Posted inଜାତୀୟ

ପାନୀୟ ଜଳସଙ୍କଟ: ୧୫୦ ଛାତ୍ରୀଙ୍କ କେଶ କଟାଇଲେ ପ୍ରିନ୍ସିପଲ୍‌

ମେଡକ, ୧୪।୮: ପାନୀୟ ଜଳସଙ୍କଟ ଯୋଗୁ ତେଲେଙ୍ଗାନାର ଏକ ସରକାରୀ ସ୍କୁଲରେ ୧୫୦ ଛାତ୍ରୀଙ୍କ କେଶ କଟା ଯାଇଛି। ଛାତ୍ରୀମାନେ ରହୁଥିବା ହଷ୍ଟେଲରେ ପିଇବା ପାଣିର ଘୋର ଅଭାବ ଦେଖାଦେଇଥିବାରୁ ପ୍ରିନ୍ସିପଲ୍‌ କେ.କରୁଣା ଏଭଳି ପଦକ୍ଷେପ ଗ୍ରହଣ କରିଥିବା ଅଭିଯୋଗ ହୋଇଛି। ଦୁଇଜଣ ବାରିକଙ୍କୁ ଡକାଇ ଏଭଳି କରାଯାଇଥିବା ଛାତ୍ରୀମାନେ ଅଭିଭାବକଙ୍କୁ କହିଛନ୍ତି। ସ୍ଥାନୀୟ ଟ୍ରାଇବାଲ୍‌ ଗର୍ଲସ୍‌ ଗୁରୁକୁଳ ସ୍କୁଲରେ ଏହା ଘଟିଛି। ତେବେ କିଛି ଛାତ୍ରୀଙ୍କ ମୁଣ୍ଡରେ ଉକୁଣି ତଥା ଚର୍ମ ସଂକ୍ରମଣ ହୋଇଥିବାରୁ ଏଭଳି କରାଯାଇଥିବା ପ୍ରିନ୍ସିପଲ କହିଛନ୍ତି। ଅଭିଭାବକଙ୍କ ଅଭିଯୋଗ ପରେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଘଟଣାର ଯାଞ୍ଚ୍‌ ପାଇଁ ଏକ କମିଟି ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ନିଯୁକ୍ତି ପାଇବେ ୪୫ ହଜାର ଶିକ୍ଷକ, ଏହାସହ…

କେନ୍ଦୁଝର,୧୨ା୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଦୀପକ ମିଶ୍ର):ଶିକ୍ଷକମାନେ କେବଳ ପାଠ ପଢ଼ାନ୍ତି ତାହା ନୁହେଁ, ସେମାନେ ଛାତ୍ରୀଛାତ୍ରଙ୍କ ଚରିତ୍ର ଗଢ଼ନ୍ତି ଓ ଠିକ୍‌ ଜୀବନମାର୍ଗ ଦେଖାନ୍ତି। କେନ୍ଦୁଝର ଜିଲା ବୋଦାପଳାସାସ୍ଥିତ…

ଇରାନର ନିଦ ହଜିଲାଣି: ହର୍ମୁଜକୁ ନେଇ ବଢୁଛି ଚିନ୍ତା, ଏବେ ହେବ କ’ଣ

ନ୍ୟୁୟର୍କ,୧୨ା୪(ଏନ୍‌ଓ୍ବାଇଟି):ଇରାନ୍‌ ଏବେ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ନିଜସ୍ବ ସମସ୍ୟା ଯୋଗୁ ସମ୍ପୂର୍ଣ୍ଣ ରୂପେ ଖୋଲିପାରୁ ନାହିଁ। କାରଣ ଆମେରିକା ଓ ଇସ୍ରାଏଲ୍‌ ସହ ଯୁଦ୍ଧବେଳେ ଏହି ସାମୁଦ୍ରିକ…

ସରିଲା ବାହାର ରତ୍ନଭଣ୍ଡାର ଗଣତି: ଜାଣନ୍ତୁ କେତେ କ’ଣ ଅଛି

ପୁରୀ,୧୨ା୪ (ଅଜିତ୍‌ କୁମାର ମହାନ୍ତି):ପୁରୀ ଶ୍ରୀମନ୍ଦିର ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତି ଶନିବାର ଦ୍ୱିତୀୟ ପର୍ଯ୍ୟାୟର ୪ର୍ଥ ଦିନରେ ଶେଷହୋଇଛି । ୧୯୭୮ ମସିହା ତାଲିକା ଅନୁସାରେ…

ଚତୁର୍ଥ ଅମ୍ପାୟାରଙ୍କ ଯୋଗୁ ହାରିଗଲା ଦିଲ୍ଲୀ? ଜିତିଲା ଚେନ୍ନାଇ, ଜୋରଦାର ଯୁକ୍ତିତର୍କ…

ଚେନ୍ନାଇ,୧୨।୪: ଶନିବାର ଚେନ୍ନାଇର ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗସ (CSK) ଘରୋଇ ଗ୍ରାଉଣ୍ଡରେ ଦିଲ୍ଲୀ କ୍ୟାପିଟାଲ୍ସ (DC)…

କମ୍‌ବ୍ୟାକ୍‌ ଅଫ୍‌ ସଞ୍ଜୁ: ୪୦୦ ଛକାର ରେକର୍ଡ ସହ ମାରିଲେ ଶତକ, ୫ ବର୍ଷର ଅପେକ୍ଷାରେ…

ଚେନ୍ନାଇ,୧୧।୪: ଆଇପିଏଲ୍‌ ୨୦୨୬ର ୧୮ତମ ମ୍ୟାଚ୍‌ରେ ସଞ୍ଜୁ ସାସମନଙ୍କ ଜବରଦସ୍ତ ପ୍ରଦର୍ଶନ ଦେଖିବାକୁ ମିଳିଛି। ଚେନ୍ନାଇ ସୁପର କିଙ୍ଗସର ଏହି ଉଇକେଟକିପର ବ୍ୟାଟର୍‌ ଚେପକ୍‌ ଷ୍ଟାଡିୟମରେ ଦିଲ୍ଲୀ…

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri