ପାଟକୁରା ଫଳାଫଳ: ସପ୍ତମ ରାଉଣ୍ଡ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଜାରିରହିଛି। ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୧୭୯୧ ଭୋଟରେ ଆଗରେ ରହିଛି। ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲ ୪୨୦୩୭ ଖଣ୍ଡ ଭୋଟ ପାଇଥିବା ବେଳେ ଭାଜପା ପ୍ରାର୍ଥୀ ବିଜୟ ମହାପାତ୍ର ୩୦୨୪୬ ଏବଂ କଂଗ୍ରେସ ପ୍ରାର୍ଥୀ ଜୟନ୍ତ କୁମାର ମହାନ୍ତି ୧୧୦୭ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅନ୍ତର୍ଜାତୀୟ ଯୋଗ ଦିବସ

ଦିଗପହଣ୍ଡି,୨୧|୬ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି କୋର୍ଟ କମ୍ପ୍ଲେକ୍ସ ପରିସରରେ ରବିବାର ଦ୍ଵାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ଜେଏମଏଫସି କୋର୍ଟ…

ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

ଯୁବ ବିଜେଡି ଜିଲା ସଭାପତିଙ୍କ ଘରକୁ ଗୁଳି

ସୋନପୁର/ବିନିକା,୨୧।୬ (ମୃତ୍ୟୁଞ୍ଜୟ ଶତପଥୀ/ରାମଗୋପାଳ ବାଘ): ସୁବର୍ଣ୍ଣପୁର ଯୁବ ବିଜେଡି ଜିଲା ସଭାପତି ତଥା ବିନିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଅଶୋକ କୁମାର ନନ୍ଦଙ୍କ ଘର ଓ କାରକୁ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୧।୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri