Posted inଜାତୀୟ

ପାକିସ୍ତାନରୁ ମୋଦିଙ୍କୁ ଆସିଲା ହତ୍ୟା ଧମକ

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆସିଛି ହତ୍ୟା ଧମକ। ପାକିସ୍ତାନରୁ କେହି ଅଜଣା ବ୍ୟକ୍ତି ହ୍ବାଟସ୍‌ ଆପ୍‌ ମାଧ୍ୟମରେ ମୋଦିଙ୍କୁ ମାରିବାକୁ ଧମକ ଦେଇ ମେସେଜ୍‌ କରିଥିବା ଜଣାପଡିଛି। ତେବେ ଦିଲ୍ଲୀ ଚାନ୍ଦନି ଚୌକର ପୂର୍ବତନ ଭାଜପା ନେତା ରାଜନ ଧିମାନଙ୍କ ଫୋନ୍‌କୁ ଏହି ମେସେଜ୍‌ ଆସିଥିବା କୁହାଯାଉଛି। କେବେଳ ସେତିକି ନୁହେଁ ଉକ୍ତ ମେସେଜ୍‌ରେ କଶ୍ମୀର ଖାଲି କରିବାକୁ ମଧ୍ୟ ମୋଦିଙ୍କୁ କୁହାଯାଇଛି। ମେସେଜ୍‌ରେ ଉଲ୍ଲେଖ ରହିଛି କି ମୋଦିଙ୍କ ଉପରେ ବଡ ଧରଣର ଆକ୍ରମଣ ଯୋଜନା ରହିଛି। ଏହାକୁ ନେଇ ରାଜନ ପୋଲିସରେ ଅଭିଯୋଗ କରିବା ସହ ମାମଲା ରୁଜୁ ହୋଇ ପୋଲିସ ତଦନ୍ତ ଆରମ୍ଭ କରିଛି। ଯେହେତୁ ଏହି ହତ୍ୟା ଧମକ ପ୍ରଧାନମନ୍ତ୍ରୀ ନରେନଦ୍ର ମୋଦିଙ୍କୁ ଦିଆଯାଇଛି ସେଥିପାଇଁ ପୋଲିସ ତନାଘନା ଆରମ୍ଭ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

ପୋର୍ଟାଲ ପୁଣି ଖୋଲିବା ପାଇଁ ନିର୍ଦ୍ଦେଶ ଦେବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬ା୮: ଅନ୍‌-ସ୍କ୍ରିନ୍‌ ମାର୍କିଂ (ଓଏସ୍‌ଏମ୍‌) ବ୍ୟବସ୍ଥା ବିରୋଧରେ ଅଭିଯୋଗ କରିଥିବା ଛାତ୍ରୀଛାତ୍ରଙ୍କ ଦ୍ୱାଦଶ ଶ୍ରେଣୀ ଉତ୍ତରଖାତାର ପୁନଃ ମୂଲ୍ୟାୟନ ପାଇଁ ସିବିଏସ୍‌ଇ ପୋର୍ଟାଲ ପୁଣିଥରେ ଖୋଲିବା ନିମନ୍ତେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri