ପାଟଣା ବ୍ଲକର ୧୧ କେନ୍ଦ୍ରରେ କପିକରି ଧରାପଡ଼ିଲେ ୧୦ ଛାତ୍ରୀଛାତ୍ର

ପାଟଣା,୨୮।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକର ୧୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ଶୁକ୍ରବାର ଦୁଇଟି କେନ୍ଦ୍ରରେ ୧୦ ଛାତ୍ରୀଛାତ୍ର କପିକରି ଧରା ପଡ଼ିଛନ୍ତି। ଏ ନେଇ ଡିପିସି ପୂର୍ଣ୍ଣଚନ୍ଦ୍ର ସେଠୀ ସୂଚନା ଦେଇଛନ୍ତି। ସାଧାରଣ ବିଜ୍ଞାନ ପରୀକ୍ଷାରେ ପାଟଣା ମୁଖ୍ୟାଳୟସ୍ଥିତ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ପରୀକ୍ଷା କେନ୍ଦ୍ରରେ ଜଣେ ପରୀକ୍ଷାର୍ଥୀ ଓ ମୁରୁସୁଆଁ ଉଚ୍ଚ ବିଦ୍ୟାଳୟରେ ୯ ପରୀକ୍ଷାର୍ଥୀ ମାଲ୍‌ପ୍ରାକ୍ଟିସ (ଏମ୍‌ପି) ହୋଇଛନ୍ତି। ଏହି ୧୦ ପରୀକ୍ଷାର୍ଥୀ ଡିପିସିଙ୍କ ନେତୃତ୍ୱରେ ଗଠିତ ସ୍କ୍ବାଡ୍‌ ହାତରେ ଧରାପଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri