ପାଦର ଲକ୍ଷଣରୁ ଜାଣନ୍ତୁ ଆପଣ ଏସବୁ ରୋଗରେ ପୀଡ଼ିତ

ବିଶେଷଜ୍ଞଙ୍କ ମତରେ ପାଦରୁ ଜାଣିହେବ ଆପଣ କେତେ ସୁସ୍ଥ। ଏମିତି କିଛି ରୋଗ ଅଛି, ଯାହା ପ୍ରଥମେ ପାଦର ଲକ୍ଷଣରୁ ଜଣାପଡ଼ିଥାଏ। ତେବେ ଜାଣନ୍ତୁ ଏ ସମ୍ପର୍କରେ…
ପାଦ ଥଣ୍ଡା ଲାଗୁଥିଲେ:

ପାଦ ଅତ୍ୟଧିକ ଥଣ୍ଡା ଲାଗୁଥିଲେ ହାଇପୋ ଥାଇରଏଡ୍‌ଜିମ୍‌ ସଙ୍କେତ ଦେଇଥାଏ। ଏହା ଥାଇରଏଡ୍‌ ଗ୍ରନ୍ଥିରୁ ହର୍ମୋନ କମ୍‌ ଉତ୍ପାଦନ କାରଣରୁ ହୋଇଥାଏ। ଏହାଦ୍ୱାରା ଥକ୍କାପଣ ଏବଂ ମାଂସପେଶୀ ଦରଜ ହୋଇଥାଏ। ଏପରି ହେଉଥିଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।

ପାଦର ବୁଢ଼ା ଆଙ୍ଗୁଠି ଲାଲ୍‌ ଦେଖାଯିବା:


ଏପରି ଲକ୍ଷଣ ଦେଖାଦେଲେ ଆପଣ ଡାଇବେଟିସ୍‌ ରୋଗରେ ପୀଡ଼ିତ ବୋଲି ନିଶ୍ଚିତ ହୋଇଯାଆନ୍ତୁ। ଏଥିସହିତ ରକ୍ତ କଣିକା କ୍ଷତିଗ୍ରସ୍ତର ମଧ୍ୟ ସଙ୍କେତ ଦେଇଥାଏ।

ନଖର ଆକାର ଏବଂ ରଙ୍ଗ ପରିବର୍ତ୍ତନ:


ଯଦି ଆପଣଙ୍କ ନଖର ରଙ୍ଗ ଏବଂ ଆକାର ପରିବର୍ତ୍ତନ ହେଉଥାଏ ତେବେ ଅକ୍ସିଜେନ୍‌ କମ୍‌ ବୋଲି ଜାଣନ୍ତୁ। ଏତଦ୍‌ବ୍ୟତୀତ ଏହା ହୃଦ୍‌ରୋଗ, ପେଟରୋଗ ସହିତ ଜଡ଼ିତ ରୋଗ ସମ୍ପର୍କରେ ବି ସଙ୍କେତ ଦେଇଥାଏ। ଯଦି ଆପଣଙ୍କଠାରେ ଏପରି ଲକ୍ଷଣସବୁ ଦେଖା ଦେଉଥାଏ ତେବେ ଅବହେଳା ନ କରି ତୁରନ୍ତ ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଟେଲିଫୋନ ଏକ୍ସଚେଞ୍ଜରୁ ବ୍ୟାଟେରୀ ଚୋରି: ବିଜୁଳି ଚାଲିଗଲେ ଉପଭୋକ୍ତା ସେବାରୁ ବଞ୍ଚିତ

ଭଞ୍ଜନଗର, ୧।୬(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଟେଲିଫୋନ ଏକ୍ସଚେଞ୍ଜରୁ ଗତ ଶୁକ୍ରବାର ମୂଲ୍ୟବାନ ସବୁ ବ୍ୟାଟେରୀ ଚୋରି ହୋଇଯାଇଛି । ଏହାପୂର୍ବରୁ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ…

Featured Video Play Icon

ପୋଲିସ ଟିମ୍‌ ନେଇ ଶାଶୂ ଘରେ ପହଞ୍ଚିଲେ ତ୍ରିଷ୍ଣା, ତା’ପରେ…

ଭୁବନେଶ୍ୱର, ୧।୬: ୟ୍ୟୁଟବର ତ୍ରିଷ୍ଣା ପୋଲିସ ଉପସ୍ଥିତରେ ଶାଶୂ ଘରେ ପହଞ୍ଚି ସମସ୍ତ ଯୌତୁକ ଜିନିଷ…

RCB ଜିତିବା ପରେ ରୋମାଣ୍ଟିକ ହେଲେ ଅନୁଷ୍କା: ଶେୟାର କଲେ ଏମିତି ଫଟୋ

ନୂଆଦିଲ୍ଲୀ,୧।୬: ଲଗାତାର ଦ୍ୱିତୀୟ ବର୍ଷ ପାଇଁ ଇଣ୍ଡିଆନ ପ୍ରିମିୟର ଲିଗର ଫାଇନାଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିଜୟୀ ହୋଇଛି। ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ…

ପୁଣି ଜଗନ୍ନାଥ ପ୍ରେମୀଙ୍କ ଭାବାବେଗ ସହ ଖେଳ: ଅନଲାଇନରେ ମହାପ୍ରସାଦ, ଖଜା ବିକ୍ରି ନେଇ…

ପୁରୀ, ୧।୬ (ଅଜିତ କୁମାର ମହାନ୍ତି): ପୁଣିଥରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ଅପମାନ ହେଉଥିବା ସହ ଭକ୍ତମାନଙ୍କ ଭାବାବେଗ ସହିତ ଖେଳାଯାଉଥିବା ଘଟଣା ସାମ୍ନାକୁ ଆସିଛି। ଅନଲାଇନ…

OMC ଗେଟ୍‌ରେ ତାଲା ପକାଇଲେ ସୁରକ୍ଷାକର୍ମୀ

ବଣାଇଁ,୧।୬(ପ୍ରଦୀପ ତ୍ରିପାଠୀ): ଖରା, ବର୍ଷା ଶୀତ କାକରକୁ ଖାତିର ନ କରି ଖଣିକୁ ସୁରକ୍ଷା ଦେଲେ। ଅପ୍ରୀତିକର ପରିସ୍ଥିତିର ମୁକାବିଲା କରି ନିଜ ଜୀବନକୁ ବାଜି ଲଗାଇ…

ଡହଡହ ଖରାରେ କାମ କରୁଥିଲେ ସୋମନାଥ, ଅଂଶୁଘାତରେ ଚାଲିଗଲା ଜୀବନ; ପରିବାରକୁ ସହାୟତା ଯୋଗାଇ ଦେବାକୁ…

ବଲାଙ୍ଗୀର, ୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମ୍ୟୁନିସିପାଲିଟି ଓ୍ବାର୍ଡ ନମ୍ବର ୧୮ ଅନ୍ତର୍ଗତ ତୁଲସୀନଗର ପଡାର ଦୁର୍ଗାମଣ୍ଡପ ପଛପଟେ ରହୁଥିବା ସୋମନାଥ ବନଗୁଲା (୬୫)ଙ୍କ ଶୁକ୍ରବାର ଅଂଶୁଘାତରେ…

କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା; ବଡ଼ ଆକ୍ସନ, ୩ ପୋଲିସ….

ଭୁବନେଶ୍ବର,୧।୬: କବିସୂର୍ଯ୍ୟନଗର ଥାନାରେ ଥାର୍ଡ ଡିଗ୍ରୀ ମାମଲା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବର୍ତ୍ତମାନ ବଡ଼ ଆକ୍ସନ ନିଆଯାଇଛି । କବିସୂର୍ଯ୍ୟନଗର ଥାନା ଓ ବାଲିଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri