ପାଠପଢ଼ା ଆଗ୍ରହକୁ ସକ୍ରିୟକରେ ବ୍ୟାୟାମ

ବ୍ୟାୟାମ ଆମ ଶରୀର ପାଇଁ କେତେ ଉପକାରୀ ତାହା କହିବା ସହଜ ନୁହେଁ। ଆଜିକାଲି ଅନେକେ ଏହାକୁ ନିଜର ଦୈନନ୍ଦିନ ଜୀବନଶୈଳୀରେ ସାମିଲ କରିଥିବା ଦେଖିବାକୁ ମିଳୁଛି। ପ୍ରତିଦିନ ସକାଳୁ ଅତିକମ୍‌ରେ ଅଧଘଣ୍ଟା ଚାଲିବା ଏବଂ ତା’ପରେ କିଛି ସମୟ ନିଜର ସାମର୍ଥ୍ୟ ଅନୁସାରେ ବ୍ୟାୟାମ କରିବା ଦ୍ୱାରା ମନ ତ ପ୍ରଫୁଲ୍ଲ ରହିଥାଏ, ତା’ସହ ଏପରି ଅଭ୍ୟାସ ଆମକୁ ପରୋକ୍ଷରେ କେତେକ ରୋଗରୁ ମଧ୍ୟ ରକ୍ଷା କରିଥାଏ। ଏହି ତାଲିକାରେ ନିକଟରେ ଆଉ ଏକ କଥାକୁ ଯୋଡ଼ାଯାଇଛି। ନିୟମିତ ବ୍ୟାୟାମ କରିବା ଫଳରେ ପାଠପଢ଼ା ପ୍ରତି ଆଗ୍ରହ ଆହୁରି ବଢ଼ିଥାଏ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ପ୍ରତିଦିନ ବ୍ୟାୟାମ କରୁଥିବା ବ୍ୟକ୍ତି ଏବଂ କେତେଜଣ ଛାତ୍ରୀଛାତ୍ର ପଢ଼ିବା ପ୍ରତି କେତେ ଆଗ୍ରହ କରୁଛି ତାହାକୁ ବିଶେଷଜ୍ଞମାନେ ଲକ୍ଷ୍ୟ କରିଥିଲେ। ସେମାନଙ୍କ ମଧ୍ୟରୁ ପ୍ରାୟ ୪୫ ପ୍ରତିଶତ ବ୍ୟକ୍ତି ଏବଂ ଛାତ୍ରୀଛାତ୍ରଙ୍କର ପାଠପଢ଼ା ପ୍ରତି ଅଧିକ ଆଗ୍ରହ ସୃଷ୍ଟି ହେଉଥିବାର ସେମାନେ ଜାଣିପାରିଥିଲେ। କିନ୍ତୁ ଏହି ବ୍ୟାୟାମ ନିଜର ସାମର୍ଥ୍ୟ ଅନୁସାରେ କରିବା ଆବଶ୍ୟକ ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

ବିଦ୍ୟୁତ୍‌ ତାର ଚୋରି ଅଭିଯୋଗରେ ୭ ଗିରଫ, ଜବତ ହେଲା ଲକ୍ଷାଧିକ ଟଙ୍କାର…

ବଲାଙ୍ଗୀର, ଖପ୍ରାଖୋଲ ୧୯।୧୨(ସୁନିଲ ମହାନ୍ତି/ଅଭୟ ତ୍ରିପାଠୀ): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ପୋଲିସକୁ ବଡ଼ ସଫଳତା ମିଳିଛି । ଏକ ବିଦ୍ୟୁତ୍‌ ତାର ଚୋରି ଗ୍ୟାଙ୍ଗକୁ...

ମୋଦିଙ୍କୁ ଏମ୍‌ପି ପଚାରିଲେ ଏମିତି କଥା: ହସି ହସି ପ୍ରଧାନମନ୍ତ୍ରୀ ଖୋଲିଦେଲେ…

ନୂଆଦିଲ୍ଲୀ,୧୯।୧୨: ସଂସଦର ଶୀତକାଳୀନ ଅଧିବେଶନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିବା ପରେ ଲୋକ ସଭା ବାଚସ୍ପତି ଓମ ବିର୍ଲା ସଂସଦ ଭବନରେ ଥିବା ତାଙ୍କ...

ଧାନ ଚୋରି ରୋକିବାକୁ ସୀମା ସିଲ୍‌, ଏସ୍‌ପିଙ୍କୁ ଚିଠି ଲେଖି ଜିଲାପାଳ କହିଲେ…

ବାରିପଦା,୧୯ା୧୨: ଧାନ ଚୋରି ରୋକିବାକୁ ମୟୂରଭଞ୍ଜ ସୀମାରେ ଚେକ ପୋଷ୍ଟ କରାଯିବ। ଏଠାରେ ଚେକ୍‌ ପୋଷ୍ଟ ଲଗାଇବାକୁ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ଜିଲାପାଳ। ଉକ୍ତ ଚିଠିରେ...

ଭାରତର ନିଦ ହଜାଇଲା ଚାଇନା: ଶେଷରେ ବନ୍ଧୁତା ପଡ଼ିଲା ଭାରୀ

ଓ୍ବାଶିଂଟନ୍‌,୧୯।୧୨: ଆମେରିକା ଦ୍ୱାରା ଭାରତ ଉପରେ ଉଚ୍ଚ ଶୁଳ୍କ ଲାଗୁ କରାଯିବା ପରେ ସରକାର ରପ୍ତାନିକାରୀଙ୍କ ପାଇଁ ବିକଳ୍ପ ବଜାର ଖୋଜିବାର ରଣନୀତି ଗ୍ରହଣ କରିଥିଲେ।...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri