ପାଟପୁର ସିଣ୍ଡିକେଟ୍‌ ବ୍ୟାଙ୍କରେ ନିଆଁ

ପାଟପୁର,୨୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପାଟପୁର ଶାଖା ସିଣ୍ଡିକେଟ ବ୍ୟାଙ୍କରେ ଶୁକ୍ରବାର ଅପରାହ୍ନରେ ଶର୍ଟସର୍କିଟରୁ ନିଅଁା ଲାଗିଛି। ଜନ୍ମାଷ୍ଟମୀ ପାଇଁ ବ୍ୟାଙ୍କ ଛୁଟି ଥିଲା, ଅପରାହ୍ନ ପ୍ରାୟ ୫ଟାରେ ବ୍ୟାଙ୍କରୁ ଧୂଆଁ ବାହାରିବା ଦେଖି ସ୍ଥାନୀୟ ଲୋକ ଦିଗପହଣ୍ଡି ଅଗ୍ନିଶମ ବିଭାଗ ଓ ବ୍ୟାଙ୍କ କର୍ମଚାରୀକୁ ଜଣାଇଥିଲେ। ଖବର ପାଇ ବ୍ୟାଙ୍କ କର୍ମଚାରୀ ଓ ଦିଗପହଣ୍ଡି ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ସ୍ଥାନୀୟ ଲୋକଙ୍କ ସହାୟତାରେ ନିଅଁାକୁ ଆୟତ କରିଥିଲେ। ବିଦ୍ୟୁତ ଶର୍ଟସର୍କିଟରୁ ନିଆଁ ଲାଗିଥିବା ଜଣାପଡିଛି। ଲକ୍ଷାଧିକ ଟଙ୍କାର କମ୍ପ୍ୟୁଟର, ଟେବୁଲ, ଚେୟାର, ଫ୍ୟାନ ଓ କାଗଜ ପତ୍ର ପୋଡି ନଷ୍ଟ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

ଘୁମୁସର ବିକାଶ ପରିଷଦ ବୈଠକ, ଜିଲା ଅନ୍ଦୋଳନକୁ ତ୍ୱରାନ୍ୱିତ କରିବା….

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ବରିଷ୍ଠ ଆଇନଜୀବୀ ସୋମନାଥ ନାୟକଙ୍କ ବାସଭବନରେ ରବିବାର ଘୁମୁସର ବିକାଶ ପରିଷଦର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ…

ରୋଗୀ ସ୍ଥାନାନ୍ତର ବେଳେ ଚାଲିଲାନି ଆମ୍ବୁଲାନ୍ସ, ଘରୋଇ ଗାଡ଼ିରେ ବ୍ରହ୍ମପୁର ମେଡିକାଲ ଗଲେ

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁର ଉପଖଣ୍ଡ ସରକାରୀ ହସ୍ପିଟାଲରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ ଶିଶୁର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ…

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri