ପାନୀୟଜଳ ସମସ୍ୟା ନେଇ ଦାବିପତ୍ର

ଜି.ଉଦୟଗିରି,୨୭ା୨(ଡି.ଏନ୍‌.ଏ.) – ମହିଳା ଜୀବିକା ସୁରକ୍ଷା ମଞ୍ଚ ଜି.ଉଦୟଗିରି ତରଫରୁ ବୁଧବାର ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଶତାଧିକ ମହିଳା ବିଭିନ୍ନ ପ୍ଲାକାର୍ଡ ଧରି ସହର ପରିକ୍ରମା କରିବା ସହ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚତ୍ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି। ଜି.ଉଦୟଗିରି ବ୍ଲକର ୮ ଗ୍ରାମପଞ୍ଚାୟତର ୫୭ ଗ୍ରାମକୁ ନିରାପଦ ପାନୀୟ ଜଳ ଏକ ମାସ ଭିତରେ ଯୋଗାଇ ଦେବାକୁ ମଞ୍ଚ ଦାବି କରିଛି। ଗ୍ରାମର ନଳକୂପ ଗୁଡ଼ିକ ଅଚଳ ଥିବା ବେଳେ ଆଉ କେତେକ ସ୍ଥାନରେ ଲୁହାଳିଆ ଗନ୍ଧଯୁକ୍ତ ପାଣି ବାହାରୁଛି। ଯାହା ପାନୀୟ ଉପଯୋଗୀ ହୋଇପାରୁନାହିଁ। ମହିଳା ଜୀବିକା ସୁରକ୍ଷା ମଞ୍ଚ ସଭାନେତ୍ରୀ ସନ୍ଧ୍ୟାରାଣୀ ପ୍ରଧାନଙ୍କ ସହିତ ସମ୍ପାଦିକା ରିନୀମା ପ୍ରଧାନଙ୍କ ତତ୍ତ୍ବାବଧାନରେ ଶତାଧିକ ମହିଳାଙ୍କ ଉପସ୍ଥିତିରେ ଦାବିପତ୍ର ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଉସାଙ୍କୁ ହତ୍ୟା କରି ପୋଡ଼ି ଦେବା ଘଟଣା: ୨ ମହିଳା ଗିରଫ, ମୋଟ ଗିରଫ ସଂଖ୍ୟା…

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ସିକନବାଡ଼ି ଗ୍ରାମରେ ଜମି ବିବାଦ ଓ ଗୁଣିଗାରେଡ଼ି ସନ୍ଦେହକୁ ନେଇ ମିଶ୍ର ପ୍ରଧାନଙ୍କୁ ନିର୍ମମ…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

ମହିଳାଙ୍କ ପାଇଁ ଖୁସି ଖବର! ରାକ୍ଷୀ ପୂର୍ଣ୍ଣିମାରେ ‘ଆମ ବସ୍’ ଯାତ୍ରା ମାଗଣା, ୭ ସହରରେ ମିଳିବ ସୁବିଧା

ଭୁବନେଶ୍ବର,୨୬।୮: ଗୁରୁବାର ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛି କ୍ୟାପିଟାଲ୍ ରିଜିଅନ୍ ଆର୍ବନ୍ ଟ୍ରାନ୍ସପୋର୍ଟ(CRUT) । ରକ୍ଷା ବନ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri