ପାଟଣା ବ୍ଲକରେ ୯୪୦ ଆଇସୋଲେଶନ ବେଡ଼

ପାଟଣା,୫।୪(ସ୍ୱ.ପ୍ର.): ଓଡ଼ିଶାରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପ୍ରଶାସନ ତରଫରୁ ଏହାର ମୁକାବିଲା ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।କେନ୍ଦୁଝର ଜିଲା ପାଟଣା ବ୍ଲକର ୨୦ଟି ପଞ୍ଚାୟତ ଅଧୀନ ୨୦ଟି ବିଦ୍ୟାଳୟରେ ମୋଟ ୮୪୦ଟି ଆଇସୋଲେଶନ ବେଡ଼ ପ୍ରସ୍ତୁତ ହୋଇ ରହିଥିବା ବିଡ଼ିଓ ଈଶ୍ୱର ଚନ୍ଦ୍ର ନାଏକ ସୂଚନା ଦେଇଛନ୍ତି। ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା କରି ଏହାର ମୁକାବିଲା ପାଇଁ ଆହୁରି ୧ଶହ ଆଇସୋଲେଶନ ବେଡ଼ ମୁଖ୍ୟାଳୟ ସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟ ସ୍ବାମପାଟଣାରେ ଯୁଦ୍ଧକାଳୀନ ଭିତ୍ତିରେ କାର୍ଯ୍ୟ ଚାଲିଛି। ଏହା ସହିତ ଏହି ବ୍ଲକରେ ମୋଟ ୯୬୮ଜଣ ଅସହାୟ ଲୋକଙ୍କୁ ବିଭିନ୍ନ ସ୍ୱଂୟ ସହାୟିକା ଗୋଷ୍ଠୀ ମାଧ୍ୟମରେ ରନ୍ଧାଖାଦ୍ୟ ବିତରଣ କରାଯାଉଥିବା ବିଡ଼ିଓ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୋଳ ଯାତ୍ରା: ଡିଜେ କଟକଣା, ଫୁଟିବନି ବାଣ

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହେବ ଗଞ୍ଜାମ ଐତିହାସିକ ଦୋଳପୂର୍ଣ୍ଣମୀ ଯାତ୍ରା। ଏଥିପାଇଁ ସମସ୍ତ ସାହି ଗୁଡିକରେ ଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏହି…

ରାସ୍ତା ପାଶର୍‌ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ

ବାଲେଶ୍ୱର,୨୨।୨( ବାଞ୍ଛାନିଧି ଦେ ): ବାଲେଶ୍ବର ଜିଲା ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଶନିବାର…

ପୁଣି ନକ୍ସଲ ଖଞ୍ଜିଥିବା ଲ୍ୟାଣ୍ଡ ମାଇନ ବିସ୍ଫୋରଣ: କୋବ୍ରା ବାଟାଲିୟନର ଦୁଇ ଯବାନ ଗୁରୁତର

ବଣାଇଁ,୨୨।୨(ପ୍ରଦୀପ ତ୍ରିପାଠୀ): ଶନିବାର ଝାରଖଣ୍ଡ ପଶ୍ଚିମ ସିଂହଭୂମ ଜିଲାର ସାରାଣ୍ଡା ଜଙ୍ଗଲ ଅଞ୍ଚଳରେ ନକ୍ସଲ ବିରୋଧୀ ଅଭିଯାନ ସମୟରେ ପୁଣି ଲ୍ୟାଣ୍ଡ ମାଇନ ବିସ୍ଫୋରଣ ଘଟିଥିବା ଜଣାପଡ଼ଛି…

ଝାରସୁଗୁଡାରେ ରକ୍ତାକ୍ତ ରାଜପଥ: ଟ୍ରଲର-ବୋଲେରୋ ମୁହାଁମୁହିଁ ଧକ୍କା, ୫ ପୋଲିସ କର୍ମଚାରୀ ମୃତ

ଝାରସୁଗୁଡା,୨୨।୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ସଦର ଥାନା ସମ୍ମୁଖରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରେଲର ଏବଂ ପୋଲିସ…

ସ୍ୱଂୟ ସହାୟକ ଦ୍ୱାରା କରାଯାଇଥିବା ଫୁଲ ଚାଷ ଦେଖିଲେ ଜିଲାପାଳ, ପାହାଡ଼ ଚଢ଼ି….

ପଟ୍ଟାଙ୍ଗି,୨୨।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା କୋଟିଆ ପଞ୍ଚାୟତକୁ ଜିଲାପାଳ ମନୋଜ ସତ୍ୟବାନ୍ ମହାଜନ୍ ଗସ୍ତ କରି ପଞ୍ଚାୟତର ବିଭିନ୍ନ କାର୍ଯ୍ୟକ୍ରମ…

ମନ୍ଦିର ପ୍ରତିଷ୍ଠା ଓ ରତ୍ନମୁଦ କାର୍ଯ୍ୟକ୍ରମ, ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେଇ….

ଦାରିଙ୍ଗବାଡି/ବ୍ରାହ୍ମଣୀଗାଁ,୨୨।୨(ଅରୁଣ ସାହୁ/ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଠାରେ ମୁକ୍ତେଶ୍ଵର ମହାରୁଦ୍ରଙ୍କ ଜୀର୍ଣ୍ଣ୍ନୋଦ୍ଧାର ଭବ୍ୟ ମନ୍ଦିର ଓ ହନୁମାନଙ୍କ ବିଗ୍ରହ ପ୍ରତିଷ୍ଠା ମହାସମାରୋହ ଗୁରୁବାର…

ବଗିଚାରେ କାମ କରୁଥିବା ବେଳେ ୨ ଜଣଙ୍କୁ ଦଳିଦେଲା ଦନ୍ତା, ଜଣଙ୍କୁ ଦଳିଲା….

ଦିଗପହଣ୍ଡି,୨୨।୨(ଅଶେଷ ନାଥ ମିଶ୍ର): ଜଲମେରିପଲ୍ଲୀରେ ୨ ଜଣଙ୍କୁ ଦଳିଦେଲା ଦନ୍ତା । ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ସିମାଞ୍ଚଳ ରାଉତଙ୍କ ସ୍ତ୍ରୀ…

ଜଙ୍ଗଲରେ ୫ କୁଇଣ୍ଟାଲ ଗଞ୍ଜେଇ: ଜଣେ ଗିରଫ

ମୋହନା,୨୨।୨( ମନ୍ମଥ ମିଶ୍ର ): ୫ କୁଇଣ୍ଟାଲ ଗଞ୍ଜେଇ ଜବତ, ଜଣେ ଗିରଫ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ପିଲିପାଯୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri