ପାଟଣା,୩୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। କୁଆପଥର ବର୍ଷା ଯୋଗୁ ଆମ୍ବ ଗଛରୁ ବଉଳସବୁ ଝଡ଼ିପଡ଼ିବା ସହ ଅନ୍ୟାନ୍ୟ ଫସଲ ମଧ୍ୟ ନଷ୍ଟ ହୋଇଛି।
ପାଟଣା,୩୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ଗୁରୁବାର ପୂର୍ବାହ୍ନରେ ଅଦିନିଆ ବର୍ଷା ସାଙ୍ଗକୁ ପ୍ରବଳ କୁଆପଥର ମାଡ଼ ହେବା ଫଳରେ ଜନଜୀବନ ପ୍ରଭାବିତ ହୋଇଛି। କୁଆପଥର ବର୍ଷା ଯୋଗୁ ଆମ୍ବ ଗଛରୁ ବଉଳସବୁ ଝଡ଼ିପଡ଼ିବା ସହ ଅନ୍ୟାନ୍ୟ ଫସଲ ମଧ୍ୟ ନଷ୍ଟ ହୋଇଛି।
ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…