Odisha Elections 2024
Posted inଜାତୀୟ

ପାକିସ୍ତାନରେ ସଂଖ୍ୟାଲଘୁ ଯୁବତୀଙ୍କ ସହ ପ୍ରଥମେ ସମୟ ବିତାନ୍ତୁ ମଲାଲା: ଭାଜପା ଏମ୍‌ପି

ନୂଆଦିଲ୍ଲୀ,୧୫।୯: ନୋବେଲ ଶାନ୍ତି ପୁରସ୍କାର ବିଜେତା ଏବଂ ପାକିସ୍ତାନରେ ଶିକ୍ଷା ଅଧିକାର ପାଇଁ କାମ କରୁଥିବା ୨୨ବର୍ଷୀୟା ମଲାଲା ୟୁସୁଫ୍‌ଜାଇ ଜମ୍ମୁ-କଶ୍ମୀରକୁ ନେଇ ଏକ ଟୁଇଟ୍‌ କରିଛନ୍ତି। ଏଥିରେ ସେ କହିଛନ୍ତି, କଶ୍ମୀର ଏବେ ସମ୍ପୂର୍ଣ୍ଣ ଏକୁଟିଆ ହୋଇଯାଇଛି। ଛାତ୍ରୀଛାତ୍ରମାନେ ୪୦ ଦିନ ହେଲା ସ୍କୁଲ ଯାଇପାରୁନାହନ୍ତି। ସେମାନେ ନିଜର ମତ ସମସ୍ତଙ୍କ ସାମ୍ନାରେ ରଖିପାରୁନାହାନ୍ତି। ମୁଁ କଶ୍ମୀରରେ ରହୁଥିବା ଝିଅଙ୍କ ସହ ସିଧାସଳଖ କଥା ହେବାକୁ ଚାହୁଁଛି ବୋଲି ସେ କହିଛନ୍ତି। ମଲାଲାଙ୍କ ଏହି ଟୁଇଟର ଜବାବ୍‌ ଦେଇ ଭାଜପା ଏମ୍‌ପି ଶୋଭା କରନ୍ଦ୍‌ଲାଜେ କହିଛନ୍ତି, ମଲାଲା ପ୍ରଥମେ ନିଜ ଦେଶରେ ଥିବା ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବତୀଙ୍କ ସହ କଥାବାର୍ତ୍ତା କରନ୍ତୁ। ପାକିସ୍ତାନରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବତୀଙ୍କୁ ଯେଉଁଭଳି ଜୋରଜବରଦସ୍ତି ଧର୍ମାନ୍ତରଣ କରାଯାଇ ନିର୍ଯାତନା ଦିଆଯାଉଛି ମଲାଲା ତା’ର ସମାଧାନ କରନ୍ତୁ। କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ଏବେ ତାହା ବିକାଶ ଆଡକୁ ଗତି କରୁଛି ବୋଲି ଶୋଭା ମତ ଦେଇଛନ୍ତି। ସୂଚନାଯୋଗ୍ୟ, ଅଗଷ୍ଟ ୫ରେ ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଚ୍ଛେଦ ପରେ ସେଠାରେ ସାଧାରଣ ଜୀବନଯାପନ ପ୍ରଭାବିତ ହୋଇଛି। ଏବେ ବି କେତେକ ସ୍ଥାନରେ ସ୍କୁଲ, କଲେଜ୍‌ ଏବଂ ଦୋକାନ ଖୋଲିନି। ଇଣ୍ଟରନେଟ୍‌ ସେବା ମଧ୍ୟ ବ୍ୟାଘାତ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ମତଦାନ ପୂର୍ବରୁ ଭୋଟ ଦେଲେ ହମିଦ ଅଂସାରୀ, ମୁରଲି ମନୋହର ଯୋଶୀ, ମନମୋହନ ସିଂ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ୭ଟି ଲୋକ ସଭା ଆସନ ପାଇଁ ଭୋଟ ଆସନ୍ତା ୨୫ରେ ଅନୁଷ୍ଠିତ ହେବ। ଏଥିରେ ସାଧାରଣ ଲୋକଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ନିର୍ବାଚନ...

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟ କେତେ ଆସନରେ ଜିତିବ ଭବିଷ୍ୟବାଣୀ କଲେ ଖାର୍ଗେ

ମୁମ୍ବାଇ,୧୮।୫: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ପଞ୍ଚମ ପର୍ଯ୍ୟାୟ ଭୋଟ ପୂର୍ବରୁ I.N.D.I.A ସହଯୋଗୀ ଦଳର ନେତାମାନେ ଶନିବାର (୧୮ ମେ ୨୦୨୪) ମୁମ୍ବାଇରେ ମିଳିତ...

ଭୋଟ ଗଣତି ପୂର୍ବରୁ ଉପ ନିର୍ବାଚନକୁ ନେଇ ହେଲାଣି ଚର୍ଚ୍ଚା

ଭୋପାଳ,୧୮।୫: ମଧ୍ୟପ୍ରଦେଶର ୨୯ ଟି ଲୋକ ସଭା ଆସନ ପାଇଁ ଶେଷ ପର୍ଯ୍ୟାୟ ଭୋଟ ମେ ୧୩ ରେ ଅନୁଷ୍ଠିତ ହୋଇଥିଲା। ୪ ଟି ପର୍ଯ୍ୟାୟରେ...

ଲୋକ ସଭା ନିର୍ବାଚନରେ ମୋଦିଙ୍କୁ କିଏ ଦେଉଛନ୍ତି ଚ୍ୟାଲେଞ୍ଜ, ପ୍ରଶାନ୍ତ କିଶୋର କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ସରକାରଙ୍କ ବିରୋଧରେ ହୋଇଥିବା ବିରୋଧକୁ ଦୃଢ ବୋଲି ବର୍ଣ୍ଣନା କରିଛନ୍ତି। ଏକ...

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର...

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ...

ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ

ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri