ ଏତିକି ନୁହେଁ, ଭାରତର ସେମିଫାଇନାଲ ପରାଜୟ ପରେ ସେ କହିଥିଲେ ଯେ ଫାଇନାଲରେ ପହଞ୍ଚିବା ପାଇଁ ଭାରତ ଫିଟ ନୁହେଁ।
ଦିନରେ ଶୁଭେ, ହେଲେ ରାତିରେ କାହିଁକି ଶୁଣାଯାଏ ନାହିଁ AeroPlaneର ଶବ୍ଦ? କାରଣ ଜାଣିଲେ…
ପ୍ଲେନ ବା ଉଡାଜାହାଜ ଦିନ ଭଳି ରାତିରେ ମଧ୍ୟ ଉଡାଣ ଭରିଥାଏ। ଦିନରେ ଏହା ଉଡିବା ସମୟରେ ପ୍ରଚଣ୍ଡ ଶବ୍ଦ ଶୁଭିଥାଏ। ହେଲେ ରାତିରେ ସେଭଳି...
ସହର ଉପକଣ୍ଠରେ ନକଲି ଘିଅ ପ୍ରସ୍ତୁତି, ଅତର୍କିତ ଚଢ଼ାଉ କରି ପ୍ଲାଣ୍ଟ ସିଲ କଲା…
ବରଗଡ,୧୩।୧(ପ୍ରେମାନନ୍ଦ ଖମାରୀ)- ବରଗଡ ସହର ଉପକଣ୍ଠ ବରାହଗୋଡା ଛକ ନିକଟରେ ନକଲି ଘିଅ ପ୍ରସ୍ତୁତି ଅଭିଯୋଗ ପାଇ ପୋଲିସ, ପ୍ରଶାସନ ମଙ୍ଗଳବାର ଅତର୍କିତ ଚଢାଉ କରିଛି...
ସ୍ତ୍ରୀଙ୍କୁ ଲୁଚାଇ ଲିଙ୍ଗ ପରିବର୍ତ୍ତନ କରିଦେଇଥିଲେ ଦୁଇ ସନ୍ତାନର ବାପା; ୨ ବର୍ଷ ପରେ ସାମ୍ନାକୁ ଆସିଲା ସତ, ତା’ ପରେ…
ଲକ୍ଷ୍ନୌ,୧୩।୧: ଉତ୍ତର ପ୍ରଦେଶର ଗୋରଖପୁରରୁ ଏକ ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ ଓ ହୃଦୟବିଦାରକ ମାମଲା ସାମ୍ନାକୁ ଆସିଛି। ଏଠାରେ ଦୁଇ ସନ୍ତାନର ପିତା ଗୁପ୍ତରେ ଲିଙ୍ଗ ପରିବର୍ତ୍ତନ...
୩୫ ଲିଟର ଦେଶୀମଦ ଜବତ: ୨ ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ମହୁରୀ କାଳୁଆ ନିକଟ କୁମ୍ଭଝରି ଗ୍ରାମର ପ୍ରଭାକର ମଲ୍ଲିକଙ୍କୁ ଗିରଫ କରି ବ୍ରହ୍ମପୁର ଏସଡିଜେଏମ...
ସୂର୍ଯ୍ୟ-ଶନିଙ୍କ ବିରଳ ଯୋଗ; ଲାଭବାନ ହେବେ କେଉଁ ରାଶି?
ବୈଦିକ ଜ୍ୟୋତିଷ ଅନୁସାରେ, ସୂର୍ଯ୍ୟ ଆତ୍ମବିଶ୍ୱାସ, ଶକ୍ତି ଏବଂ ଅହଂକାରକୁ ପ୍ରତିନିଧିତ୍ୱ କରନ୍ତି, ଯେତେବେଳେ ଶନି କାର୍ଯ୍ୟ, ଶୃଙ୍ଖଳା ଏବଂ ନ୍ୟାୟକୁ ପ୍ରତିନିଧିତ୍ୱ କରନ୍ତି। ପୌରାଣିକ...
ଶିଶୁକନ୍ୟାଙ୍କୁ କରିଥିଲେ ହତ୍ୟା: ସାବତ ମା’, ବାପାଙ୍କୁ ଏହି ଦଣ୍ଡରେ ଦଣ୍ଡିତ କଲେ କୋର୍ଟ
ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲାଜଜ୍-୩ ବିବସ୍ବତ ଗୌତମ ମଙ୍ଗଳବାର ଏକ ଶିଶୁକନ୍ୟା ହତ୍ୟା ମାମଲାର ରାୟ ପ୍ରକାଶ କରିଛନ୍ତି। ହତ୍ୟାରେ ସମ୍ପୃକ୍ତ ଶିଶୁକନ୍ୟାଙ୍କ...
୩୫ ଭରଣ ଜମିର ଧାନ ଜଳିଯିବା ଘଟଣା: ପହଞ୍ଚିଲେ ବିଧାୟକ, ତହସିଲଦାର
ଗଞ୍ଜାମ,୧୩।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ ବରୋଦା ଗ୍ରାମର ଖଳାରେ ମଙ୍ଗଳବାର ଅପରାହ୍ନରେ ହଟାତ ନିଆଁ ଲାଗିଯାଇଥିଲା । ଖଳାରେ ଅମଳ ହେବାକୁ...
ପୀତବାସ ହତ୍ୟା ମାମଲା: ୬ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୩ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ୬ ଅଭିଯୁକ୍ତଙ୍କ ଜାମିନ ଖାରଜ ହୋଇଛି। ବ୍ରହ୍ମପୁରସ୍ଥିତ...
Archives


