ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ ଅର୍ଜନ କରିଛନ୍ତି। ଏହି ଉପଲକ୍ଷେ ସହରର ବିଭିନ୍ନ ସଂଗଠନ ଓ ଜନସାଧାରଣଙ୍କ ପକ୍ଷରୁ ତାଙ୍କୁ ଶୋଭାଯାତ୍ରାରେ ବୁଲାଯାଇ ସମ୍ବର୍ଦ୍ଧନା ଦିଆଯାଇଛି। ଅବସରପ୍ରାପ୍ତ କର୍ମଚାରୀ ସଂଘ, ବରିଷ୍ଠ ନାଗରିକ ମଞ୍ଚ, ତାରାତାରିଣୀ କଲେଜ, ଅଟୋ ଚାଳକ ସଂଘ, ଯୁବକ ସଂଘ ସମେତ ବିଭିନ୍ନ ସଂସ୍ଥା ପକ୍ଷରୁ ସଭାମାନ କରି ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ନାରାୟଣ ତାଙ୍କର ସଫଳତାର କାହାଣୀ ସମସ୍ତଙ୍କ ସହ ବାଣ୍ଟିଥିଲେ। ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ନାରାୟଣ ପାନଦୋକାନ କରି ବହୁ କଷ୍ଟରେ ପାଠ ପଢ଼ିଥିଲେ । ସେ ବର୍ତ୍ତମାନ କନ୍ଧମାଳ ଜିଲା ତୁମୁୁଡିବନ୍ଧ ବ୍ଲକ ଜଳେଶ୍ପେଟା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକତା କରୁଛନ୍ତି। ଏବେ ଏହି ସଫଳତା ତାଙ୍କୁ ବେଶ ଖୁସି ଦେଇଛି ବୋଲି ସେ କହିଛନ୍ତି।
Posted inHome Left, ଆମ ଜିଲା ଖବର, ଗଞ୍ଜାମ, ରାଜ୍ୟ View All
ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ
ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...
ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି
ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...
ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍
ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...
‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍
କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...
Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ
ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...
ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍ ଚାଳକ ଗିରଫ
କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...
୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ
ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...
ଫୁଟବଲ ମ୍ୟାଚ୍ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍: ଭିଡିଓ ଭାଇରାଲ
କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...
Archives


