Posted inଜାତୀୟ

ପାକିସ୍ତାନରେ ଆତଙ୍କବାଦୀଙ୍କୁ ମିଳିଛି ସରକାରୀ ସୁରକ୍ଷା: ଜୟଶଙ୍କର

ନୂଆଦିଲ୍ଲୀ,୨୭।୬: ପାକିସ୍ତାନରେ ଆତଙ୍କବାଦୀଙ୍କୁ ସରକାରୀ ସୁରକ୍ଷା ମିଳିଛି। ବ୍ରିଟେନ୍‌-ଭାରତ ପ୍ରତିନିଧିସ୍ତରୀୟ ସମ୍ମିଳନୀରେ ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ଏହା କହିଛନ୍ତି। ଭାରତର ପଡ଼ୋଶୀ ରାଷ୍ଟ୍ରରେ ଆତଙ୍କବାଦୀ ଏକ ଶିଳ୍ପସଂସ୍ଥା ଭାବେ କାୟା ବିସ୍ତାର କରୁଥିଲେ ମଧ୍ୟ ସରକାର ଏନେଇ କୌଣସି ଦୃଢ଼ ପଦକ୍ଷେପ ଗ୍ରହଣ କରୁ ନାହାଁନ୍ତି। ମନ୍ତ୍ରୀ ପଦ ସମ୍ଭାଳିବା ପରେ ପ୍ରଥମ ଥର ପାଇଁ ଜୟଶଙ୍କର ପାକିସ୍ତାନ ବିରୋଧରେ ଏଭଳି ମନ୍ତବ୍ୟ ଦେଇଛନ୍ତି। ପାକିସ୍ତାନ ପୃଥିବୀର ଏକମାତ୍ର ଦେଶ ଯେଉଁଠି ଆତଙ୍କବାଦୀଙ୍କୁ ସରକାରୀ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି ବୋଲି ସେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

TMCରେ ବଡ଼ ହଲଚଲ: ୨୦ ଜଣ ବିଦ୍ରୋହୀ ସାଂସଦଙ୍କ ଅଡୁଆ ବଢ଼ିଲା! ୭ ଦିନରେ…

କୋଲକାତା,୨୬।୮: ବିଦ୍ରୋହୀ ସାଂସଦମାନଙ୍କ ଜବାବ ମିଳିବା ପରେ ଲୋକସଭା ବାଚସ୍ପତିଙ୍କୁ ଏକ ବଡ଼ ନିଷ୍ପତ୍ତି ନେବାକୁ ପଡ଼ିବ। ବିଦ୍ରୋହୀ ସାଂସଦମାନେ NCPIରେ ଯୋଗଦେବା ନିଷ୍ପତ୍ତିକୁ ସମ୍ବିଧାନର ଦଶମ…

ରାକ୍ଷୀରେ କୁମ୍ଭ ରାଶିରେ ଲାଗିବ ଚନ୍ଦ୍ର ଗ୍ରହଣ, ୨୮ ଅଗଷ୍ଟରୁ ୫ ରାଶିଙ୍କ ଖରାପ ଟାଇମ୍‌ ଆରମ୍ଭ, ଅଯଥା ଖର୍ଚ୍ଚାନ୍ତରେ ପଡିବେ…

ଏହି ଚନ୍ଦ୍ରଗ୍ରହଣ ଏକ ଆଂଶିକ ଗ୍ରହଣ ହେବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ ଅନେକ ରାଶିର ଲୋକଙ୍କ ଜୀବନରେ ପ୍ରଭାବ ପଡ଼ିବ। ଚନ୍ଦ୍ରଗ୍ରହଣର ପ୍ରଭାବ ଯୋଗୁଁ କେତେକ ରାଶିକୁ…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୫ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

ସରକାରକୁ ପୁଣି ଅଲ୍ଟିମେଟମ୍‌ ଦେଲା CJP: ୩ ଦାବି ପୂରଣ ନ ହେଲେ…ସରକାରଙ୍କଠାରେ ପଶିଲା ଛନ୍‌କା

ନୂଆଦିଲ୍ଲୀ,୨୬।୮: କକ୍ରୋଚ ଜନତା ପାର୍ଟି (CJP) ପୁଣି ଥରେ ଦିଲ୍ଲୀରେ ପ୍ରଦର୍ଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ଦଳ ପକ୍ଷରୁ ସେପ୍ଟେମ୍ବର ୫ ତାରିଖରେ ଶାନ୍ତିପୂର୍ଣ୍ଣ ପ୍ରଦର୍ଶନ…

ଜମିପଟ୍ଟା ପାଇଁ ତହସିଲ ଅଫିସ ଦୌଡୁଥିଲେ ମାଲିକ, ବିଧାୟକ ପହଞ୍ଚି ସମସ୍ତଙ୍କୁ…

ମହାକାଳପଡ଼ା,୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରାଠାରେ ଏକ ସ୍ବତନ୍ତ୍ର ଉତ୍ସବରେ ମଙ୍ଗଳବାର ବିଧାୟକ ଡ. ଦୁର୍ଗାପ୍ରସନ୍ନ ନାୟକ ଯୋଗଦେଇ କୂଳନାଞ୍ଜୁରା, ବିଲ ନାଞ୍ଜୁରା…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ୫୦,୦୦୦ ଝିଅଙ୍କୁ ମିଳିବ ସ୍କୁଟି

ଲକ୍ଷ୍ନୌ,୨୬।୮: ଲକ୍ଷ୍ନୌରେ ‘ଲୋକମାତା ଅହଲ୍ୟାବାଇ ମାତୃଶକ୍ତି ଯାତ୍ରା ଯୋଜନା’ର ଶୁଭାରମ୍ଭ ଏବଂ ସ୍ବତନ୍ତ୍ର ବସ ପାଇଁ ପତାକା ପ୍ରଦର୍ଶନ ଅବସରରେ, ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଝିଅମାନଙ୍କ…

ବଢୁଛି ଶିଶୁ ଶ୍ରମିକ, ନାବାଳିକା ଯୌନ ନିର୍ଯାତନା: ସଚେତନତା ନେଇ…

ମହାକାଳପଡ଼ା, ୨୬ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଙ୍ଗ ଭାଷାଭାଷୀ ବହୁଳ ପଞ୍ଚାୟତମାନଙ୍କରେ ଶିଶୁ ଶ୍ରମିକ, ନାବାଳିକା ଶିଶୁଙ୍କୁ ଯୌନ ନିର୍ଯାତନା, ଶିଶୁ ଚାଲାଣ…

ବଢିଲା କ୍ୟାନସର ରୋଗୀଙ୍କ ଚିନ୍ତା! ୧ ଲକ୍ଷ ଟଙ୍କାର ଇଞ୍ଜେକ୍ସନରେ କେବଳ ପାଣି ଆଉ ଜୀବାଣୁ

ନୂଆଦିଲ୍ଲୀ,୨୬।୮: ଯେତେବେଳେ ପ୍ରାୟ ଏକ ଲକ୍ଷ ଟଙ୍କା ମୂଲ୍ୟର ଏକ ଇଞ୍ଜେକ୍ସନ ଜଣେ ଗରିବ କର୍କଟ ରୋଗୀଙ୍କ ମାଗଣା ଚିକିତ୍ସା ପାଇଁ ଉଦ୍ଦିଷ୍ଟ ସରକାରୀ ହସ୍ପିଟାଲରୁ ଗାଏବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri