‘ପାଗଳ ପ୍ରେମୀ’ଙ୍କ ନୂଆ ଲୁକ୍‌

ଭୁବନେଶ୍ୱର: ନୂଆ ଫିଲ୍ମରେ ନୂଆ ଗେଟ୍‌ଅପ୍‌। ହଠାତ ଯିଏ ଦେଖିବ ପାଗଳଟିଏ ବୋଲି କହିବ। ବେଳାଭୂମିରେ ଥିବା ଭଙ୍ଗା ଟିଣ ଛପର ଘର ଛାଇତଳେ ବସିଛନ୍ତି ସେ। ଆମେ କହୁଛୁ ଓଲିଉଡର ପାଗଳ ପ୍ରେମୀ ସବ୍ୟସାଚୀ ମିଶ୍ରଙ୍କ କଥା। ନିଜର ଆଗାମୀ ଫିଲ୍ମରେ ସେ ଏଭଳି କିଛି ଲୁକ୍‌ରେ ନଜର ଆସିବେ। ଟୁଇଟର୍‌ରେ ଏନେଇ ଏକ ଫଟୋ ଶେୟାର କରି ସବ୍ୟସାଚୀ ଫିଲ୍ମ ନେଇ ସୂଚନା ଦେଇଛନ୍ତି।

ଲୋକପ୍ରିୟ ଔପନ୍ୟାସିକ ଶଙ୍କର ତ୍ରିପାଠୀଙ୍କ ପୁସ୍ତକ ‘ନାଦ ବିନ୍ଦୁ’ର ବିଷୟବସ୍ତୁକୁ ନେଇ ଫିଲ୍ମଟି ତିଆରି ହେଉଛି। ଫିଲ୍ମର ନାଁ ରହିଛି ‘ପୁସ୍କରା’। ଏଥିରେ ନୀଳକଣ୍ଠ ଚରିତ୍ରରେ ଅଭିନୟ କରୁଛନ୍ତି ସବ୍ୟସାଚୀ। ତରଙ୍ଗ ସିନେ ପ୍ରଡକ୍ସନ ଦ୍ୱାରା ପ୍ରସ୍ତୁତ ଏହି ଫିଲ୍ମର ପ୍ରଥମ ଭାଗ ଶୁଟିଂ ଶେଷ ହୋଇଛି। ଅଗଷ୍ଟ ମାସରେ ଦ୍ୱିତୀୟ ପର୍ଯ୍ୟାୟ ଶୁଟିଂ ଆରମ୍ଭ ହେବ ବୋଲି ସବ୍ୟସାଚୀ ଲେଖିବା ସହ ପ୍ରଶଂସକଙ୍କ ସଦିଚ୍ଛା ଲୋଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରୁ ଆସିଲା ଦୁଃଖଦ ଖବର: ପରଲୋକରେ ଲୋକପ୍ରିୟ ଅଭିନେତା

ମୁମ୍ବାଇ: ଲୋକପ୍ରିୟ ଅଭିନେତା ପ୍ରଦୀପ ରାୱତଙ୍କର ୭୪ ବର୍ଷ ବୟସରେ ପରଲୋକ ଘଟିଛି। ତାଙ୍କ ଦେହାନ୍ତ ସମ୍ବନ୍ଧୀୟ ସୂଚନା ଅଭିନେତା ଯଶପାଳ ଶର୍ମା ସୋସିଆଲ ମିଡିଆରେ ପୋଷ୍ଟ…

Ramayan ର ୭୮ଟି ଏପିସୋଡ୍‌ରୁ ଦୂରଦର୍ଶନ କମାଇଥିଲା ୩୧,୨୦,୦୦,୦୦୦ କୋଟି ଟଙ୍କା! ଜାଣନ୍ତୁ ଗୋଟିଏ ଦିନର କେତେ ଥିଲା ବଜେଟ୍‌…

ନୂଆଦିଲ୍ଲୀ,୪।୮: ରାମାନନ୍ଦ ସାଗରଙ୍କ ଦ୍ୱାରା ନିର୍ମିତ ‘ରାମାୟଣ’ ଆଜି ବି ଲୋକଙ୍କ ହୃଦୟରେ ରାଜ୍ କରୁଛି। ଏପରି ସ୍ଥିତିରେ ଆସନ୍ତୁ ଏହା ସହ ଜଡ଼ିତ କିଛି ଖାସ୍…

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ବିଦେଶରେ ଥାଇ ଏମିତି କାମ କଲେ ପ୍ରିୟଙ୍କା ଚୋପ୍ରା: ସମସ୍ତେ କହୁଛନ୍ତି ବାଃ ବାଃ

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ବଲିଉଡରେ ସଫଳତା ହାସଲ କରିବା ପରେ ସେ ଅନେକ ବର୍ଷ ଧରି…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ମୁହଁ ଖୋଲିଲେ ଥଲାପତି ବିଜୟଙ୍କ ପୁଅ: କହିଲେ, ମୋ ବାପା ମୁଖ୍ୟମନ୍ତ୍ରୀ ହେବା ମୁହୂର୍ତ୍ତ …

ଚେନ୍ନାଇ,୩।୮:ତାମିଲନାଡୁର ମୁଖ୍ୟମନ୍ତ୍ରୀ ତଥା ପ୍ରସିଦ୍ଧ ଅଭିନେତା ବିଜୟ ପୁଅ ଜାସନ ସଞ୍ଜୟ ‘ସିଗ୍ମା’ ଚଳଚ୍ଚିତ୍ର ମାଧ୍ୟମରେ ନିର୍ଦ୍ଦେଶନାରେ ଡେବ୍ୟୁ କରିବାକୁ ଯାଉଛନ୍ତି। ଏହି ଡେବ୍ୟୁ ପୂର୍ବରୁ ଜାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri