Posted inରାଜ୍ୟ

ପାରିପାରିକ କଳହ: ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ଅନୁଗୋଳ ଅଫିସ,୮।୬: ଅନୁଗୋଳ ଜିଲା କଣିହାଁ ଥାନାରେ ପାରିବାରିକ କଳହର ସମାଧାନ ସମୟରେ ପୋଲିସ ମାଡ଼ରେ ଯୁବକଙ୍କ ମୃତ୍ୟୁ ଘଟିଥିବା ଶନିବାର ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତ ଯୁବକ ହେଲେ ବଡ଼ଗୁଣ୍ଡୁରି ଅଞ୍ଚଳର ଦୀପକ ବାରିକ(୨୫)।
ସୂଚନାଯୋଗ୍ୟ ଯେ, ଶୁକ୍ରବାର ସନ୍ଧ୍ୟାରେ ପାରିବାରିକ କଳହର ସମାଧାନ ପାଇଁ ପୋଲିସ ଦୀପକକୁ ଥାନାକୁ ଡାକି ପଚରାଉଚରା କରିଥିଲା। ଏହି ସମୟରେ ପୋଲିସ ତାଙ୍କୁ ମାଡ଼ ମାରିଥିଲା। ଫଳରେ ଦୀପକ ଥାନାରେ ଚେତାଶୂନ୍ୟ ହୋଇପଡିବାରୁ ତାଙ୍କୁ ପ୍ରଥମେ କଣିହାଁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବା ସହ ତାଙ୍କ ନାକରୁ ରକ୍ତସ୍ରାବ ହୋଇଥିଲା। ପରେ ତାଙ୍କୁ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଦୀପକଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୬୭୮ ତ୍ରୁଟିକୁ ମାନିଲେ ମନ୍ତ୍ରୀ, ଅଷ୍ଟମ ବହିରେ ସର୍ବାଧିକ ୭୦୫ ଭୁଲ୍‌ ଚିହ୍ନଟ

ଭୁବନେଶ୍ୱର,୧୭।୬(ସୁଚିସ୍ମିତା ସାହୁ): ରାଜ୍ୟରେ ଜାତୀୟ ଶିକ୍ଷାନୀତି (ଏନ୍‌ଇପି)-୨୦୨୦ ଲାଗୁ ହେବା ପରେ ସେହି ଅନୁସାରେ ନୂତନ ପାଠ୍ୟପୁସ୍ତକ ପ୍ରସ୍ତୁତ କରାଯାଇଛି। ହେଲେ ଏଥିରେ ଦେଖାଯାଇଥିବା ୧୬୭୮ ତ୍ରୁଟିକୁ…

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri