ପାଚିଲା ଧାନ କ୍ଷେତରେ କୋଇଲା ଖଣି ପାଣି: ଅମଳ ଚିନ୍ତାରେ ଚାଷୀ

କଣିହାଁ,୪।୧୨(ଡି.ଏନ.ଏ.)-କଣିହାଁ ବ୍ଲକ ପଥରମୁଣ୍ଡା ଗ୍ରାମର ଅନେକ ଚାଷ ଜମିରେ ଏମ୍‌ସିଏଲ୍‌ର କଣିହାଁ କୋଇଲା ଖଣି ପାଣି ପଶି ଯାଇଥିବା ଅଭିଯୋଗ ହେଉଛି। କୋଇଲା ଖଣି କର୍ତ୍ତୃପକ୍ଷ ସୋମବାର ବର୍ଜ୍ୟପାଣି ଚାଷ ଜମିକୁ ଛାଡ଼ିବା ଦ୍ୱାରା ଗ୍ରାମର ଚାଷୀମାନେ ଅସନ୍ତୋଷ ପ୍ରକାଶ କରିବା ସହ ଖଣି କର୍ତ୍ତୃପକ୍ଷ ଓ ପୋଲିସକୁ ଜଣାଇ କ୍ଷତିପୂରଣ ଦାବି କରିଛନ୍ତି। ଏ ନେଇ ସମାଧାନ ନ ହେଲେ ଖଣି ବନ୍ଦ ଆନ୍ଦୋଳନ କରିବେ ବୋଲି କ୍ଷତିଗ୍ରସ୍ତମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି…

ବାଲିଗୁଡ଼ାରେ ଗ୍ୟାସ୍‌ ସମସ୍ୟା, ହୋଟେଲ ବନ୍ଦ

ବାଲିଗୁଡା,୨୦ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛି। ଫଳରେ ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର ଅସନ୍ତୋଷ ବୃଦ୍ଧି ପାଇଛି। ଅନ୍ୟପଟେ…

ସରକାରଙ୍କ ବଡ଼ ଘୋଷଣା: ନିୟମିତ ହେବେ ସ୍କିମାଟିକ ଜୁନିୟର ଶିକ୍ଷକ

ଭୁବନେଶ୍ୱର,୨୦।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଚୁକ୍ତିଭିତ୍ତିକ ସ୍କିମାଟିକ ଜୁନିୟର ଶିକ୍ଷକଙ୍କୁ ନିୟମିତ କର୍ମଚାରୀ ମାନ୍ୟତା ମିଳିବ ବୋଲି ସରକାରଙ୍କ…

ଛାତ୍ରୀମାନେ ନିଜ ସୁରକ୍ଷା ନିଜେ କରିବା ପାଇଁ ନେଲେ ଏମିତି ପଦକ୍ଷେପ

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨୦ା୩(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ରହିଥିବା ଋଷିମାଳ ଡିଗ୍ରୀ ମହାବିଦ୍ୟାଳୟରେ ମାର୍ଚ୍ଚ ୫ରୁ ୧୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଦ୍ୱାରା…

ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ ଭାଜପା ନେତା ଆଲୋକଙ୍କୁ ମିଳିଲା ବଡ଼ ଦାୟିତ୍ୱ, ଦଳ ଆସ୍ଥା ପ୍ରକଟ କରି..

ହାଟଡିହୀ,୨୦ା୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ଭାଜପା ନେତା ଆଲୋକ ସେଠୀଙ୍କୁ ଦଳ ତରଫରୁ ବଡ଼ ଦାୟିତ୍ୱ ମିଳିଛି।ରାଜନୀତି ମଇଦାନରେ ଦଳର ଜଣେ ଦକ୍ଷ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟକୁ ରାଜ୍ୟସ୍ତରୀୟ ପ୍ରଥମ ପୁରସ୍କାର, ଉତ୍କୃଷ୍ଟତା ପ୍ରମାଣ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୨୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଛାତ୍ର ପୁନର୍ବାର ବିଭିନ୍ନ କ୍ଷେତ୍ରରେ ବିଭିନ୍ନ ସମୟରେ ନିଜର ଉତ୍କୃଷ୍ଟତା ପ୍ରମାଣ କରିଛନ୍ତି। ଇତିମଧ୍ୟରେ ଭାରତ ସରକାରଙ୍କ…

ଗଞ୍ଜାମରେ ଗ୍ୟାସ୍‌ ସମସ୍ୟା: ଅଧିକାଂଶ ଫାଷ୍ଟଫୁଡ୍‌-ହୋଟେଲ ବନ୍ଦ, ଖାଉଟି ଅସନ୍ତୁଷ୍ଟ

ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ କିଛିଦିନ ହେବ ଜାଳେଣି ଗ୍ୟାସ ସମସ୍ୟା ଦେଖାଦେଇଛ। ଲୋକଙ୍କୁ ମିଳୁନି ଗ୍ୟାସ୍‌। ଫଳରେ ଖାଉଟି ତଥା ଗ୍ୟାସ୍‌ ଉପଭୋକ୍ତାଙ୍କ ମଧ୍ୟରେ ଘୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri