Posted inରାଜ୍ୟ

ପାଟକୁରା ବିକାଶ ମୁଁ ନିଜେ ଦେଖିବି: ନବୀନ

ଡେରାବିଶ/ପାଟକୁରା, (ସ୍ବ.ପ୍ର./ ଡି.ଏନ୍‌.ଏ.) ୧୮ା୭: ଆସନ୍ତା ୨୦ ତାରିଖ ଶନିବାର ପାଟକୁରା ବିଧାନସଭା ନିର୍ବାଚନ। ଗୁରୁବାର ସନ୍ଧ୍ୟା ସୁଦ୍ଧା ନିର୍ବାଚନ ପ୍ରଚାର ହେବାକୁ ଥିବା ବେଳେ ବୁଧବାର ପାଟକୁରା ନିର୍ବାଚନମଣ୍ଡଳୀରେ ପହଞ୍ଚତ୍ଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହାଇଟେକ୍‌ ବସ୍‌ରେ ବିଭିନ୍ନ ପଞ୍ଚାୟତରେ ରୋଡ୍‌ ଶୋ କରି ଦଳୀୟ ପ୍ରାର୍ଥୀ ସାବିତ୍ରୀ ଅଗ୍ରଓ୍ବାଲଙ୍କ ପାଇଁ ସେ ପ୍ରଚାର କରିଛନ୍ତି। ପ୍ରଚାର ବେଳେ କେତେକ ସ୍ଥାନରେ ବସ୍‌ ଅଟକିବା ପରେ ମୁଖ୍ୟମନ୍ତ୍ରୀ ବସ୍‌ ଉପରକୁ ଉଠି ହାତ ହଲାଇବା ସହ ଜୟ ଜଗନ୍ନାଥ କହି ଭାଷଣ ଆରମ୍ଭ କରିଥିଲେ। ସେ ତାଙ୍କ ସଂକ୍ଷିପ୍ତ ଭାଷଣରେ କହିଥିଲେ, ପାଟକୁରା ଅଞ୍ଚଳର ସାମୂହିକ ବିକାଶ ଦାୟିତ୍ୱ ଏବେ ମୁଁ ନିଜେ ଦେଖିବି। ତେଣୁ ବିକାଶ ତ୍ୱରାନ୍ବିତ କରିବା ପାଇଁ ବିଜେଡି ପ୍ରାର୍ଥୀଙ୍କୁ ଭୋଟ ଦେଇ ଜିତାଇବାକୁ ମୁଖ୍ୟମନ୍ତ୍ରୀ ଭୋଟରଙ୍କୁ ନିବେଦନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କୃଷିମନ୍ତ୍ରୀ ଅରୁଣ ସାହୁ, ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବିଧାୟକ ଦେବୀ ମିଶ୍ର, ପ୍ରଣବ ପ୍ରକାଶ ଦାସ ଓ ଅମର ଶତପଥୀ, ପ୍ରତାପ କେଶରୀ ଦେବ, ଧ୍ରୁବ ସାହୁ, ଶଶିଭୂଷଣ ବେହେରା, ପ୍ରଣବ ବଳବନ୍ତରାୟ, ସଞ୍ଜୀବ ମଲିକ, ଲତିକା ପ୍ରଧାନ, ରାଜକିଶୋର ଦାସଙ୍କ ସମେତ ପୂର୍ବତନ ବିଧାୟକ ସଞ୍ଜୟ ଦାସବର୍ମା, ଅନୁଭବ ପଟ୍ଟନାୟକ ଓ ଆକାଶ ଦାସ ନାୟକ ମୁଖ୍ୟମନ୍ତ୍ରୀଙ୍କ ପ୍ରଚାରରେ ସାମିଲ ହୋଇଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ

ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଓପନର ଅଭିଷେକଙ୍କୁ ଏଭଳି ପରାମର୍ଶ ଦେଲେ ଗାଭାସ୍କର, ଜାଣନ୍ତୁ…

ଅହମଦାବାଦ,୧୯ା୨: ଟି୨୦ ବିଶ୍ୱକପ୍‌ରେ ସଂଘର୍ଷ କରୁଥିବା ଭାରତୀୟ ଓପନର ଅଭିଷେକ ଶର୍ମାଙ୍କୁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ଏକ ପରାମର୍ଶ ଦେଇଛନ୍ତି। ଅଭିଷେକଙ୍କୁ ଇନିଂସ ଆରମ୍ଭରୁ ଆକ୍ରସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri