ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି। ଶନିବାର ମଧ୍ୟରାତିରେ ଅଟୋନଗରସ୍ଥିତ ଏକ ପାନ ଦୋକାନରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଦେବାରୁ ଦୋକାନଟି ସମ୍ପୂର୍ଣ୍ଣ ଜଳିିଯାଇଛି। ବ୍ରହ୍ମପୁରର ଜ୍ୟୋତି ରଞ୍ଜନ ସ୍ୟାସମଲ ରାତି ୧୦ଟାରେ ଦୋକାନ ବନ୍ଦ କରି ଘରକୁ ଚାଲି ଯାଇଥିଲେ। ମଧ୍ୟରାତିରେ କେତେକ ଦୁର୍ବୃତ୍ତ ଉକ୍ତ ଦୋକାନରେ ନିଆଁ ଲଗାଇ ଚମ୍ପଟ ମାରିଥିଲେ। ଗୋଳନ୍ଥରା ପୋଲିସ ଓ କନିଷି ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ୍ତ କରିଥିଲେ। ପ୍ରାୟ ୫୦ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର କ୍ଷୟକ୍ଷତି ହୋଇଥିବା ଅନୁମାନ କରାଯାଉଛି। ଖବର ଲେଖା ହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ଜାମିନବିହୀନ ୱାରେଣ୍ଟ ପରେ ଆକ୍ସନ: ଅଭିଯୁକ୍ତ ବଳିଆଙ୍କୁ…

ଦିଗପହଣ୍ଡି,୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍ ରାମଚନ୍ଦ୍ରପୁର ଗ୍ରାମର ଜଣେ ୱାରେଣ୍ଟି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପାଟପୁର ଥାନା ପୋଲିସ।…

ସାଇକେଲରେ ସାର ବସ୍ତା ଲଦି ରାସ୍ତା ପାର ହେଉଥିଲେ, ଧକ୍କା ଦେଲା କାର୍‌; ଚାଲିଗଲା ଚାଷୀଙ୍କ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥର ମଳାଭଞ୍ଜା ବ୍ରିଜ୍ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କାର୍ (ନଂ.…

ଜୀବନରେ ଥରେ ସରପଞ୍ଚ ପଦବୀ ପାଇଁ ଲଢ଼ିବି: ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ବାର୍ଷିକ ସମ୍ମିଳନୀରେ ବିଧାୟକ…

ଦିଗପହଣ୍ଡି,୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସରପଞ୍ଚ ମହାସଂଘର ଚତୁର୍ଥ ଜିଲା ସମ୍ମିଳନୀ ବୁଧବାର ଦିଗପହଣ୍ଡି ସ୍ଥିତ ଷୋହଳ ଖଣ୍ଡ ଗୋପାଳ ସମାଜ ଗୃହ ପରିସରରେ ଆଡ଼ମ୍ବରର…

ପୋଡ଼ମପେଟା ସମୁଦ୍ର ବେଳାଭୂମିରେ ରହସ୍ୟମୟ ଦଧିନଉତି, ସ୍ଥାନୀୟ ଲୋକେ କହୁଛନ୍ତି….

ଗଞ୍ଜାମ,୨।୯ (ବିଦ୍ୟାଧର ସାହୁ ): ସମୁଦ୍ର ବେଳାଭୂମିରେ ଦେଖାଯାଉଛି ଏକ ମନ୍ଦିରର ଦଧିନଉତି । ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୁରୁଣା ପୋଡ଼ମପେଟା ସମୁଦ୍ର ବେଳାଭୂମିରେ…

ପୌରପରିଷଦ ନିର୍ବାଚନ ପୂର୍ବରୁ ଛତ୍ରପୁର ରାଜନୀତି ସରଗରମ: ବିଜେଡି ଛାଡ଼ି…

ଛତ୍ରପୁର,୨ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦର ଉପାଧ୍ୟକ୍ଷଙ୍କ ସମେତ ୧୦ ଜଣ କାଉନସିଲର ବୁଧବାର ବିଜେଡି ଛାଡି ଭାଜପାରେ ସାମିଲ ହେବେ। ଏଥିପାଇଁ ସେମାନେ ଛତ୍ରପୁର…

ଦୈନିକ ରାଜ୍ୟ ବାହାରକୁ ଚାଲାଣ ହେଉଛି ଗଞ୍ଜେଇ, ପାଟ୍ରୋଲିଂବେଳେ ୨ ଜଣଙ୍କୁ ଅଟକାଇବାରୁ ମିଳିଲା…

ଭଞ୍ଜନଗର,୨ା୯(ବାବୁଲା ପ୍ରଧାନ): ଗଞ୍ଜେଇ ଚାଲାଣବେଳେ ଭଞ୍ଜନଗର ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ୨୪ କେଜି ୭୯୦ ଗ୍ରାମ ଗଞ୍ଜେଇ ଜବତ କରିଛି। ଏଥିସହ ଏକ ମୋଟରସାଇକେଲ…

MKCG ପ୍ରଥମ ବର୍ଷ ଡାକ୍ତରୀ ଛାତ୍ର ନିଖୋଜ, ରେଲ୍‌ୱେ ଷ୍ଟେଶନରୁ ମିଳିଲା ମୋବାଇଲ

ବ୍ରହ୍ମପୁର,୨।୯(ସୁବାସ ଚନ୍ଦ୍ର ପାଢ଼ୀ) : ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମକେସିଜି) ଭେଷଜ ମହାବିଦ୍ୟାଳୟର ଜଣେ ଛାତ୍ର ନିଖୋଜ ନେଇ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ସୂଚନା କ୍ରମେ…

ସ୍କୁଲରେ ବାଜିବ ବେଲ, ହେଲେ ଆଉ ବଜାଇବେନି ସନ୍ତୋଷ

ଭଞ୍ଜନଗର,୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଲାଲସିଂସ୍ଥିତ କାହ୍ନୁ ରାଉତ ଉଚ୍ଚ ବିଦ୍ୟାଳୟର ପିଅନ ସନ୍ତୋଷ ଗୌଡ଼ (୫୮)ଙ୍କ ବୁଧବାର ଅକାଳ ବିୟୋଗରେ ବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri